କେନ୍ଦ୍ରାପଡ଼ା

ଜିଲାରେ ବଢୁଛି ତଟକ୍ଷୟ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୨।୧୧: କେନ୍ଦ୍ରାପଡ଼ା ଜିଲାରେ ସାମୁଦ୍ରିକ ତଟକ୍ଷୟ ଏକ ସମସ୍ୟା ଭାବେ ଉଭାହୋଇଛି। ଏଥିଯୋଗୁ ୧୯୬୦ରୁ ୨୦୧୬ ମଧ୍ୟରେ ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରୁ ୮୮ ବର୍ଗ କିଲୋମିଟର ହେନ୍ତାଳ ବଣ ନଷ୍ଟ ହୋଇଛି। ରାଜନଗର ବ୍ଲକ ପେଣ୍ଠଠାରେ ନିର୍ମିତ ଜିଓ…

୩ ବ୍ଲକର କୃଷି ପ୍ରଭାବିତ ହେବ

କେନ୍ଦ୍ରାପଡା ଅଫିସ,୨୦।୧୧: କେନ୍ଦ୍ରାପଡ଼ା ଜିଲାର ଖରସ୍ରୋତା ନଦୀରୁ ଭଦ୍ରକ ଜିଲାର ୪ ବ୍ଲକକୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ସ୍ଥାନୀୟ ଅଧିବାସୀଙ୍କ ବିରୋଧ ତୀବ୍ରତର ହେବାରେ ଲାଗିଛି। ପ୍ରଶାସନିକସ୍ତରରେ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଉଦ୍ୟମ ଚାଲିଛି। ହେଲେ ବୁଧବାର…

ମୃତ ବଉଳା କୁମ୍ଭୀର ଉଦ୍ଧାର

ରାଜନଗର,୧୭।୧୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରବାହିତ ପାଟ୍ଟଶାଳା ନଦୀରୁ ସୋମବାର ୬ ଫୁଟ ଲମ୍ବର ମାଈ କୁମ୍ଭୀର ମୃତଦେହ ଉଦ୍ଧାର ହୋଇଛି। ମାଈ କୁମ୍ଭୀରର ୪ ଦିନ ତଳୁ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦରୁ ଜଣାପଡିଛି। ଅତିରିକ୍ତ ପ୍ରାଣୀ…

ଦେଢ଼କୋଟିରୁ କୋଭିଡ୍‌ ଯୋଦ୍ଧା ଖାଇଲେ ୯୮.୫ ଲକ୍ଷ

କେନ୍ଦ୍ରାପଡ଼ା ଅଫିସ,୧୬।୧୧: କୋଭିଡ୍‌-୧୯ ପରିଚାଳନା ପାଇଁ କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରୁ ଏପ୍ରିଲ ୯ରୁ ଅକ୍ଟୋବର ୨୨ ପର୍ଯ୍ୟନ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିକଟକୁ ୧,୫୦,୬୪,୧୧୧ଟଙ୍କା ପଠାଯାଇଛି। ଏଥିରୁ କୋଭିଡ୍‌ ଯୋଦ୍ଧାଙ୍କ ଖାଇବା ପାଇଁ ୯୮,୫୨,୫୩୦ ଟଙ୍କା ଅର୍ଥାତ ୬୫ ପ୍ରତିଶତ ଖର୍ଚ୍ଚ…

ଧାନ ଫସଲ ନଷ୍ଟ କରୁଛନ୍ତି ବାର୍‌ହା: ଜମିରେ ମଞ୍ଚା ବାନ୍ଧି ଜଗୁଛନ୍ତି ଚାଷୀ

ମହାକାଳପଡା,୧୩ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗହୀରମଥା ସଂଲଗ୍ନ ଗ୍ରାମଗୁଡିକରେ ବାର୍‌ହା ଉପଦ୍ରବ ଦେଖିବାକୁ ମିଳୁଛି। ବାର୍‌ହା ପଲ ମୁହଁ ଅନ୍ଧାର ହେଲା ପରେ ଜମିରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି। ଫସଲକୁ ବାର୍‌ହା କବଳରୁ ରକ୍ଷା କରିବାକୁ…

