କେନ୍ଦ୍ରାପଡ଼ା

ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦ୍ରାପଡା ଅଫିସ,୨୯।୯: କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ହଜାରୀବଗିଚାର ଏକ ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ସକାଳେ ମୃତଦେହ ନାଳରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଟାଉନ ଥାନାକୁ ଖବର ଦେଇଥିଲେ। ମାତ୍ର ପୋଲିସ ପହଞ୍ଚିବାରେ…

ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର, ୩ ଫେରାର, ମାରଣାସ୍ତ୍ର ସହ ଗାଡ଼ି ଜବତ

କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍‌.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ ହୋଇଛନ୍ତି। ଅନ୍ୟ ୩ ଜଣ ଫେରାର ହୋଇଯାଇଥିବା ଜଣାପଡିଛି। ଗୁରୁତର ଡକାୟତ ହେଲେ ମାର୍ଶାଘାଇ…

ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀ ନିଖୋଜ

ମହାକାଳପଡ଼ା,୨୬।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାଲିପାଟ ଗ୍ରାମର ବାବୁ ସାମଲ (୪୫) ନାମକ ଜଣେ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ପରିବାର ପକ୍ଷରୁ ଗୁରୁବାର ମେରାଇନ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ବତୀଘର ପଞ୍ଚାୟତର ବଡ଼ଟୁବି…

ଭରତପୁର ଚୋରି ଘଟଣା: ୨ ଗିରଫ

ଆଳି, ୨୬।୯ (ଡି.ଏନ୍‌.ଏ.): ଆଳି ଥାନା ଅଧୀନ ଭରତପୁର ଗ୍ରମର ଦୁଇ ଜଣଙ୍କ ଘରୁ ହୋଇଥିବା ସଶସ୍ତ୍ର ଡକାୟତି ଘଟଣାରେ ପୋଲିସ ଆଉ ଦୁଇ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଟ୍ଟାମୁଣ୍ଡାଇ ବଡମୂଳବସନ୍ତର ମୁନା…

ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି

କେନ୍ଦ୍ରାପଡା ଅଫିସ, ୨୬।୯: କେନ୍ଦ୍ରାପଡ଼ା ବ୍ଲକ କୁତରଙ୍ଗ ଉଚ୍ଚ ବିଦ୍ୟାଳୟ ଗୃହ ଉନ୍ନତୀକରଣ ଦାବି କରି ପଞ୍ଚାୟତବାସୀ ଜିଲାପାଳଙ୍କୁ ବୁଧବାର ଏକ ଦାବିପତ୍ର ଦେଇଛନ୍ତି। ଏ ସମ୍ପର୍କରେ ଗ୍ରାମର ନରୋତ୍ତମ ମଲ୍ଲିକ କହିଛନ୍ତି, ୧୯୮୦ ମସିହାରେ ଏହି ସ୍କୁଲ ପ୍ରତିଷ୍ଠ କରାଯାଇଥିଲା।…

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା: ଅଭିଯୋଗ ଆଣିଲେ ବାପଘର ଲୋକେ

ଆଳି, ୨୫।୯ (ଡି.ଏନ୍‌.ଏ.):ଆଳି ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ବେଣୁଧର ସ୍ବାଇଁ ବୋହୂ ସୁନୀତା ନାୟକ(୨୮)ଙ୍କୁ ଶାଶୂଘର ଲୋକେ ଯୌତୁକ ପାଇଁ ହତ୍ୟା କରିଛନ୍ତି। ଏ ନେଇ ମଙ୍ଗଳବାର ସୁନୀତାଙ୍କ ଭାଇ ବିଲିକଣା ଗ୍ରାମର ଅମର ନାୟକ ଥାନାରେ ଅଭିଯାଗ କରିଛନ୍ତି।…

ସିଇସି ରିପୋର୍ଟକୁ ନେଇ ଅଡ଼ୁଆରେ ପ୍ରଶାସନ: ଲିଜ୍‌ପ୍ରାପ୍ତ ଚିଙ୍ଗୁଡିଘେରି ପ୍ରକଳ୍ପ ଉଚ୍ଛେଦ ଚିନ୍ତାର କାରଣ

