ଛକନା ହତ୍ୟାକାଣ୍ଡ: ବୀମା ଟଙ୍କା ପାଇଁ ମା’ଙ୍କୁ ହତ୍ୟା, ଲୁଣା ନଦୀରେ ଫିଙ୍ଗିଥିଲେ; ସାବତ ପୁଅ, ବୋହୁ, ସହଯୋଗୀ ଗିରଫ
କେନ୍ଦ୍ରାପଡା ଅଫିସ, ୨୩।୮- କେନ୍ଦ୍ରାପଡ଼ା ସଦର ଥାନା ଛକନା ଗ୍ରାମର ଅଲେଖ ଚନ୍ଦ୍ର ବିଶ୍ୱାଳଙ୍କ ସ୍ତ୍ରୀ ସସ୍ମିତା ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର ୩ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ସଶ୍ମିତାଙ୍କ ସାବତ ପୁଅ ସନ୍ତୋଷ (୨୫), ବୋହୁ ଦେବସ୍ମିତା (୨୪) ଏବଂ…
କେନ୍ଦ୍ରାପଡ଼ାରେ ବଜ୍ରପାତ: ୫ ମୃତ, ୨ ଗୁରୁତର
କେନ୍ଦ୍ରାପଡ଼ା ଅଫିସ/ପାଟକୁରା, ୨୧।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଅଞ୍ଚଳରେ ବଜ୍ରପାତରେ ବୁଧବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମହାକାଳପଡ଼ା କରଞ୍ଜ ଗାଁରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଥିବା ଜଣାପଡ଼ିଛି। ଗରଦପୁର ବ୍ଲକ ମରିଲୋ…
ପଟ୍ଟାମୁଣ୍ଡାଇ ଏସ୍ଡିଏଚ୍ ପରିଦର୍ଶନ କଲେ କେନ୍ଦ୍ରାପଡ଼ା ଜିଲାପାଳ: ବାକି ଥିବା କାର୍ଯ୍ୟ ସାରିବା ଲାଗି ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ
ପଟ୍ଟାମୁଣ୍ଡାଇ, ୨୦।୮(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ମଙ୍ଗଳବାର ପୂର୍ବାହ୍ନରେ ପଟ୍ଟାମୁଣ୍ଡାଇ ଏସ୍ଡିଏଚ୍(ଉପଖଣ୍ଡସ୍ତରୀୟ ହସ୍ପିଟାଲ) ପରିଦର୍ଶନ କରିଛନ୍ତି। ତାଙ୍କ ସହିତ ତହସିଲଦାର ଶରତ କୁମାର ଗିରି, ପଟ୍ଟାମୁଣ୍ଡାଇ ପୌରନିର୍ବହୀ ଅଧିକାରୀ ସମ୍ପଦ କୁମାର ସ୍ବାଇଁ ଡା. ପ୍ରମୋଦ କୁମାର ପ୍ରହରାଜ ପ୍ରମୁଖ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା, ୧୦ଜଣଙ୍କ ନାମରେ ମାମଲା
ମହାକାଳପଡ଼ା,୧୬।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଳିପାଳ ପଞ୍ଚାୟତ ବାଲିସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ଜୟନ୍ତୀ ନାୟକଙ୍କ ଘରେ ନିଆଁ ଲଗାଇଦେବା ଯୋଗୁ ଦୁଇ ବଖରା ଜଳିଯାଇଛି।…
ମହାନଦୀରେ ବନ୍ୟାଜଳ ପ୍ରବାହିତ, ୩ ବ୍ଲକର ଲୋକେ ଆତଙ୍କିତ
କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀରେ ବନ୍ୟାଜଳ ପ୍ରବାହିତ ହେତୁ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକର ୩୦ରୁ ଊର୍ଦ୍ଧ୍ୱ ଗ୍ରାମରେ ପାଣି ପଶିଛି। ଏହି ସମସ୍ୟାର ସମାଧାନ ହୋଇ ନ ଥିବା ବେଳେ ଅପରାହ୍ନରେ ହୋଇଥିବା ବର୍ଷା ସ୍ଥାନୀୟ ଅଧିବାସୀଙ୍କୁ…
୨୩ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ
ରାଜନଗର,୧୬।୮(ଡି.ଏନ୍.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ସମାଗମ ହୋଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ। ୭ ଦିନ ଧରି ଏହି ଗଣନା ଚାଲିବ। ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ଅତିରିକ୍ତ ବନ ସଂରକ୍ଷକ ସୁବ୍ରତ କୁମାର…
