କେନ୍ଦ୍ରାପଡ଼ା

ଦକ୍ଷିଣକାଳୀ ମନ୍ଦିରରୁ ମା’ଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ମହାକାଳପଡ଼ା,୧୮।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ମେରାଇନ୍‌ ଥାନା ଅଧୀନ ଜଗରିଯୋର ହାଟଠାରେ ଥିବା ପ୍ରସିଦ୍ଧ ଦକ୍ଷିଣକାଳୀ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମା’ଙ୍କ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ଶନିବାର ଥାନାରେ ଅଭିଯୋଗ…

କୁହୁଡ଼ି ଯୋଗୁ ସମୁଦ୍ରରେ ଫସିରହିଥିବା ଲଞ୍ଚ ଉଦ୍ଧାର

ରାଜନଗର,୧୭।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ତାଳଚୁଆ ଫେରିଘାଟରୁ ଚାନ୍ଦବାଲି ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ଲଞ୍ଚ ଘନ କୁହୁଡ଼ି ଯୋଗୁ ମଝି ସମୁଦ୍ରରେ ଫସିରହିଥିଲା। ଖବର ପାଇ ଧାମରା ସାମୁଦ୍ରିକ ଥାନାର କର୍ମଚାରୀ ଏବଂ ଏକ ସ୍ପିଡ୍‌ ବୋଟ ଉଦ୍ଧାର କରିବା ପାଇଁ…

ମଝି ସମୁଦ୍ରରେ ଫସିଲା ଯାତ୍ରୀବାହୀ ଲଞ୍ଚ୍‌

ରାଜନଗର,୧୭।୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ତାଳଚୁଆ ଫେରିଘାଟରୁ ଚାନ୍ଦବାଲି ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ଲଞ୍ଚ୍‌ ଘନ କୁହୁଡି ଯୋଗୁ ମଝି ସମୁଦ୍ରରେ ଫସିଯାଇଛି। ଉକ୍ତ ଲଞ୍ଚ୍‌ରେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଅଛନ୍ତି। ଲଞ୍ଚ୍‌ର ଜିପିଆରଏସ୍‌ ଖରାପ ଥିବାରୁ ଯୋଗାଯୋଗ ହୋଇପାରୁ ନ…

ଡମ୍ପର ଧକ୍କାରେ ବ୍ୟକ୍ତିଙ୍କ ଜୀବନଗଲା: କ୍ଷତିପୂରଣ ଦାବିରେ ମୃତଦେହ ରଖି ଗ୍ରାମବାସୀଙ୍କ ଧାରଣା

ରାଜନଗର,୧୨।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ପଟ୍ଟାମୁଣ୍ଡାଇ ବ୍ଲକ ବାଲିପାଟଣା ଗ୍ରାମର ବନମାଳୀ ଓଝାଙ୍କ ବଡ଼ପୁଅ ଶରତ (୪୫)ଙ୍କ ଉପରେ ରବିବାର ପୂର୍ବାହ୍ନରେ ଏକ ଡମ୍ପର ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇ ଡମ୍ପରଟି ଦ୍ରୁତଗତିରେ ଯିବା ସମୟରେ ଉତ୍ତ୍ୟେକ୍ତ ଗ୍ରାମବାସୀ ଡ୍ରାଇଭରଙ୍କୁ…

ହତ୍ୟା ଅଭିଯୋଗକୁ ପୂରିଲା ୪୦ ଦିନ: ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଆଗରେ ଗ୍ରାମବାସୀଙ୍କ ଧାରଣା

ମହାକାଳପଡା, ୭।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଅଧୀନ ଜଅଁରା ଗ୍ରାମରେ ୨୦୧୯ ନଭେମ୍ବର ୨୮ ତାରିଖରେ ଅଶୋକ ପରିଡାଙ୍କୁ ଗ୍ରାମର ଏକ ପରିବାର ହତ୍ୟା କରି ପୋଖରୀରେ ବୁଡାଇ ଦେଇଥିଲେ। ଏନେଇ ଅଶୋକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା।…

ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି

ରାଜନଗର,୭।୧(ଡି.ଏନ.ଏ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତବର୍ଷ ୧ ଲକ୍ଷ ୧୮,୩୨୬ଟି ପକ୍ଷୀ ଆସିଥିବାବେଳେ ଗତବର୍ଷ ୧ ଲକ୍ଷ ୯୦୫୯ଟି ପକ୍ଷୀ ଆସିଥିଲେ। ସେହିପରି ଗତଥର ୭୪ ପ୍ରକାର ପକ୍ଷୀ ଆସିଥିବାବେଳେ…

ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍‌ ଗଣନା

ରାଜନଗର, ୭।୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍‌ ଗଣନା କରାଯିବ। ୧୮ ତାରିଖରେ ଡଲଫିନ ଗଣନା ପାଇଁ ତାଲିମ ପ୍ରଦାନ କରାଯିବ ଓ ୧୯ ତାରିଖ ସକାଳୁ ଡଲ୍‌ଫିନ ଗଣନା…

୩୧ରୁ ଭିତରକନିକା ମହୋତ୍ସବ

ରାଜନଗର, ୭।୧ (ଡି.ଏନ୍‌.ଏ.): ଚଳିତବର୍ଷଠାରୁ ଆରମ୍ଭ ହେଉଛି ଭିତରକନିକା ମହୋତ୍ସବ। ରାଜ୍ୟ ସରକାରଙ୍କ ଉଦ୍ୟମ କ୍ରମେ କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ନଳିତାପାଟିଆଠାରେ ଏହି ମହୋତ୍ସବ ଅନୁଷ୍ଠିତ ହେବ। ଆସନ୍ତା ୩୧ ତାରିଖରୁ ମହୋତ୍ସବ ଆରମ୍ଭ ହେବାକୁ ଥିବା ବେଳେ ଉଦ୍‌ଘାଟନୀ…

୫୦ ହଜାର ଟଙ୍କା ଲୁଟ୍‌

ରାଜନଗର, ୭।୧ (ଡି.ଏନ.ଏ.) : ରାଜନଗର ବଜାର ଉପରୁ ଜଣେ ବୃଦ୍ଧଙ୍କ ୫୦ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ମହାକାଳପଡା ଥାନା ଅଧୀନ ଭୋପାଳ ଗ୍ରାମର ମୁରଲୀଧର ରାଉତ(୮୦) ରାଜନଗର ଷ୍ଟେଟ ବ୍ୟାଙ୍କରୁ ୫୦ହଜାର ଟଙ୍କା ଉଠାଇ ରାଜନଗର ବଜାରକୁ…

ରାଜ୍ୟସ୍ତରୀୟ ପୁସ୍ତକ ମେଳା ଉଦ୍‌ଘାଟିତ: ସଂସ୍କୃତି ସମ୍ପନ୍ନ ପୁସ୍ତକ କାଳଜୟୀ

କେନ୍ଦ୍ରାପଡା ଅଫିସ, ୭।୧: ସହରର ମହିପାଳ ଟେଲିକମ୍‌ ଗ୍ରାଉଣ୍ଡଠାରେ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଆୟୋଜନାରେ ଉନବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକ ମେଳା ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହା ଆସନ୍ତା ୧୩ ତାରିଖରେ ଉଦ୍‌ଯାପିତ ହେବ। ମେଳାକୁ ବିଶିଷ୍ଟ ସାହିତି୍ୟକ ତଥା…

ତୁଟୁନି ରାଘପୁର ଗ୍ରାମ ସମସ୍ୟା : ଜିଲାପାଳଙ୍କୁ ଭେଟି ଅଭିଯୋଗ କଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା ଅଫିସ୍‌, ୭।୧: ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତ ରାଘପୁର ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗତ ଡିସେମ୍ବର ୧୯ ତାରିଖରେ ଅନଶନ କରିଥିଲେ। ପ୍ରଶାସନିକ ଅଧିକାରୀଙ୍କ ପ୍ରତିଶ୍ରୁତି ପରେ ଅନଶନ ପ୍ରତ୍ୟାହୃତ ହୋଇଥିଲେ ମଧ୍ୟ ଅଦ୍ୟାବଧି ଏହାର ସମାଧାନ…

ବେଆଇନ ରାସ୍ତା, ଇଟାଭାଟି ନିର୍ମାଣକୁ ବିରୋଧ କଲେ ମହିଳା

ମହାକାଳପଡ଼ା,୬।୧(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳର ପାର୍ଶ୍ୱ ଗ୍ରାମ ମଧ୍ୟରେ ବେଆଇନ ରାସ୍ତା ଏବଂ ଇଟାଭାଟି ନିର୍ମାଣକୁ ସ୍ଥାନୀୟ ମହିଳାମାନେ ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଖରିନାସୀ ଗ୍ରାମର ୬ ଓ ୧୪ ନଂ ଓ୍ବାର୍ଡର ୧୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?