ଲୋକଙ୍କୁ ଆକର୍ଷିତ କରୁଛି ପାର୍କ

ଡେରାବିଶ,୧୩ା୧୧(ସ୍ବ.ପ୍ର.): ସହରାଞ୍ଚଳର ଲୋକେ ଚିତ୍ତ ବିନୋଦନ ଓ ବ୍ୟାୟାମ ଲାଗି ପାର୍କକୁ ବାଛି ନେଇଛନ୍ତି। ହେଲେ ଗଁା ଗହଳିରେ ଆଗ ଭଳି ଆଉ ତୋଟା ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ…

ଗୋଖାପଡ଼ାର ଶିଶୁବଳି ମାମଲା: ତାନ୍ତ୍ରିକ, ସହଯୋଗୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦ୍ରାପଡା ଅଫିସ,୧୩।୧୧: ୨୦୧୫ରେ ବହୁଚର୍ଚ୍ଚିତ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଗୋଖାପଡା ଶିଶୁବଳି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ମାମଲାରେ ତାନ୍ତ୍ରିକ ଚୌଧୁରୀ ଅବିନାଶ ଦାସ ଓ ସହଯୋଗୀ ବଜରଙ୍ଗୀ ଓରଫ ବୈକୁଣ୍ଠନାଥ ଦାସଙ୍କୁ ବିଚାରପତି ଦୋଷୀ ସାବ୍ୟସ୍ତ କରିଛନ୍ତି।…

ଭିତରକନିକା ଜୈବ ବିବିଧତାକୁ ସଙ୍କଟ

କେନ୍ଦ୍ରାପଡା ଅଫିସ,୯ା୧୧: ଖରସ୍ରୋତା ନଦୀରୁ ଭଦ୍ରକ ଜିଲା ୪ ବ୍ଲକର ୯୧ ପଞ୍ଚାୟତକୁ ପନୀୟଜଳ ଯୋଗାଣ ହେବ। ଏଥିପାଇଁ କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପକୁ ନେଇ ବିବାଦ ବଢୁଛି। ମୁହାଣ ଦେଇ ଖରସ୍ରୋତାର ଜଳ…

କରୋନା କଟକଣା: ବାଣ ଫୁଟିବନି, ପ୍ରସ୍ତୁତକାରୀ ହତାଶ

କେନ୍ଦ୍ରାପଡ଼ା ଅଫିସ,୬ା୧୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୧୦ରୁ ୩୦ ତାରିଖ ପର୍ଯ୍ୟନ୍ତ ବାଣ ଫୁଟାଇବା ଉପରେ କଟକଣା ଜାରି ହୋଇଛି। ବିକ୍ରି କିମ୍ବା ବାଣ ଫୁଟାଇଲେ ଆଇନ ଜାଲରେ ଛନ୍ଦିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି…

ପୋଲିସ ଉପସ୍ଥିତିରେ ଗୋଷ୍ଠୀ ସଂଘର୍ଷ

ବାଲିପାଟଣା,୪ା୧୧(ଡି.ଏନ୍‌.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା ପାଇଁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତନ୍ମଧ୍ୟରୁ ୩ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ…

ବଳଦେବଜୀଉଙ୍କ ମନ୍ଦିରରେ ପଶିଲେ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୧ା୧୧: କରୋନା ସଂକ୍ରମଣ ପାଇଁ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ବନ୍ଦ ରହିଛି। ତେବେ ଶନିବାର ସନ୍ଧ୍ୟାରେ ନିୟମ ଉଲ୍ଲଂଘନ କରି ଶ୍ରଦ୍ଧାଳୁମାନେ ମନ୍ଦିର ମଧ୍ୟରେ ପଶି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଏ ନେଇ ମନ୍ଦିର ଟ୍ରଷ୍ଟବୋର୍ଡ…

ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି। ଏହି କଟକଣା ଆଗାମୀ ୭ ମାସ ଅର୍ଥାତ୍‌ ମେ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?