ବାହାରେ ରୋଜଗାର ଖୋଜୁଛନ୍ତି ଯୁବପିଢ଼ି
କେନ୍ଦ୍ରାପଡ଼ା ଅଫିସ, ୪-୯- କର୍ମ ସଂସ୍ଥା ଓ ଭିତ୍ତିଭୂମିର ଅଭାବ ଯୋଗୁ କେନ୍ଦ୍ରାପଡ଼ାର ଅଧିକାଂଶ ଯୁବପିଢ଼ି ଏବେ ଜିଲା ଛାଡ଼ିବାକୁ ବାଧ୍ୟ ହେଉଛନ୍ତି। ବାହାର ରାଜ୍ୟ ଅବା ଦେଶକୁ ଯାଇ ସେଠାରେ ରୋଜଗାର ପନ୍ଥା ସନ୍ଧାନ କରୁଛନ୍ତି। ସେମାନଙ୍କ ମଧ୍ୟରୁ କିଛି…
ଖରିନାସୀରେ ଷ୍ଟୋଭ୍ ଫାଟିବା ଘଟଣା : ଆଖି ବୁଜିଲେ ଗୁରୁତର
ମହାକାଳପଡ଼ା,୧।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍ ବୋଟ୍ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍ ଫାଟି ଘଟଣାସ୍ଥଳରେ ଜଣଙ୍କର…
ଷ୍ଟୋଭ୍ ଫାଟି ଜଣେ ମୃତ, ଜଣେ ଗୁରୁତର
ମହାକାଳପଡ଼ା,୧।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍ ବୋଟ୍ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍ ଫାଟି ଜଣଙ୍କର ମୃତ୍ୟୁ…
ପରିବାରର ୪ ସଦସ୍ୟଙ୍କୁ ହାଣି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା,ସୁନାଗହଣା
ଆଳି,୩୦।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଭରତପୁର ଗ୍ରାମର ହାଡ଼ିବନ୍ଧୁ ସାହୁଙ୍କ ଘରେ ଡକାୟତି କରିବା ସହ ଘରର ସଦସ୍ୟଙ୍କୁ ଡକାୟତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ସମସ୍ତେ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ, ଗୁରୁବାର…
ରୋଜଗାରର ମାଧ୍ୟମ ପାଲଟିବ ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର
କେନ୍ଦ୍ରାପଡା ଅଫିସ, ୨୭ା୮- କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସ୍କିମ ଅଫ ଫଣ୍ଡ ଫର ରିଜେନେରେସନ ଅଫ ଟ୍ରାଡିସନାଲ ଇଣ୍ଡଷ୍ଟ୍ରିଜ (ଏସ୍ଏଫ୍ୟୁଆରଟିଆଇ/ ସ୍ଫୁର୍ତ୍ତୀ) ମାଧ୍ୟମରେ ରାଜ୍ୟରେ ୧୫ଟି ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର…
ଓ୍ବିକିପିଡିଆ ଓ୍ବେବ୍ ତାଲିକାରେ ସଂଗୀତକାର ପ୍ରେମାନନ୍ଦ ରାଜ୍ୟରେ ଶ୍ରୋତାଙ୍କ ପ୍ରଥମ ପସନ୍ଦ
ମାର୍ଶାଘାଇ,୨୬ା୮(ଡି.ଏନ୍.ଏ.)- ଅନ୍ତର୍ଜାତୀୟ ଓ ଜାତୀୟ ସିନେମାଠାରୁ ଆରମ୍ଭ କରି ବିଭିନ୍ନ ଭାଷାର ସିନେମା ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଓ୍ବିକିପିଡିଆ ଓ୍ବେବ୍ସାଇଟ୍ ଅନ୍ଲାଇନ୍ରେ ଲୋକପ୍ରିୟ ହୋଇପାରିଛି। ଏହି ଓ୍ବେବ୍ସାଇଟ୍ର ତାଲିକାରେ ଓଡିଆ ସଂଗୀତ ନିର୍ଦ୍ଦେଶକ ଭାବେ ପ୍ରେମାନନ୍ଦ ସାମଲ ରାଜ୍ୟର ଶ୍ରୋତା…
ଜିଓ ଟ୍ୟୁବ୍ ୱାଲରେ ଅଗ୍ନିକାଣ୍ଡ : ପ୍ରକଳ୍ପ କଳାକାରନାମାକୁ ଘୋଡାଇବାକୁ ଉଦ୍ୟମ
କେନ୍ଦ୍ରାପଡା ଅଫିସ, ୨୬ା୮: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ବେଳାଭୂମିସ୍ଥିତ ଜିଓ ସିନ୍ଥେଟିକ ଟ୍ୟୁବ୍ ଓ୍ବାଲରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବା ପରେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏହାର କାରଣ ଅସ୍ପଷ୍ଟ ଥିବାବେଳେ ଅଗ୍ନିଶମ ସେବା…
