ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି ପାରାଦୀପ ଶିଳ୍ପ କାରଖାନାର ନିଆଁ-ଧୂଆଁ, ଦିନ ଅପେକ୍ଷା ରାତିରେ…
ମହାକାଳପଡ଼ା,୨୯ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ବାୟୁମଣ୍ଡଳରେ ତାତି ପ୍ରବାହ ସ୍ଥଳମୁହଁା ପ୍ରଭାବରେ ଜଳବାୟୁରେ ତାପମାତ୍ରା ବୃଦ୍ଧି ପାଇଛି। ଏଥିଯୋଗୁ ସମୁଦ୍ର ଉପକୂଳବର୍ତ୍ତୀ ବାସିନ୍ଦା ଉତ୍ତାପରେ ଛଟପଟ ହେଉଛନ୍ତି। ଏହାସହିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପ କାରଖାନାର…
ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…
ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ରାସ୍ତା ଢ଼ଳେଇ କାମ ସାରି…
ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼
ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ ପକାଇବା ଘଟଣାକୁ ୨୪ ଘଣ୍ଟା ନପୁରୁଣୁ କେନ୍ଦ୍ରାପଡ଼ା ଜିଲାରେ ଏକ ଥାର୍ଡ ଡିଗ୍ରୀ…
ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…
ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ ବିଭିନ୍ନ କମ୍ପାନୀର ୪୩ଟି ରନ୍ଧନ ଗ୍ୟାସ୍ ସିଲିଣ୍ଡର ମଙ୍ଗଳବାର ପୋଲିସ ଜବତ କରିଛି।…
OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ
ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର ଜୁଏଲ ସ୍ୱାତିଶ୍ମିତା ବେହେରା ଚଳିତ ବର୍ଷ ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କରି…
ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ
ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ ଔଷଧୀୟ ନର୍ସରି ସ୍ଥାପନ କରାଯାଇଛି। ଉକ୍ତ ନର୍ସରି ଚାରିପାଖରେ ସିମେଣ୍ଟ ଖୁଣ୍ଟ ଓ…
ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି
ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ ପ୍ରହର ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ଏକ ଘରୋଇ ଜମିରେ କରାଯାଉଛି ବୋଲି ଗ୍ରାମବାସୀ…
ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ
ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା । ନିଜ ଜନ୍ମ କଲା ମା’କୁ ପିଟିପିଟି ପୁଅ ମାରିବା ଘଟଣା ଏବେ ରାଜକନିକା…
ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍ ରିଡ୍ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍ କହିଲେ…
ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ ୬ ଲକ୍ଷରୁ ଅଧିକ ଏହି ପ୍ରଜାତିର କଇଁଛ ଅଣ୍ଡାଦାନ ପାଇଁ ଆସିଥିଲେ। ମାତ୍ର…
ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…
ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ ଶୁକ୍ରବାର ବନ ବିଭାଗ ସେମାନଙ୍କୁ ଧରିଛି। ସେମାନେ ହେଲେ ତନ୍ତିଆପାଳ ସାମୁଦ୍ରିକ ଥାନା…
ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…
ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ ଦଶରୁ ଅଧିକ ଗୋରୁ ବୋଝେଇ ହୋଇଥିଲା। କୌଣସି ସୂତ୍ରରୁ ଗ୍ରାମର କେତେକ ଯୁବକମାନେ…
ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…
ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ ଚାଷୀମାନଙ୍କୁ କୃଷି ତାଲିମ, ଉନ୍ନତ ବିହନ ବଣ୍ଟନ, ମହିଳା ଗୋଷ୍ଠୀଙ୍କୁ ଆର୍ଥିକ ସହାୟତା…

