କେନ୍ଦ୍ରାପଡ଼ା

ସ୍କୁଲରେ ବଢୁଛି ଅସଦାଚରଣ ମାମଲା : ନିଲମ୍ବନରେ ସୀମିତ ରହୁଛି କାର୍ଯ୍ୟାନୁଷ୍ଠାନ

କେନ୍ଦ୍ରାପଡା ଅଫିସ୍‌, ୧୮।୯ : କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍କୁଲରେ ଅନେକ ସମୟରେ ନାବାଳିକା/ନାବାଳକ (ଛାତ୍ରୀ/ଛାତ୍ର)ମାନେ ଅସଦାଚରଣର ଶିକାର ହେଉଛନ୍ତି। କିନ୍ତୁ ଏହି ଘଟଣାରେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ନିଲମ୍ବନ କରିଦିଆଯିବା ପରେ ପୋଲିସ କିମ୍ବା ଜିଲା ଶିଶୁ ମଙ୍ଗଳ କମିଟି (ସିଡବ୍ଲ୍ୟୁସି)…

୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିବା ଘଟଣା, ତଦନ୍ତ କଲେ ସିଆର୍‌ଆର୍‌ଆଇ ବୈଜ୍ଞାନିକ

ପଟ୍ଟାମୁଣ୍ଡାଇ, ୧୭।୯ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଚାଷୀମାନେ ତଳି ରୋଇବାର ମାତ୍ର ୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିଥିବା ନେଇ ଚାଷୀମାନେ ଅଭିଯୋଗ କରିଥିଲେ। ସୋମବାର ଅପରାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର (ସିଆରଆରଆଇ)ର ପ୍ରମୁଖ…

ମଧ୍ୟାହ୍ନଭୋଜନ ନିୟମକୁ ବେଖାତିର, ୧୫ ପ୍ରଧାନ ଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୧୭।୯ (ଡି.ଏନ୍‌.ଏ.)- ସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ସରକାର ଏହି ବ୍ୟବସ୍ଥା କରିଛନ୍ତି। ପାଠପଢ଼ା ପ୍ରତି ପିଲାଙ୍କ ଆଗ୍ରହ ସୃଷ୍ଟି କରିବା ଲାଗି ଏହି ବ୍ୟବସ୍ଥା କରାଯାଇଥିବା ବେଳେ…

ବିଦ୍ୟୁତ୍‌ ସଂଯୋଗ ନ ଥାଇ ଆସିଲା ବିଲ୍‌

କେନ୍ଦ୍ରାପଡା ଅଫିସ, ୯ା୯- କେନ୍ଦ୍ରାପଡା ବ୍ଲକ ଘିଘିଡିଆ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ସୌଭାଗ୍ୟ ଯୋଜନାରେ ସାମିଲ ହୋଇଛନ୍ତି ।ଅଦ୍ୟାବଧି ଏହି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ ଦିଆ ଯାଇ ନ ଥିବା ବେଳେ ସେମାନଙ୍କ ନିକଟକୁ ଜୁଲାଇ ମାସରେ ୧୫୧ ଟଙ୍କା…

ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ ସମ୍ପର୍କିତ ଜନଶୁଣାଣି ଶିବିର

ମହାକାଳପଡା,୭ା୯(ଡି.ଏନ.ଏ.)- ମହାକାଳପଡ଼ାବ୍ଲକ ସଭାଗୃହରେ ଶୁକ୍ରବାର ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ୍‌ ସମ୍ପର୍କିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିକାର ସ୍ବୀକୃତି ଆଇନ ଓ ସଂଶୋଧନ ନିୟମାବଳୀ ଅନୁସାରେ ଖାରଜ ହୋଇଥିବା ଆବେଦନ…

ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଯାହା ଫଳରେ ବସ, ଟ୍ରକ, ବାଇକ, ଜରୁରୀ କାଳୀନ ସେବା ଗାଡି…

ବାଜିନି ପୌର ନିର୍ବାଚନ ବିଗୁଲ, ନେତା ହେଲେଣି ଚଳଚଞ୍ଚଳ

କେନ୍ଦ୍ରାପଡ଼ା ଅଫିସ, ୪-୯- ପୌର ନିର୍ବାଚନ ପାଇଁ କୌଣସି ସୂଚନା ମିଳିନାହିଁ ା ତେବେ କେନ୍ଦ୍ରାପଡା ପୌରାଞ୍ଚଳରେ ଏହାର ପଦଧ୍ୱନି ଦେଖିବାକୁ ମିଳିଲାଣି। ସହରାଞ୍ଚଳରେ ପ୍ରତ୍ୟେକ ୱାର୍ଡରେ ଅଫିସ ଖୋଲାଯାଇ ଲୋକଙ୍କ ସମସ୍ୟା ସୁଧାରିବାକୁ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ସ୍ଥାନୀୟ…

ବାହାରେ ରୋଜଗାର ଖୋଜୁଛନ୍ତି ଯୁବପିଢ଼ି

କେନ୍ଦ୍ରାପଡ଼ା ଅଫିସ, ୪-୯- କର୍ମ ସଂସ୍ଥା ଓ ଭିତ୍ତିଭୂମିର ଅଭାବ ଯୋଗୁ କେନ୍ଦ୍ରାପଡ଼ାର ଅଧିକାଂଶ ଯୁବପିଢ଼ି ଏବେ ଜିଲା ଛାଡ଼ିବାକୁ ବାଧ୍ୟ ହେଉଛନ୍ତି। ବାହାର ରାଜ୍ୟ ଅବା ଦେଶକୁ ଯାଇ ସେଠାରେ ରୋଜଗାର ପନ୍ଥା ସନ୍ଧାନ କରୁଛନ୍ତି। ସେମାନଙ୍କ ମଧ୍ୟରୁ କିଛି…

ଖରିନାସୀରେ ଷ୍ଟୋଭ୍‌ ଫାଟିବା ଘଟଣା : ଆଖି ବୁଜିଲେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍‌ ଫାଟି ଘଟଣାସ୍ଥଳରେ ଜଣଙ୍କର…

ଷ୍ଟୋଭ୍‌ ଫାଟି ଜଣେ ମୃତ, ଜଣେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍‌ ଫାଟି ଜଣଙ୍କର ମୃତ୍ୟୁ…

ପରିବାରର ୪ ସଦସ୍ୟଙ୍କୁ ହାଣି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା,ସୁନାଗହଣା

ଆଳି,୩୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଭରତପୁର ଗ୍ରାମର ହାଡ଼ିବନ୍ଧୁ ସାହୁଙ୍କ ଘରେ ଡକାୟତି କରିବା ସହ ଘରର ସଦସ୍ୟଙ୍କୁ ଡକାୟତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ସମସ୍ତେ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ, ଗୁରୁବାର…

ରୋଜଗାରର ମାଧ୍ୟମ ପାଲଟିବ ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର

କେନ୍ଦ୍ରାପଡା ଅଫିସ, ୨୭ା୮- କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସ୍କିମ ଅଫ ଫଣ୍ଡ ଫର ରିଜେନେରେସନ ଅଫ ଟ୍ରାଡିସନାଲ ଇଣ୍ଡଷ୍ଟ୍ରିଜ (ଏସ୍‌ଏଫ୍‌ୟୁଆରଟିଆଇ/ ସ୍ଫୁର୍ତ୍ତୀ) ମାଧ୍ୟମରେ ରାଜ୍ୟରେ ୧୫ଟି ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?