କେନ୍ଦ୍ରାପଡ଼ା

ମୋବାଇଲ ଚୋର ର଼୍ୟାକେଟ ଠାବ ୪ ନାବାଳକ ସମେତ ୭ ଗିରଫ

ରାଜକନିକା, ୩।୧୨ (ଡି.ଏନ୍‌.ଏ): ରାଜକନିକା ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେବ ମୋବାଇଲ ଚୋର ର଼୍ୟାକେଟ ସକ୍ରିୟ ଥିବା ବେଳେ ସୋମବାର ରାଜକନିକା ପୋଲିସ ଏହି ର଼୍ୟାକେଟର ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ମନୋଜ ସାହୁ(୨୬), ସତ୍ୟଜିତ…

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଦିବାକର ପ୍ରଥମ

କେନ୍ଦ୍ରାପଡ଼ା ଅଫିସ୍‌, ୩।୧୨: କେନ୍ଦ୍ରାପଡ଼ା ବ୍ଲକ ଗରାପୁର ଗ୍ରାମର ଦିବାକର ଗୋଚ୍ଛାୟତ ବେଙ୍ଗାଲୁର ସେଣ୍ଟ୍ରାଲ କଲେଜର ଜ୍ଞାନଜ୍ୟୋତି ଅଡିଟୋରିୟମ ହଲ୍‌ରେ ଇତିମଧ୍ୟରେ ଆୟୋଜିତ ଏସିଆ ପାସିଫିକ କାର୍ଯ୍ୟକ୍ରମର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଭାରତରୁ ପ୍ରତିନିଧିତ୍ୱ କରି ପ୍ରଥମ ହୋଇଛନ୍ତି। ଏଥିସହିତ ପୁରୁଷ…

ପରିବେଶ ମଞ୍ଜୁରୀ ଓ ରାଜସ୍ବ ଆଦାୟକୁ ଅଣଦେଖା; ବେଲଗାମ୍‍ ହେଉଛି ବାଲି ଉଠାଣ

କେନ୍ଦ୍ରାପଡା ଅଫିସ, ୩।୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ୨ ବର୍ଷ ମଧ୍ୟରେ ୪ଟି ଏନ୍‌ଜିଟି (ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ) ମାମଲା ଜିଲା ପ୍ରଶାସନକୁ ଅଡୁଆରେ ପକାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରୁ ବାଲିଉଠାଣ, ମାର୍ଶାଘାଇ ବ୍ଲକ ମଣିକୁଣ୍ଡା ଜଙ୍ଗଲ…

ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ,୨।୧୨: ଟାଉନ୍‌ ଥାନା ଅନ୍ତର୍ଗତ ସହରର ଖଡ଼ଇଙ୍ଗସ୍ଥ ସୁରେନ୍ଦ୍ର କୁମାର ସିଂଙ୍କ ସ୍ତ୍ରୀ ଅନସୂୟା((୫୨)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘରୁ ଉଦ୍ଧାର ହୋଇଛି। ଅଗ୍ନିକାଣ୍ଡ ଯୋଗୁ ଏପରି ଘଟିଥିବା କୁହାଯାଉଛି। ଟାଉନ୍‌ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି…

ମଦନପୁର କଟ୍‌ ନିକଟରୁ ମଦ ଦୋକାନ ଉଚ୍ଛେଦ ଦାବି

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଞ୍ଚାୟତ ମଦନପୁର କଟ୍‌ ନିକଟରେ ଥିବା ଏକ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ ପାଇଁ ଦାବି ହୋଇଛି। ଏ ନେଇ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ସ୍ଥାନୀୟ…

ଏତଲା ହଜାଇ ଦେଲା ପୋଲିସ

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): ଟ୍ରାକ୍ଟର ଧକ୍କାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ପନ୍ତୁରୀ ଗ୍ରାମର ଦମୟନ୍ତୀସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଟ୍ରାକ୍ଟର ଚାଳକଙ୍କ ନାଁରେ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ ହୋଇଥିଲେ ବି ପୋଲିସ ଏତଲା…

ଦୀର୍ଘବର୍ଷ ଦାବି ସତ୍ତ୍ୱେ ଶୁଣିଲାନି ପ୍ରଶାସନ: ସେତୁ ନିର୍ମାଣ କଲେ ଲୋକେ

ଆଳି,୨।୧୨ (ଡି.ଏନ୍‌.ଏ.): ସ୍ବାଧୀନତାର ୭୨ ବର୍ଷ ପରେ ବି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତକୁ ଏ ପର୍ଯ୍ୟନ୍ତ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦିଆଯାଇନାହିଁ। ଚତୁଃପାର୍ଶ୍ୱରେ ଖରସ୍ରୋତା ଓ କାଣୀନଦୀ ପ୍ରବାହିତ ହେଉଥିବାରୁ ପଞ୍ଚାୟତବାସୀ ବାହାରକୁ…

ସୁନା ଦୋକାନୀଙ୍କୁ ଭୁଜାଲିରେ ଆକ୍ରମଣ: ୨ ଗୁରୁତର ସୁନା, ରୁପା ଗହଣା ଓ ଟଙ୍କା ଲୁଟ୍‌

ପଟ୍ଟାମୁଣ୍ଡାଇ, ୨।୧୨ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଗହଣା ଓ ନଗଦ ଟଙ୍କା ଲୁଟି ଦେଇଛନ୍ତି। ଏଥିସହ ଏହି ଘଟଣାରେ ୨ଜଣ ଗୁରୁତର ହୋଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…

ବିଶ୍ୱ ଏଡ୍‌ସ ଦିବସ : ସଚେତନ ରାଲି

ରାଜନଗର,୧।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଡ. ରଶ୍ମି ମହାନ୍ତିଙ୍କ ନେତୃତ୍ୱରେ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ, ଆଶା କର୍ମୀ ଅଙ୍ଗନଓ୍ବାଡ଼ି କର୍ମଚାରୀ ଏକ ରାଲିରେ ବାହାରି ସହର…

ଉଦ୍ଧାର ହେଲା କୁମ୍ଭୀର ମୃତଦେହ

ରାଜନଗର,୨୯।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ ନଦୀ କୂଳରେ ଥିବା ରାଜଗଡ଼ ଗାଁ ନିକଟରୁ ଶୁକ୍ରବାର ୬ ଫୁଟ ଲମ୍ବର ଏକ କୁମ୍ଭୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ କୁମ୍ଭୀରଟିର ମୃତ୍ୟୁ ନେଇ ସଠିକ୍‌ ତଥ୍ୟ ମିଳିପାରି ନାହିଁ।…

ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତାର ଗୋପାଳପୁରଠାରେ ରାସ୍ତାରୋକୋ କରାଯାଇଛି। ସେମାନେ ମୃତଦେହ ଧରି…

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର ବାରିକ(୮୦)। ରାମଚନ୍ଦ୍ର ୪ ଏକର ଜମିରେ ଭାଗ ଚାଷ କରିବା ସହ ଋଣ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?