କେନ୍ଦ୍ରାପଡ଼ା

ଭିତରକନିକା ୩୧ ଯାଏ ବନ୍ଦ

ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ ରଖାଯିବ। ଏହା ୧୫ଦିନ ପାଇଁ ଅର୍ଥାତ୍‌ ୩୧ ତାରିଖ ଯାଏ ବନ୍ଦ ରହିବ। ଏହି…

କରୋନା ପାଇଁ ସଚେତନ ବାର୍ତ୍ତା: ହାତ ଧୋଇବାକୁ ପରାମର୍ଶ

ରାଜନଗର, ୧୬।୩(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସୋମବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ହାତଧୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି…

୭ ଦଫା ଦାବିରେ ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ

ରାଜନଗର,୧୩।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ୭ ଦଫା ଦାବିରେ ଶୁକ୍ରବାର ମଧ୍ୟାହ୍ନରେ ରାଜନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ କର୍ମୀ କଂଗ୍ରେସ କାର୍ଯ୍ୟାଳୟଠାରୁ ବାହାରି ରାଜନଗର…

ଗାଧୋଇବା ବେଳେ ଚିତ୍ରୋତ୍ପଳାରେ ବୁଡ଼ି ୨ଯୁବକ ମୃତ

ପାଟକୁରା,୧୩।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗରଦପୁର ତହସିଲ ଅନ୍ତର୍ଗତ ପାଟକୁରା ବ୍ରିଜ୍‌ ନିକଟରେ ଚିତ୍ରୋତ୍ପଳା ନଦୀରେ ବୁଡ଼ି ଶୁକ୍ରବାର ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମହମ୍ମଦ ହାସନ ଅଲ୍ଲୀ(୧୯), ତାରିକ୍‌ ଅହମ୍ମଦ(୨୦)। ଘଟଣାସ୍ଥଳରେ ସ୍ଥାନୀୟ ଦମକଳ ବାହିନୀ ପହଞ୍ଚି ସେମାନଙ୍କୁ…

୧୩ରେ କଂଗ୍ରେସର ବିଶାଳ ଗଣବିକ୍ଷୋଭ

ରାଜନଗର, ୬।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଶାସକ ଦଳ ପକ୍ଷରୁ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି, ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଣ, ବିଭିନ୍ନ ଯୋଜନାରେ ପ୍ରିୟାପ୍ରୀତି ପୋଷଣ ଆଦି ପ୍ରତିବାଦରେ ଆସନ୍ତା ୧୩ ତାରିଖରେ ବ୍ଲକ…

ମଣ୍ଡିରେ ଧାନ କ୍ରୟରେ ଅନିୟମିତତା

ମାର୍ଶାଘାଇ,୩।୩ (ଡି.ଏନ୍‌.ଏ.): ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଦେଇ ସେମାନଙ୍କଠାରୁ ଧାନ କ୍ରୟ କରିବା ପାଇଁ ବିଭିନ୍ନ ସମବାୟ ସମିତିରେ ମଣ୍ଡି ଖୋଲାଯାଇଛି। ଚାଷୀମାନେ କିପରି ସୁବିଧା, ସହଜ ଓ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ଦେଇପାରିବେ ଓ ଅଭାବୀ ବିକ୍ରିର ସମ୍ମୁଖୀନ…

ଗଣମାଧ୍ୟମ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ

କେନ୍ଦ୍ରାପଡା ଅଫିସ, ୩।୩: ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ। ଗ୍ରାମାଞ୍ଚଳରେ କାର୍ଯ୍ୟରତ ଖବରଦାତାମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ପ୍ରଚାର ପ୍ରସାର କରି ଲୋକଙ୍କ ନିକଟରେ ପହଞ୍ଚାଇଥାନ୍ତି। ଯୋଜନାର ତ୍ରୁଟି ବିଚ୍ୟୁତିକୁ ପ୍ରକାଶ କରି ପ୍ରଶାସନକୁ ସଜାଗ ଓ ପାରଦର୍ଶୀ…

ବାର୍‌ହା ଆକ୍ରମଣରେ ୨ ଗୁରୁତର

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀ ହରିଆବାଙ୍କ ଗାଁରେ ବାର୍‌ହା ଆକ୍ରମଣରେ ଦୁଇ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ଧାନଖଳାରେ କାମ କରୁଥିବା ବେଳେ ଜଙ୍ଗଲୀ ବାର୍‌ହା ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର…

ଜଳିଗଲା ୨୦୦ରୁ ଊର୍ଦ୍ଧ୍ୱ କାଜୁଗଛ

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାହାକୁଦ କାଜୁ ଜଙ୍ଗଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗି ୨୦୦ରୁ ଊର୍ଦ୍ଧ୍ୱ କାଜୁ ଗଛ ଜଳିଯାଇଛି। ଖବର ପାଇ ମହାକାଳପଡ଼ା ଅଗ୍ନିଶମ ବିଭାଗର ୨ଟି ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର…

ଶର୍ଟସର୍କିଟରୁ ଜଳିଗଲା କୁକୁଡ଼ା ଫାର୍ମ, ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଉଳକଣି ପଞ୍ଚାୟତର ଛପାଲି-ବଡ଼ତୋଟା ଗ୍ରାମର ଏକ କୁକୁଡ଼ା ଫାର୍ମରେ ସୋମବାର ସକାଳେ ଶର୍ଟସର୍କିଟି ଯୋଗୁ ନିଆଁ ଲାଗି ୫ ଲକ୍ଷ ଟଙ୍କାର ସମ୍ପତ୍ତି ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ୪ ହଜାର ୮୦୦ କୁକୁଡ଼ା…

ବିଲିକଣା ଘରପୋଡ଼ି ଘଟଣାରେ ଜଣେ ଗିରଫ

ଆଳି, ୨୪।୨ (ଡି.ଏନ୍‌.ଏ.): ଆଳି ଥାନା ଅଧୀନ ବିଲିକଣା ଗ୍ରାମରେ ଘଟିଥିବା ଘରପୋଡି ଘଟଣାରେ ପୋଲିସ ରବିବାର ଜଣକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବିଲିକଣା ଗ୍ରାମର ସସ୍ମିତା ମଲ୍ଲିକ। ବିଲିକଣା ଗ୍ରାମର ସାରତୀ ମଲିକ ଓ ତାଙ୍କ…

ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବିକ୍ଷୋଭ

କେନ୍ଦ୍ରାପଡା ଅଫିସ, ୨୪।୨: ସରକାରୀ ଚାକିରି ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ଏକ ମୌଳିକ ଅଧିକାର ନୁହେଁ। ଏହା ରାଜ୍ୟ ସରକାରଙ୍କ ଇଚ୍ଛାଧୀନ ବିଷୟ। ତେଣୁ ତଫସିଲଭୁକ୍ତ ଜାତି (ଏସ୍‌ସି) ଓ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ବର୍ଗର ଲୋକଙ୍କୁ ଚାକିରି ଦେବାପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?