କେନ୍ଦ୍ରାପଡ଼ା

ଶଟ୍‌ଡାଉନ୍‌ ପ୍ରଭାବ: ଗରଦପୁର ଅଞ୍ଚଳ ଜନଶୂନ୍ୟ

ପାଟକୁରା,୭।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ୧୧ଟି ଜିଲାରେ ଜୁନ୍‌ ମାସ ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେଥି ମଧ୍ୟରେ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଭୁକ୍ତ। ତେବେ ରବିବାର ଜିଲାର ଗରଦପୁର ବ୍ଲକ ଅଞ୍ଚଳରେ ଶଟ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ଶନିବାର…

ମାଡ଼ ମାରିବା ଅଭିଯୋଗରେ ମୌଲବୀ ଅଟକ ଘଟଣା: ଆପୋସ ବୁଝାମଣା ପରେ ଛାଡ଼ିଦେଲା ପୋଲିସ

କେନ୍ଦ୍ରାପଡା ଅଫିସ, ୧୧।୭ ଟାଉନ ଥାନାରେ ଅଟକ ଥିବା ସ୍ଥାନୀୟ ଏକ ମଦ୍ରାସାର ମୌଲବୀଙ୍କୁ ଗୁରୁବାର ଆପୋସ ବୁଝାମଣା ପରେ ଛାଡ଼ି ଦେଇଛି ପୋଲିସ। ହେଲେ ଏଥିପାଇଁ ମୌଲବୀ ମଦ୍ରାସା ଛାଡ଼ିବା ସହିତ ଚାକିରୀରୁ ଭିଆରଏସ୍‌ ନେବେ ବୋଲି ପ୍ରତିପକ୍ଷଙ୍କୁ ଲେଖିତ…

ସ୍ନାନମଣ୍ଡପରେ ଶ୍ରୀ ବଳଦେବଜୀଉ: ମନ୍ଦିର ନିକଟରେ ୧୪୪ ଧାରା ଜାରି, ଦର୍ଶନରୁ ବଞ୍ଚିତ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୫ା୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ଶୁକ୍ରବାର ଅରମ୍ଭ ହୋଇଛି। ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ପରେ ଶ୍ରୀ ବଳଦେବଜୀଉଙ୍କ ସହିତ ପ୍ରଭୁ ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କୁ ସ୍ନାନମଣ୍ଡପକୁ ସୀମିତ ସଂଖ୍ୟକ ସେବାୟତମାନେ ନେଇଥିଲେ। ଶ୍ରୀଜିଉଙ୍କ ସ୍ନାନ ନୀତି…

ବାତ୍ୟା ଅମ୍ଫନ୍‌ କ୍ଷୟକ୍ଷତି ଆକଳନ: ବାଲେଶ୍ୱର, କେନ୍ଦ୍ରାପଡ଼ା ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍‌; ଶୁକ୍ରବାର ଗସ୍ତ କରିବେ ଜଗତ୍‌ସିଂହପୁର, ଭଦ୍ରକ 

ଭୁବନେଶ୍ୱର,୪ା୬(ବ୍ୟୁରୋ)/କେନ୍ଦ୍ରାପଡ଼ାଅଫିସ/ଭୋଗରାଇ/ବାଲିଆପାଳ, (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ର କ୍ଷୟକ୍ଷତି ଆକଳନ କରିବାକୁ ଏକ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଏହି ଟିମ୍‌ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ…

କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଇତିମଧ୍ୟରେ ଏହା ୧୦୦ ଟପିଛି। ସୋମବାର ଘୋଷଣା ହୋଇଥିବା ରାଜ୍ୟର ୧୫୬ ନୂତନ ଆକ୍ରାନ୍ତଙ୍କ…

କେନ୍ଦ୍ରାପଡ଼ାରେ ୫୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୧୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୧ା୬: କେନ୍ଦ୍ରାପଡ଼ା ଜିଲାରେ ସୋମବାର ୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କୁ ଛତାସ୍ଥିତ କୋଭିଡ୍‌ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଜିଲାପାଳ କହିଛନ୍ତି ଯେ, ନୂତନ ଚିହ୍ନଟଙ୍କ ମଧ୍ୟରେ…

୬ କାର୍ଯ୍ୟରତ କର୍ମଚାରୀ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍‌.ଏ.),୩୧ା୫- କେନ୍ଦ୍ରାପଡା ଜିଲାରେ ରବିବାର ୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ ଓ ସଫେଇ କର୍ମଚାରୀ ରହିଛନ୍ତି। ଏହି କର୍ମଚାରୀମାନେ କେନ୍ଦ୍ରାପଡା ବ୍ଲକ ପେଣ୍ଠପାଳ ଓ ମାର୍ଶାଘାଇ…

ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ନିର୍ଘଣ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୯।୫: ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ଲାଗି ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ସକାଳ ୬ରୁ ୭ଟା ମଧ୍ୟରେ ଶ୍ରୀଜୀଉ ସ୍ନାନ ମଣ୍ଡପକୁ ବିଜେ ହେବେ। ୭ଟା୩୦ରେ ଜୟ ମଙ୍ଗଳା ଆରତି, ୧୦ଟାରେ ନୀତି ସ୍ନାନ, ୧୨ଟାରେ ବଲ୍ଲଭ ମଣୋହି,…

ଡେରାବିଶରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଡେରାବିଶ, ୨୬।୫(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାରେ ସୋମବାର ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ଡେରାବିଶ ବ୍ଲକର ବୋଲି ଜଣାପଡିଛି। ଡେରାବିଶ ବ୍ଲକ୍‌ରେ ଆଜିକୁ ମିଶାଇ ସମୁଦାୟ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ…

କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ

କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୨୬ଜଣ ସୁସ୍ଥ ହୋଇ…

କେନ୍ଦ୍ରାପଡ଼ାରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ: ୫୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୨୫ା୫: କେନ୍ଦ୍ରାପଡ଼ା ଜିଲାରେ ସୋମବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି । ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ଯେ, ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌…

ଅଗରନାସୀ ନିକଟ ସମୁଦ୍ରରୁ ତିମିର ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୩।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ରେଞ୍ଜ ଅଧୀନ ଅଗରନାସୀ ନିକଟ ସମୁଦ୍ରରୁ ୪୦ ଫୁଟ ଲମ୍ବର ଏକ ତିମିର ମୃତଦେହ ଦେଖିବାକୁ ମିଳିଛି। ଖବର ପାଇ ରେଞ୍ଜ ଅଧିକାରୀ ଦେବାଶିଷ ଭୋଇଙ୍କ ନେତୃତ୍ୱରେ ଏକ ଟିମ୍‌ ତଦନ୍ତ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?