କେନ୍ଦ୍ରାପଡ଼ା

ଡେରାବିଶରେ ୩ କରୋନା ପଜିଟିଭ ଚିହ୍ନଟ, କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା

କେନ୍ଦ୍ରାପଡା ଅଫିସ/ଡେରାବିଶ(ସ୍ବ.ପ୍ର.), ୧୮ା୫: ଡେରାବିଶ ବ୍ଲକ ଗୁଆଳସିଂ ପଞ୍ଚାୟତ ସୁଦର୍ଶନ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରୁ ୧୫ଜଣ କଲିକତା ଫେରନ୍ତା ବ୍ୟକ୍ତିଙ୍କ ସ୍ବାବ ନମୁନା ସଂଗ୍ରହ ହୋଇଥିଲା। ଏମାନଙ୍କ ମଧ୍ୟରୁ ୩ ଜଣ କରୋନା ଆକ୍ରାନ୍ତ ବୋଲି ରବିବାର ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରୁ…

ଛତିଶଗଡ଼ ଫେରିଯିବାକୁ ଜିଲାପାଳଙ୍କୁ ଆକୁଳ ନିବେଦନ କଲେ ଶ୍ରମିକ

ରାଜନଗର,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହାତିନା ଗ୍ରାମରେ ଇଟା ନିର୍ମାଣ ପାଇଁ ସୁଦୂର ଛତିଶଗଡ଼ ଚୁରେନ୍ଦ୍ରା ଜିଲାରେ ରାଜକୁମାର ବିଶ୍ୱକର୍ମା, ଲୀଳାବାଇ ଚୌହାନ୍‌, ସଂଗଲାଲ୍‌ ଚୌହାନ୍‌, ଛୋଟଲାଲ ଚୌହାନ୍‌, ମୁରଲୀଧର ଚୌହାନ୍‌, ଗାର୍ଗୀ ଚୌହାନ ପ୍ରମୁଖ ପିଲାଛୁଆ ଧରି ଲକ୍‌ଡାଉନ୍‌ଠାରୁ…

କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷକରି ସମୁଦ୍ର ତଟବର୍ତ୍ତୀ ସାତଭାୟା, ପେଣ୍ଠ, ସୁନ୍ଦରୀପାଳ, ପ୍ରହରାଜପୁର, ଗଜରାଜପୁର, ପ୍ରସନ୍ନପୁର,…

ମହାକାଳପଡ଼ାରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯

ମହାକାଳପଡ଼ା,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ରବିବାର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ସୁରଟ ଫେରନ୍ତା ବୋଲି ପ୍ରଶାସନ ପକ୍ଷରୁ ଘୋଷଣା…

ଚିହ୍ନଟ ହେଲେ ୪, ଜିଲାରେ ୨୬ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ.ଏ.), ୧୬ା୫: କେନ୍ଦ୍ରାପଡା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ୯ ଜଣ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏକକାଳୀନ ୧୩ ଓ ଶନିବାର ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

କେନ୍ଦ୍ରାପଡ଼ାରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଛୁଇଁଲା

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ/ମହାକାଳପଡା, ୧୬।୫(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ଜିଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏକକାଳୀନ ୧୩ ଓ ଶନିବାର ୪ ନୂତନ କରୋନା ଆକ୍ରାନ୍ତ…

ଖରସ୍ରୋତା ପାଣି ଭଦ୍ରକକୁ ନେବା ଘଟଣା: ରାଜ୍ୟ ସରକାରଙ୍କୁ ଏନ୍‌ଜିଟିର କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ଭଦ୍ରକ ଜିଲାର ୪ ବ୍ଲକ ଅଞ୍ଚଳ ପାଇଁ ନିର୍ମାଣାଧୀନ ମେଗା ପାଣି ପ୍ରକଳ୍ପ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ଛାଟ ବାଜିଛି। ଭଦ୍ରକ ଜିଲାରେ ଥିବା ବୈତରଣୀ, ସାଳନ୍ଦୀ, ମନ୍ତେଇ, କାଂଶବାଂଶ ନଦୀର ମଧୁର ଜଳ…