କେନ୍ଦ୍ରାପଡା ଅଫିସ, ୨୫ା୯- କେନ୍ଦ୍ରାପଡା ଜିଲାର ସମୁଦ୍ରତଟବର୍ତ୍ତୀ ଅଞ୍ଚଳରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଏବେ ଜିଲା ପ୍ରଶାସନ ପାଇଁ ଆହ୍ବାନ ପାଲଟିଛି। ଆସନ୍ତା ଅକ୍ଟୋବର ୨୧ ସୁଦ୍ଧା ୨୯୦୦ ହେକ୍ଟରରୁ ଅଧିକ ଅଞ୍ଚଳରେ ଗଢ଼ି ଉଠିଥିବା ବେଆଇନ ଘେରି ଉଚ୍ଛେଦ…

ବିଦ୍ୟାଳୟରେ ବଜ୍ରପାତ: ୪ ଛାତ୍ରୀଛାତ୍ର, ପାଚିକା ଆହତ

ମାର୍ଶାଘାଇ, ୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳର କଣକଶୋଟି ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ସୋମବାର ବଜ୍ରପାତଘଟି ୪ ଛାତ୍ରୀଛାତ୍ରଙ୍କ ସମେତ ଜଣେ ବାଚିକା ଆହତ ହୋଇଛନ୍ତି। ଚିକତ୍ସା ପାଇଁ ସେମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକତ୍ସା ପରେ…

ଅଢ଼େଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ବ୍ୟବସାୟୀ ଗିରଫ

କେନ୍ଦ୍ରାପଡ଼ା ଅଫିସ,୨୩।୯: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମଥର ପାଇଁ ବ୍ରାଉନସୁଗାର ଚୋରା କାରବାର ସମ୍ପର୍କରେ ଖୁଲାସା ହୋଇଛି। ଟାଉନ ଥାନା ଅଧୀନ ଆମବାଡ଼ିରୁ ୨୫ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ ହୋଇଛି। ଏଥିସହିତ ଗ୍ରାମର ଚୋରା ବ୍ୟବସାୟୀ ଜାହିଦ ଖାଁଙ୍କୁ କେନ୍ଦ୍ରାଞ୍ଚଳ ଅବକାରୀ…

ନିର୍ଦ୍ଦେଶନାମାକୁ ବେଖାତିର: ଯାଞ୍ଚହେଉନି ସ୍କୁଲ ବ୍ୟାଗ, ପରିବହନ ଗାଡ଼ି

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ର ସରକାରଙ୍କ ମାନବ ସମ୍ଭଳ ବିଭାଗ ପକ୍ଷରୁ ଛାତୀଛାତ୍ରଙ୍କ ସ୍କୁଲ ବ୍ୟାଗ ବୋଝର ନିର୍ଦ୍ଦିଷ୍ଟ ଓଜନ ପାଇଁ ୨୦୧୮ରେ ନିୟମ ହୋଇଛି। ରାଜ୍ୟ ସରକାର ୨୦୧୯ ମାର୍ଚ୍ଚ ୮ରେ ଏ ସମ୍ପର୍କରେ ଗାଇଡଲାଇନ ଜାରି କରିଥିବାବେଳେ ରାଜ୍ୟର…

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ ରାଜନଗର ବ୍ଲକର ବିଭିନ୍ନ ସ୍କୁଲରେ ପ୍ରଧାନଶିକ୍ଷକମାନେ ଏହି ନିୟମ ମାନୁ ନହାନ୍ତି, ଯାହାଫଳରେ ୩୫…

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭ ତାରିଖରେ ଭୁବନେଶ୍ୱରସ୍ଥିତ କୋଅପରେଟିଭ ସୋସାଇଟି ରେଜିଷ୍ଟ୍ରାରଙ୍କୁ ଚିଠି ଲେଖଥିଲେ। ତେବେ ଏହାର ତଦନ୍ତ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?