ବାରାହା ଆକ୍ରମଣରେ ମହିଳା ମୃତ
ରାଜନଗର,୫।୧୨(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ତନ୍ତିଆପାଳ ମେରାଇନ ଥାନା ଅନ୍ତର୍ଗତ ନରସିଂହପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ବାରହା ଆକ୍ରମଣରେ ଉକ୍ତ ଗଁାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଭାରତୀ ଜେନା। ବୁଧବାର ରାତିରେ ଭାରତୀ ଘର ବାହାରକୁ…
ପଦନୀପାଳକୁ ଜିଲାପାଳଙ୍କ ଗସ୍ତ: ଖୁବ୍ଶୀଘ୍ର ପୋଲ ନିର୍ମାଣ ପ୍ରତିଶ୍ରୁତି
ଆଳି/ରାଜକନିକା, ୫।୧୨ (ଡି.ଏନ୍.ଏ): ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତ ଚତୁଃପାର୍ଶ୍ୱରେ କାଣୀ ଓ ଖରସ୍ରୋତା ନଦୀ ଘେରି ରହିଥିବାରୁ ପଞ୍ଚାୟତବାସୀ ଘରୁ ବାହାରିଲେ ଡଙ୍ଗାର ଆବଶ୍ୟକତା ପଡ଼େ। ତେବେ ଦୀର୍ଘବର୍ଷ ଧରି ଏହି ପଞ୍ଚାୟତବାସୀଙ୍କ ଯାତାୟାତ ସୁବିଧା ନିମନ୍ତେ ଏକ…
ନାବାଳିକାଙ୍କୁ ଅସଦାଚରଣ: ଅଭିଯୋଗ, ଯୁବକ ଗିରଫ
ଆଳି, ୫।୧୨ (ଡି.ଏନ୍.ଏ.): ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ବାଳକାଟି ଅଞ୍ଚଳର ହରିଶ୍ଚନ୍ଦ୍ର ଦାସଙ୍କ ପୁଅ ଲିଟୁଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ମଙ୍ଗଳବାର ନାବାଳିକାଙ୍କ ବାପା ଆଳି ଡାକ୍ତରଖାନା ଯାଇଥିବା ବେଳେ ଲିଟୁ…
ଭୟାବହ ଅଗ୍ନିକାଣ୍ଡ: ୧୮ ବଖରା ଘର ଜଳିଗଲା
ରାଜନଗର,୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଘଡିଆମାଳ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୮ ବଖରା ଘର ଭସ୍ମିଭୂତ ହୋଇଯାଇଛି। ଗ୍ରାମର ବଳରାମ ରାଉତଙ୍କ ୧୨ ବଖରା, ବେଣୁଧର ରାଉତ, କୈଳାଶ ରାଉତ ଓ ବାବୁ ରାଉତଙ୍କ…
ମୋବାଇଲ ଚୋର ର଼୍ୟାକେଟ ଠାବ ୪ ନାବାଳକ ସମେତ ୭ ଗିରଫ
ରାଜକନିକା, ୩।୧୨ (ଡି.ଏନ୍.ଏ): ରାଜକନିକା ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେବ ମୋବାଇଲ ଚୋର ର଼୍ୟାକେଟ ସକ୍ରିୟ ଥିବା ବେଳେ ସୋମବାର ରାଜକନିକା ପୋଲିସ ଏହି ର଼୍ୟାକେଟର ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ମନୋଜ ସାହୁ(୨୬), ସତ୍ୟଜିତ…
ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଦିବାକର ପ୍ରଥମ
କେନ୍ଦ୍ରାପଡ଼ା ଅଫିସ୍, ୩।୧୨: କେନ୍ଦ୍ରାପଡ଼ା ବ୍ଲକ ଗରାପୁର ଗ୍ରାମର ଦିବାକର ଗୋଚ୍ଛାୟତ ବେଙ୍ଗାଲୁର ସେଣ୍ଟ୍ରାଲ କଲେଜର ଜ୍ଞାନଜ୍ୟୋତି ଅଡିଟୋରିୟମ ହଲ୍ରେ ଇତିମଧ୍ୟରେ ଆୟୋଜିତ ଏସିଆ ପାସିଫିକ କାର୍ଯ୍ୟକ୍ରମର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଭାରତରୁ ପ୍ରତିନିଧିତ୍ୱ କରି ପ୍ରଥମ ହୋଇଛନ୍ତି। ଏଥିସହିତ ପୁରୁଷ…
ପରିବେଶ ମଞ୍ଜୁରୀ ଓ ରାଜସ୍ବ ଆଦାୟକୁ ଅଣଦେଖା; ବେଲଗାମ୍ ହେଉଛି ବାଲି ଉଠାଣ
