କେନ୍ଦ୍ରାପଡ଼ା

ବଢ଼ୁଛି କାଇଁଚ ରାଖୀ ଚାହିଦା

କେନ୍ଦ୍ରାପଡା ଅଫିସ, ୧୨ା୮ : ଆଉ ମାତ୍ର ୪ ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ରାଖୀ। ଏହାକୁ ଦୃଷ୍ଟିରେ ରଖି ପରିବେଶ ଅନୁକୂଳ କାଇଁଚରେ ନିର୍ମିତ ରାଖୀ ବଜାରକୁ ଆସିଛି। ଓରମାସର କେନ୍ଦ୍ରାପଡା ଜିଲା ଶାଖା…

ପଟ୍ଟାମୁଣ୍ଡାଇ: ବେଆଇନ ଘୋଷଣା ପରେ ବି ମୋବାଇଲରେ ମହିଳାଙ୍କୁ ତିନି ତଲାକ ଦେଲେ ସ୍ବାମୀ, ମାମଲା ରୁଜୁ

ପଟ୍ଟାମୁଣ୍ଡାଇ, ୧୦।୮(ସ୍ବ.ପ୍ର.): ତିନି ତଲାକଖ ବିଲ୍‌କୁ ନେଇ ଲୋକ ସଭା ଏବଂ ରାଜ୍ୟ ସଭାରେ ତର୍ଜମା କରାଯିବା ପରେ ଏଥିରେ ମୋହର ମରାଯାଇଛି। ମୁସଲମାନ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ତିନି ତଲାକ୍‌ ନିୟମକୁ ଉଚ୍ଛେଦ କରାଯିବା ସହ ବେଆଇନ ଘୋଷଣା…

ଭିତରକନିକା ଜାତୀୟ ଉଦ୍ୟାନର କୃତ୍ରିମ ପ୍ରଜନନ କେନ୍ଦ୍ରରେ କୁମ୍ଭୀର ଛୁଆ ଫୁଟିବା ଆରମ୍ଭ

ରାଜନଗର,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନରେ ୧୯୭୫ ମସିହାରେ ଅଷ୍ଟ୍ରେଲିଆର ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ. ଏଚ୍‌ .ଆର୍‌ ବଷ୍ଟାର୍ଡଙ୍କ ଦ୍ୱାରା ପ୍ରଥମ କୃତ୍ରିମ ପ୍ରଜନନ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଏଥିରେ ଚଳିତ ବର୍ଷ ବନ ବିଭାଗ…

ଜଳଶକ୍ତି ଅଭିଯାନ ଶୁଭାରମ୍ଭ

କେନ୍ଦ୍ରାପଡା ଅଫିସ, ୮।୮: କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଏକମାତ୍ର ଜିଲା ଭାବେ କେନ୍ଦ୍ରାପଡ଼ା ସ୍ଥାନ ପାଇଥିବା ବେଳେ ସହରର ଟାଉନହଲଠାରେ ଗୁରୁବାର ଏହି ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ…

ମଦ ଦୋକାନ ଉଚ୍ଛେଦ ଦାବି ଆନ୍ଦୋଳନରେ ବସିଥିବା ୬ ମହିଳା ଅସୁସ୍ଥ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ଶତାଧିକ ମହିଳା ବୁଧବାରଠାରୁ ଆନ୍ଦୋଳନ ଚଳାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଗୁରୁବାର ପୂର୍ବାହ୍ନରେ ୬ ଜଣ…

ମଦ ଦୋକାନ ଉଚ୍ଛେଦ ଦାବିରେ ଆନ୍ଦୋଳନ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ମହିଳାମାନେ ବୁଧବାରଠାରୁ ଆନ୍ଦୋଳନ ଚଳାଇଛନ୍ତି। ମଦ ଦୋକାନ ଉଚ୍ଛେଦ ନ ହେବା ଯାଏ ଏହି ଅନଶନ…