ଜିଓ ଟ୍ୟୁବ୍ରେ ଅଗ୍ନିକାଣ୍ଡ: କୋଟି କୋଟି ଟଙ୍କାର ଜିଓ ସିନ୍ଥେଟିକ୍ ନଷ୍ଟ
ରାଜନଗର,୨୫।୮(ଡି.ଏନ୍.ଏ.): ବଙ୍ଗୋପସାଗର ନିକଟବର୍ତ୍ତୀ ୫୦ଟି ଗ୍ରାମକୁ ସମୁଦ୍ର ଢେଉରୁ ସୁରକ୍ଷା ଦେବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୩୬ କୋଟି ଟଙ୍କା ବ୍ୟୟରେ ଭାରତର ଦ୍ୱିତୀୟ ଜିଓ ଟ୍ୟୁବ୍ ସୁରକ୍ଷା ପ୍ରାଚୀରରେ ରବିବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଫଳାରେ କୋଟି କୋଟି…
ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ
ଆଳି, ୨୪।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଲୋକାପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ପ୍ରାୟ ୮ଟାରେ ଦୁଇ ଶିଶୁ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ଲୋକାପଡ଼ା ଗ୍ରାମର ମହମ୍ମଦ ଫରିଦଙ୍କ ପୁଅ…
ଛକନା ହତ୍ୟାକାଣ୍ଡ: ବୀମା ଟଙ୍କା ପାଇଁ ମା’ଙ୍କୁ ହତ୍ୟା, ଲୁଣା ନଦୀରେ ଫିଙ୍ଗିଥିଲେ; ସାବତ ପୁଅ, ବୋହୁ, ସହଯୋଗୀ ଗିରଫ
କେନ୍ଦ୍ରାପଡା ଅଫିସ, ୨୩।୮- କେନ୍ଦ୍ରାପଡ଼ା ସଦର ଥାନା ଛକନା ଗ୍ରାମର ଅଲେଖ ଚନ୍ଦ୍ର ବିଶ୍ୱାଳଙ୍କ ସ୍ତ୍ରୀ ସସ୍ମିତା ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର ୩ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ସଶ୍ମିତାଙ୍କ ସାବତ ପୁଅ ସନ୍ତୋଷ (୨୫), ବୋହୁ ଦେବସ୍ମିତା (୨୪) ଏବଂ…
କେନ୍ଦ୍ରାପଡ଼ାରେ ବଜ୍ରପାତ: ୫ ମୃତ, ୨ ଗୁରୁତର
କେନ୍ଦ୍ରାପଡ଼ା ଅଫିସ/ପାଟକୁରା, ୨୧।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଅଞ୍ଚଳରେ ବଜ୍ରପାତରେ ବୁଧବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମହାକାଳପଡ଼ା କରଞ୍ଜ ଗାଁରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଥିବା ଜଣାପଡ଼ିଛି। ଗରଦପୁର ବ୍ଲକ ମରିଲୋ…
ପଟ୍ଟାମୁଣ୍ଡାଇ ଏସ୍ଡିଏଚ୍ ପରିଦର୍ଶନ କଲେ କେନ୍ଦ୍ରାପଡ଼ା ଜିଲାପାଳ: ବାକି ଥିବା କାର୍ଯ୍ୟ ସାରିବା ଲାଗି ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ
ପଟ୍ଟାମୁଣ୍ଡାଇ, ୨୦।୮(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ମଙ୍ଗଳବାର ପୂର୍ବାହ୍ନରେ ପଟ୍ଟାମୁଣ୍ଡାଇ ଏସ୍ଡିଏଚ୍(ଉପଖଣ୍ଡସ୍ତରୀୟ ହସ୍ପିଟାଲ) ପରିଦର୍ଶନ କରିଛନ୍ତି। ତାଙ୍କ ସହିତ ତହସିଲଦାର ଶରତ କୁମାର ଗିରି, ପଟ୍ଟାମୁଣ୍ଡାଇ ପୌରନିର୍ବହୀ ଅଧିକାରୀ ସମ୍ପଦ କୁମାର ସ୍ବାଇଁ ଡା. ପ୍ରମୋଦ କୁମାର ପ୍ରହରାଜ ପ୍ରମୁଖ…
Archives


