କେନ୍ଦ୍ରାପଡ଼ା

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ୭୪୮ ଅଭିଯୋଗ ପଞ୍ଜୀକୃତ

ମହାକାଳପଡା, ୨୨ା୧୦(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରେକର୍ଡ ସଂଖ୍ୟକ ୭୪୮ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଶିବିରରେ ୪୧ଟି ସାମୂହିକ ଓ ଅନ୍ୟଗୁଡିକ ବ୍ୟକ୍ତିଗତ ଅଭିଯୋଗ ହୋଇଥିଲା। ଜିଲାପାଳ ସମର୍ଥ…

ଔଷଧ ଦୋକାନରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଆଳି,୨୨।୧୦- କେନ୍ଦ୍ରାପଡ଼ା ଜିଲା କଟକ- ଚାନ୍ଦବାଲି ରାସ୍ତାର ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାସ୍ତାରେ ଥିବା ଦି କେୟାର ଔଷଧ ଦୋକାନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଯାଇଛି। କୌଣସି ଦୁର୍ବୃତ୍ତ ଉଦ୍ଦେଶ୍ୟମୂଳକ ଭାବେ ଏହି ନିଆଁ…

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୧୨ ଗିରଫ

ରାଜନଗର, ୧୯।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଗୁପ୍ତି ରାସ୍ତାର ତିଅର ଛକ ନିକଟରୁ ଶନିବାର ଭୋରରେ ରାଜନଗର ଓ ପଟ୍ଟାମୁଣ୍ଡାଇ ପୋଲିସ ଚଢ଼ାଉକରି ଗୋଟିଏ ଗୋରୁ ବୋଝେଇ ଟ୍ରକ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ଭଦ୍ରକ ପୁରୁଣା ଥାନା ଅଞ୍ଚଳର ୧୨ ଜଣଙ୍କୁ…

ପତିତପାବନ ମହାବିଦ୍ୟାଳୟରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ସାଇଁକୁଳ ପତିତପାବନ ମହାବିଦ୍ୟାଳୟ ପରିସରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର…

ବଜ୍ରପାତରେ ଜଳିଗଲା ଦୁଇବଖରା : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ମହାକାଳପଡ଼ା,୧୬।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତସ୍ଥ ସ୍ଥାନୀୟ ବିବି କଲୋନୀ ଗ୍ରାମରେ ବୁଧବାର ହଠାତ୍‌ ବଜ୍ରପାତ ଘଟି ସୁକୁମାର ଦେବନାଥଙ୍କ ଦୁଇ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ସମସ୍ତ ଆସବାବପତ୍ର ସହ ନଗଦ ଟଙ୍କା ଜଳିପୋଡ଼ି ପାଉଁଶ ହୋଇଯାଇଛି।…

‘୫-ଟି’ ସଚିବଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ

କେନ୍ଦ୍ରାପଡା ଅଫିସ, ୧୬।୧୦:ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା କେନ୍ଦ୍ରାପଡା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ କାର୍ଯ୍ୟ ସାରି ଏହାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ)ଙ୍କୁ ହସ୍ତାନ୍ତର କରିବା ପାଇଁ ୫ ଟି ସଚିବ…

୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ କାର୍ଯ୍ୟ ଶେଷ ହେବ। ସେହିପରି ଜିଲା ମୁଖ୍ୟ ଚିକତ୍ସାଳୟର ଡପିଡି ଓ ଡାଇଲିସିସ୍‌ ସେଣ୍ଟରର…

ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଉଥିବାବେଳେ ଧରାପଡିଲେ ଅଭିଯୁକ୍ତ

ପଟ୍ଟାମୁଣ୍ଡାଇ,୧୫।୧୦(ସ୍ବ.ପ୍ର.): ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଉଥିବାବେଳେ ଧରାପଡିଛନ୍ତି ଅଭିଯୁକ୍ତ। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ମଙ୍ଗଳବାର ସକାଳ ୯ଟାବେଳେ ସ୍ଥାନୀୟ ଚୂନଢିଅ ପ୍ରକଳ୍ପ ପ୍ରାଥମିକ ସ୍କୁଲର ଦୁଇ ଛାତ୍ରୀ ଆସୁଥିବାବେଳେ ରଶ୍ମିରଞ୍ଜନ ବିଶ୍ୱାଳ ନାମକ ଜଣେ ବ୍ୟକ୍ତି ଉଭୟଙ୍କୁ ଅପହରଣ…

ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ : ଜେଲ୍‌ ଗଲେ ଯୁବକ

ମାର୍ଶାଘାଇ,୧୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ୬ ବର୍ଷର ଶିଶୁପୁତ୍ରଙ୍କ ସହ ଗାଁରେ ବୁଲି କପଡ଼ା ବିକ୍ରି କରୁଥିବା ଜଣେ ଯୁବକ ଅପ୍ରାକୃତିକ ଯୌନ ସମ୍ପର୍କ ରଖି କୋର୍ଟ ଚାଲାଣ ହୋଇଛନ୍ତି। ସଂପୃକ୍ତ ଯୁବକ ଜଣକ ଉତ୍ତରପ୍ରଦେଶର ମୁଜାଫର୍‌ନଗର…

ସମସ୍ୟା ଘେରରେ ମିଳିମିଳା ପୀଠ

ମାର୍ଶାଘାଇ, ୧୨।୧୦ (ଡି.ଏନ୍‌.ଏ.): ମେଡିକାଲ ସାଇନ୍ସ ଉନ୍ନତ ହେବା ପୂର୍ବରୁ ହଇଜା, ମିଳିମିଳା, ହାଡ଼ଫୁଟି ଆଦି ଦୁରାରୋଗର ଚିକିତ୍ସା ପାଇଁ ଲୋକମାନେ ଝଡ଼ା, ପୁଙ୍କା ଆଦି କରିବା ସହ ବିଭିନ୍ନ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରୁଥିଲେ। ବିଶେଷକରି ଛୋଟଛୋଟ ପିଲାଙ୍କ ସୁସ୍ଥ ସ୍ବାସ୍ଥ୍ୟ…

ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଡାକ୍ତର ନିଯୁକ୍ତି ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ, ୧୨।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଡାକ୍ତର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ହସ୍ପିଟାଲକୁ ଦୈନିକ ୫ ଶହରୁ ଅଧିକ ରୋଗୀ ଆସୁଥିବା ବେଳେ ଡାକ୍ତର ଅଭାବରୁ ଲୋକମାନେ ବାଧ୍ୟ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟ ଅଥବା…

ଛାତ୍ରୀଙ୍କୁ ଗଣବଳାତ୍କାର ଅଭିଯୋଗ, ୨ ଯୁବକ ଅଟକ

ଆଳି, ୯।୧୦ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ବୁଧବାର ମାନପୁର ଅଞ୍ଚଳର ୨ଜଣ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଘଟଣା ମୁତାବକ, ଗତ ୬ ତାରିଖ ରାତିରେ ପୀଡ଼ିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?