ନିଶ୍ଚିନ୍ତକୋଇଲି ବ୍ଲକରେ ବଜ୍ରପାତ: ୨ମୃତ, ୩ ଆହତ

ନିଶ୍ଚିନ୍ତକୋଇଲି, ୬।୮(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ମଙ୍ଗଳବାର ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ନାରାଜପୁର ଗ୍ରାମର ମହେଶ୍ୱର କାଣ୍ଡି(୬୯) ଏବଂ ପାଳଦା ଗ୍ରାମର ଜଳଧର ଦାସ( ୪୯)। ପ୍ରକାଶ…

ଗୋବରୀ ଶାଖା ନାଳରୁ ମା’,ଝିଅଙ୍କ ମୃତଦେହ ଉଦ୍ଧାର

ମହାକାଳପଡ଼ା, ୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ଥାନା ଅଧୀନ ଗଗୁଆ ଗ୍ରାମ ଜେନା ସାହି ନିକଟ ଗୋବରୀ ଶାଖା ନାଳରୁ ମଙ୍ଗଳବାର ସକାଳେ ମା,ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଜେନା ସାହିର ଯଦୁମଣି ଜେନାଙ୍କ ସ୍ତ୍ରୀ…

ପୋଲିସ ଏନ୍‌କାଉଣ୍ଟର: ସୁପାରିକିଲର ମେହେତାବ ଗୁରୁତର, କଟକ ବଡ଼ ମେଡିକାଲରେ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ,୬।୮: କେନ୍ଦ୍ରାପଡ଼ା ସଦର ପୋଲିସ ଓ ଜିଲା ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଗଣ୍ଡାଖିଆ ରାସ୍ତାର ଏରାଠାରେ ସୋମବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର କରାଯାଇଛି। ଏଥିରେ ଟାଉନ ଥାନା ଅନ୍ତର୍ଗତ ଜଇପୁରା ଗ୍ରାମର ସେକ୍‌ ମେହେତାବ ଗୁରୁତର ହୋଇ କଟକ ବଡ…

ଶ୍ରାବଣ ତୃତୀୟ ସୋମବାର : ଜଳଲାଗି କଲେ ଶତାଧିକ ଭକ୍ତ

ରାଜନଗର,୫।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନଗରସ୍ଥିତ ପ୍ରାଚୀନ ଶୈବପୀଠ ଚନ୍ଦ୍ରମଉଳି ମହାଦେବଙ୍କ ପୀଠରେ ଶ୍ରାବଣ ମାସର ତୃତୀୟ ସୋମବାରରେ ଶତାଧିକ ଭକ୍ତ ଜଳାଲାଗି କରିଛନ୍ତି। ଆଜି ପ୍ରତ୍ୟୁଷରୁ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି।

ସାପକାମୁଡ଼ାରେ ଚାଷୀଙ୍କ ଜୀବନ ଗଲା

ରାଜନଗର,୫।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ଯଦୁଚନ୍ଦ୍ରପୁର ଗ୍ରାମର ଭାଗଚାଷୀ ବୈଲୋଚନ ରାଉତ(୪୮)ଙ୍କ ସାପକାମୁଡ଼ାରେ ମୃତ୍ୟୁ ଘଟିଛି। ସୋମବାର ସକାଳେ ବିଲରେ କାମ କରୁଥିବାବେଳେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧।୮(ଡି.ଏନ୍‌.ଏ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପରିଭ୍ରମଣ ପାଇଁ ଗୁରୁବାର ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ବହୁ ପତୀକ୍ଷା ପରେ ଦୂରଦୂରାନ୍ତରୁ ଆସିଥିବା ହଜାର ହଜାର ପର୍ଯ୍ୟଟକ ଭିତରକନିକା ବୁଲି ଦେଖିଛନ୍ତି। ଏଥିସହ ପର୍ଯ୍ୟଟକଙ୍କ ପାଇଁ ନୌକା ବିହାରର ବ୍ୟବସ୍ଥା କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?