କେନ୍ଦ୍ରାପଡା ଅଫିସ, ୩।୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ୨ ବର୍ଷ ମଧ୍ୟରେ ୪ଟି ଏନ୍ଜିଟି (ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ) ମାମଲା ଜିଲା ପ୍ରଶାସନକୁ ଅଡୁଆରେ ପକାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରୁ ବାଲିଉଠାଣ, ମାର୍ଶାଘାଇ ବ୍ଲକ ମଣିକୁଣ୍ଡା ଜଙ୍ଗଲ…
ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
କେନ୍ଦ୍ରାପଡ଼ା ଅଫିସ,୨।୧୨: ଟାଉନ୍ ଥାନା ଅନ୍ତର୍ଗତ ସହରର ଖଡ଼ଇଙ୍ଗସ୍ଥ ସୁରେନ୍ଦ୍ର କୁମାର ସିଂଙ୍କ ସ୍ତ୍ରୀ ଅନସୂୟା((୫୨)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘରୁ ଉଦ୍ଧାର ହୋଇଛି। ଅଗ୍ନିକାଣ୍ଡ ଯୋଗୁ ଏପରି ଘଟିଥିବା କୁହାଯାଉଛି। ଟାଉନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି…
ମଦନପୁର କଟ୍ ନିକଟରୁ ମଦ ଦୋକାନ ଉଚ୍ଛେଦ ଦାବି
ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଞ୍ଚାୟତ ମଦନପୁର କଟ୍ ନିକଟରେ ଥିବା ଏକ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ ପାଇଁ ଦାବି ହୋଇଛି। ଏ ନେଇ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ସ୍ଥାନୀୟ…
ଏତଲା ହଜାଇ ଦେଲା ପୋଲିସ
ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): ଟ୍ରାକ୍ଟର ଧକ୍କାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ପନ୍ତୁରୀ ଗ୍ରାମର ଦମୟନ୍ତୀସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଟ୍ରାକ୍ଟର ଚାଳକଙ୍କ ନାଁରେ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ ହୋଇଥିଲେ ବି ପୋଲିସ ଏତଲା…
ଦୀର୍ଘବର୍ଷ ଦାବି ସତ୍ତ୍ୱେ ଶୁଣିଲାନି ପ୍ରଶାସନ: ସେତୁ ନିର୍ମାଣ କଲେ ଲୋକେ
ଆଳି,୨।୧୨ (ଡି.ଏନ୍.ଏ.): ସ୍ବାଧୀନତାର ୭୨ ବର୍ଷ ପରେ ବି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତକୁ ଏ ପର୍ଯ୍ୟନ୍ତ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦିଆଯାଇନାହିଁ। ଚତୁଃପାର୍ଶ୍ୱରେ ଖରସ୍ରୋତା ଓ କାଣୀନଦୀ ପ୍ରବାହିତ ହେଉଥିବାରୁ ପଞ୍ଚାୟତବାସୀ ବାହାରକୁ…
ସୁନା ଦୋକାନୀଙ୍କୁ ଭୁଜାଲିରେ ଆକ୍ରମଣ: ୨ ଗୁରୁତର ସୁନା, ରୁପା ଗହଣା ଓ ଟଙ୍କା ଲୁଟ୍
ପଟ୍ଟାମୁଣ୍ଡାଇ, ୨।୧୨ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଗହଣା ଓ ନଗଦ ଟଙ୍କା ଲୁଟି ଦେଇଛନ୍ତି। ଏଥିସହ ଏହି ଘଟଣାରେ ୨ଜଣ ଗୁରୁତର ହୋଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…
Archives