ପ୍ରବାସୀଙ୍କୁ ଘାରିଛି ରୋଜଗାର ଚିନ୍ତା: ଜିଲାର ଅଧା ଚାଷଜମିକୁ ଜଳସେଚନ ବ୍ୟବସ୍ଥା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ତାଲାବନ୍ଦ ଯୋଗୁ କର୍ମନିଯୁକ୍ତି ହରାଇ ଦେଶ ବିଦେଶରୁ ବହୁ ସଂଖ୍ୟାରେ ପ୍ରବାସୀ ଜିଲାକୁ ଫେରିବାରେ ଲାଗିଛନ୍ତି। ଏମାନଙ୍କୁ ଏବେ ରୋଜଗାର ଚିନ୍ତା ଘାରିଛି। କର୍ମନିଯୁକ୍ତି ପାଇଁ ସରକାର କୃଷି କ୍ଷେତ୍ରକୁ ଅଗ୍ରାଧିକାର ଦେଉଥିବା ବେଳେ ଜିଲାରେ ଅଧାରୁ…

ଡେରାବିଶର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩୩୦୦ ଶଯ୍ୟା ପ୍ରସ୍ତୁତ, ରହିଲେଣି ୮୨୦ ପ୍ରବାସୀ ଓଡ଼ିଆ

ଡେରାବିଶ,୧୫ା୫(ସ୍ବ.ପ୍ର.): ମହାମାରୀ କରୋନା ପାଇଁ ବିଭିନ୍ନ ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନରେ ଥିବା ୨୬ଟି ପଞ୍ଚାୟତରେ ମୋଟ୍‌ ୬୮ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯାଇଛି। ଏହି କେନ୍ଦ୍ରଗୁଡ଼ିକରେ ସମୁଦାୟ ୩୩୦୦ ଶଯ୍ୟା ବ୍ୟବସ୍ଥା ହୋଇଛି।…

କେନ୍ଦ୍ରାପଡ଼ାରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତ ସଂଖ୍ୟା ୨୨ ଛୁଇଁଲା

କେନ୍ଦ୍ରାପଡ଼ା ଅଫିସ, ୧୪।୫: କେନ୍ଦ୍ରାପଡ଼ା ଜିଲାରେ ଗୁରୁବାର ଅପରାହ୍ନରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା। ସେମାନେ ମହାକାଳପଡ଼ା, କେନ୍ଦ୍ରାପଡ଼ା ଏବଂ ରାଜକନିକା ବ୍ଲକ ଅଞ୍ଚଳର। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ପଜିଟିଭ୍‌…

ରାଜନଗରରେ ଆଉ ଜଣେ ପଜିଟିଭ ଚିହ୍ନଟ: କେନ୍ଦ୍ରାପଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୯ରେ

ରାଜନଗର, ୧୧।୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ସକାଳେ ୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବୋଲି ଜଣାପଡ଼ିଛି। ଆକ୍ରାନ୍ତ ଜଣଙ୍କ ଘଡ଼ିଆମାଳ ସଂଗରୋଧ ଗୃହରେ ରହିଥିଲେ। କରୋନା ପଜିଟିଭ ଜଣାପଡ଼ିବା ପରେ ତାଙ୍କୁ ରାଜନଗର…

ବାଇକ୍‌କୁ ଧକ୍କା ଦେଲା ଟ୍ରକ: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଜୀବନଗଲା

ଡେରାବିଶ, ୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅଗ୍ନିଶମ ବିଭାଗର ଜଣେ କର୍ମଚାରୀଙ୍କର ଶୁକ୍ରବାର ସକାଳେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ସହଦେବ ବିଶ୍ୱାଳ (୩୪)। ସୂଚନା ଅନୁଯାୟୀ, ସହଦେବ ବାଇକ୍‌ (ନଂ. ଓଡି ୦୨ ଏ୨୧୧୧) ଯୋଗେ କେନ୍ଦ୍ରାପଡ଼ାରୁ ନିଜ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?