କେନ୍ଦ୍ରାପଡ଼ା

ଘରକୁ ଫେରିଲେ ରାଜସ୍ଥାନରେ ଫସି ରହିଥିବା ୧୦ ବର୍ଷର ଛାତ୍ର

ଡେରାବିଶ, ୨୨।୫(ସ୍ବ.ପ୍ର.): ଲକ୍‌ଡାଉନ୍‌ ଯୋଗୁ ରାଜସ୍ଥାନର ଝୁନ୍‌ଝୁନ୍‌ ସ୍ଥିତ ଡିଫେନ୍ସ ପବ୍ଲିକ ସିନିୟର ସେକେଣ୍ଡାରୀ ସ୍କୁଲରେ ଚତୁର୍ଥ ଶ୍ରେଣୀରେ ଅଧ୍ୟୟନ କରୁଥିବା ଡେରାବିଶ ବ୍ଳକ ଇନ୍ଦାଳୋ ପଞ୍ଚାୟତ ନାନକାର ଗ୍ରାମର ୧୦ ବର୍ଷର ଛାତ୍ର ଶୁଭଙ୍କର ବିଶ୍ୱାଳ ସେଠାରେ ଫସି ରହିଥିଲେ।…

ସଙ୍ଗରୋଧ କେନ୍ଦ୍ର ମଟର ତରକାରିରେ ଝିଟିପିଟି

କେନ୍ଦ୍ରାପଡ଼ା ଅଫିସ, ୨୧ା୫: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଞ୍ଚଳର ଏକ ସଙ୍ଗରୋଧ କେନ୍ଦ୍ରର ଗୁରୁବାର ସକାଳେ ପ୍ରସ୍ତୁତ ହୋଇଥିବା ମଟର ତରକାରିରେ ଝିଟିପିଟି ବାହାରିଛି। ଏହା ଜଣାପଡିବା ପରେ କେନ୍ଦ୍ରରେ ଥିବା ଅନ୍ତେବାସୀ ଖାଦ୍ୟ ଗ୍ରହଣ କରି ନ ଥିଲେ।…

‘ଅମ୍ଫନ୍‌’ ସମୟରେ କେନ୍ଦ୍ରାପଡ଼ାରେ ୨ ମହିଳାଙ୍କ ମୃତ୍ୟୁ ଘଟଣା: ଜିଲାପାଳ କହିଲେ ‘ବାତ୍ୟାରେ ହୋଇନାହିଁ’

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା(ଡି.ଏନ୍‌.ଏ.),୨୧।୫: ସାମୁଦ୍ରିକ ଝଡ ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲାରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ମହିଳାଦ୍ୱୟଙ୍କ ମୃତ୍ୟୁ ବାତ୍ୟାରେ ହୋଇ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ରାଜନଗର ବ୍ଲକ ସାତଭାୟା ଗ୍ରାମର କୋଇଲି…

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍‌ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ…

ଅଗ୍ନିଶମ ଗାଡ଼ିରେ ଜନ୍ମ ନେଲା ଶିଶୁକନ୍ୟା

ମହାକାଳପଡ଼ା,୨୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବାତ୍ୟା ଅମ୍ଫନ୍‌ ସମୟରେ ବୁଧବାର ଅଗ୍ନିଶମ ବିଭାଗ ଗାଡ଼ିରେ ଏକ ଶିଶୁକନ୍ୟା ଜନ୍ମ ହୋଇଛି। ବାତ୍ୟା ପବନ ଚାଲିଥିବା ସମୟରେ ବ୍ଲକ ଅନ୍ତର୍ଗତ ଜହ୍ନରା ଗଁାର ଜାନକୀ ସେଠୀ(୨୦)ଙ୍କ ପ୍ରସବଜନିତ ଯନ୍ତ୍ରଣା ହୋଇଥିଲା। ପରିବାର…

ଲୁଣିଘେରି ଭାଙ୍ଗି କ୍ଷେତରେ ପଶିଲା ସମୁଦ୍ର ପାଣି

କେନ୍ଦ୍ରାପଡ଼ା ଅଫିସ, ୨୦ା୫: ସାମୁଦ୍ରିକ ଝଡ ଅମ୍ଫନ୍‌ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇଛି। ଗତ ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା ପବନ ବୁଧବାର ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସହ ତୁହାକୁ…

ବାତ୍ୟା ‘ଅମ୍ପନ୍‌’ ପ୍ରଭାବରେ କେନ୍ଦ୍ରାପଡ଼ାବାସୀ ଆତଙ୍କିତ: ୧୨୦ କିମି ବେଗରେ ବହୁଛି ପବନ, ୮ ହଜାର ଲୋକ ସ୍ଥାନାନ୍ତର

କେନ୍ଦ୍ରାପଡା ଅଫିସ, ୨୦ା୫: ସାମୁଦ୍ରିକ ଝଡ଼ ‘ଅମ୍ପନ’ କେନ୍ଦ୍ରାପଡ଼ା ଜିଲାରେ ବିଶେଷଭାବେ ପ୍ରଭାବ ପକାଇଛି। ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା, ପବନ ବୁଧବାର ସକାଳେ ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିମି ବେଗରେ ପବନ ବହିବା…

ଉପକୂଳ ଅଞ୍ଚଳରେ ବଢୁଛି ପବନର ବେଗ

ମହାକାଳପଡ଼ା,୧୯।୫,(ଡି.ଏନ୍‌.ଏ.)- ଅମ୍ପନ୍‌ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରୁ ଉପକୂଳ ଅଞ୍ଚଳରେ ପବନର ବେଗ ବଢ଼ିବାରେ ଲାଗିଛି। ଏନେଇ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବତୀଘର, ଖରିନାସୀ, ରାମନଗର, ପେଟଛେଲା, ଜମ୍ବୁ ଓ ନଞ୍ଜୁରା ଆଦି ପଞ୍ଚାୟତର ଲୋକେ ଭୟଭୀତ ହୋଇଯାଇଛନ୍ତି। ସେମାନଙ୍କୁ ଉଚ୍ଚ…

କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର ସୁଦ୍ଧା ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ଡେରାବିଶ ବ୍ଲକ ମୁକୁନ୍ଦପୁର ନୋଡାଲ…

ସମ୍ଭାବ୍ୟ ବାତ୍ୟା ପାଇଁ ୧୫୦୦ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ରାଜନଗର,୧୯।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅମ୍ଫନ ମହାବାତ୍ୟା ଯୋଗୁ ରାଜନଗର ବ୍ଲକରେ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଏଥିପାଇଁ ପ୍ରଶାସନ ବଙ୍ଗୋପସାଗର ତଟବର୍ତ୍ତୀ ପେଣ୍ଠ, ପ୍ରସନ୍ନପୁର, ଏଣ୍ଡୁଳାପୁର, ବାଉଁଶଗଡ଼ି, ଅଢ଼ାସୋଲ, ବରାହିପୁର, କେରୁଆପାଳ, ତାଳଚୁଆ, ବାଘମାରି ଆଦି ୨୦ଟି ଗ୍ରାମର…

ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ

କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍‌କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିଛି। ଝଡର ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌ର…

ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡ଼ିବାରୁ ତାଙ୍କର ୨ ବଖରା ଛପର ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?