କେନ୍ଦ୍ରାପଡାରେ ଇଦ୍-ଉଲ୍-ଜୁହା ପାଳିତ
କେନ୍ଦ୍ରାପଡ଼ା ଅଫିସ, ୧୨।୮: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ବହୁଳ ଅଞ୍ଚଳରେ ଇଦ୍-ଉଲ୍-ଜୁହା ସୋମବାର ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇଯାଇଛି। ଏଥିପାଇଁ ବିଭିନ୍ନ ଇଦ୍ଗାହଠାରେ ସମୂହ ନମାଜ ପାଠ ପାଇଁ ବ୍ୟବସ୍ଥା ହୋଇଥିଲା। ସଲଫିଆ ଇଦ୍ଗାହ ଓ ପୁରୁଣା ଇଦ୍ଗାହରେ ସକାଳ…
ଜାତୀୟ କରାଟେ ପ୍ରତିଯୋଗିତାରେ ମିଳିଛି ସ୍ବର୍ଣ୍ଣ ପଦକ : ପ୍ରତିଭା ବିିକାଶରେ ଅର୍ଥ ସାଜିଛି ବାଧକ
ମହାକାଳପଡ଼ା,୧୨ା୮(ଡି.ଏନ୍.ଏ.): ଅର୍ଥ ଅଭାବରୁ ଜଣେ ପ୍ରତିଭାବାନ ଛାତ୍ରୀ ତଥା ଜାତୀୟସ୍ତରର କରାଟେ ଖେଳାଳି ଉଚ୍ଚ ଶିକ୍ଷା ଲାଭ କରିବାରେ ବାଧକ ସୃଷ୍ଟି ହୋଇଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଖରିନାସୀ ଗ୍ରାମର ପାୟଲ ବାୟନ(୧୭)। ୨୦୧୩ରେ ସେ…
ବଢ଼ୁଛି କାଇଁଚ ରାଖୀ ଚାହିଦା
କେନ୍ଦ୍ରାପଡା ଅଫିସ, ୧୨ା୮ : ଆଉ ମାତ୍ର ୪ ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ରାଖୀ। ଏହାକୁ ଦୃଷ୍ଟିରେ ରଖି ପରିବେଶ ଅନୁକୂଳ କାଇଁଚରେ ନିର୍ମିତ ରାଖୀ ବଜାରକୁ ଆସିଛି। ଓରମାସର କେନ୍ଦ୍ରାପଡା ଜିଲା ଶାଖା…
ପଟ୍ଟାମୁଣ୍ଡାଇ: ବେଆଇନ ଘୋଷଣା ପରେ ବି ମୋବାଇଲରେ ମହିଳାଙ୍କୁ ତିନି ତଲାକ ଦେଲେ ସ୍ବାମୀ, ମାମଲା ରୁଜୁ
ପଟ୍ଟାମୁଣ୍ଡାଇ, ୧୦।୮(ସ୍ବ.ପ୍ର.): ତିନି ତଲାକଖ ବିଲ୍କୁ ନେଇ ଲୋକ ସଭା ଏବଂ ରାଜ୍ୟ ସଭାରେ ତର୍ଜମା କରାଯିବା ପରେ ଏଥିରେ ମୋହର ମରାଯାଇଛି। ମୁସଲମାନ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ତିନି ତଲାକ୍ ନିୟମକୁ ଉଚ୍ଛେଦ କରାଯିବା ସହ ବେଆଇନ ଘୋଷଣା…
ଭିତରକନିକା ଜାତୀୟ ଉଦ୍ୟାନର କୃତ୍ରିମ ପ୍ରଜନନ କେନ୍ଦ୍ରରେ କୁମ୍ଭୀର ଛୁଆ ଫୁଟିବା ଆରମ୍ଭ
ରାଜନଗର,୧୦।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନରେ ୧୯୭୫ ମସିହାରେ ଅଷ୍ଟ୍ରେଲିଆର ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ. ଏଚ୍ .ଆର୍ ବଷ୍ଟାର୍ଡଙ୍କ ଦ୍ୱାରା ପ୍ରଥମ କୃତ୍ରିମ ପ୍ରଜନନ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଏଥିରେ ଚଳିତ ବର୍ଷ ବନ ବିଭାଗ…
ଜଳଶକ୍ତି ଅଭିଯାନ ଶୁଭାରମ୍ଭ
କେନ୍ଦ୍ରାପଡା ଅଫିସ, ୮।୮: କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଏକମାତ୍ର ଜିଲା ଭାବେ କେନ୍ଦ୍ରାପଡ଼ା ସ୍ଥାନ ପାଇଥିବା ବେଳେ ସହରର ଟାଉନହଲଠାରେ ଗୁରୁବାର ଏହି ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ…
Archives


