କେନ୍ଦ୍ରାପଡ଼ା

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ରାଜନଗର, ୨୬।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତ୍ରିନାଥ ବଜାରସ୍ଥିତ ଏକ ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନ ବନ୍ଦ ଦାବିରେ ବୁଧବାର ଶତାଧିକ ମହିଳା ରାସ୍ତାରୋକୋ କରିଛନ୍ତି। ଫଳରେ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ଶାନ୍ତିଲତା ବେହେରାଙ୍କ ନେତୃତ୍ୱରେ…

ନଳିତା,ଧନିଚା ବିହନ ନାହିଁ, ଚାଷୀ ହତାଶ

କେନ୍ଦ୍ରାପଡା ଅଫିସ, ୨୬ା୬- ତନ୍ତୁଜାତୀୟ ଫସଲ ପାଇଁ କେନ୍ଦ୍ରାପଡ଼ାର ସୁନାମ ରହିଛି। ୨୦୦୫ରେ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳରେ ମୋଟ ୨୧୫୨ ହେକ୍ଟର ଅଞ୍ଚଳରେ ଚାଷ ହୋଇଥିଲା ା ନଳିତା ଓ ମେସ୍ତା ପାଇଁ ଏଠରେ ଉପଯୁକ୍ତ ଭିତ୍ତିଭୂମିଥିବାରୁ ୨୦୧୦ ବେଳକୁ ଏହାର…

ବନ୍ଦ ହେବ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଛାତ୍ରୀଛାତ୍ର, ଅଭିଭାବକ ମହଲରେ ଅସନ୍ତୋଷ

ମହାକାଳପଡା,୨୬ା୬(ଡି.ଏନ୍‌.ଏ.)- ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ଅନ୍ତର୍ଗତ ସାନ ନିପାଣିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୧୦ରୁ କମ୍‌ ରହିଛି। ଏନେଇ ସରକାରୀ ନିୟମ ଅନୁସାରେ ବିଦ୍ୟାଳୟକୁ ବନ୍ଦ କରାଯିବ ବୋଲି ବ୍ଲକ ଶିକ୍ଷା ଅଧିକାରୀ ଅଜୟ କୁମାର ପରିଡା…

୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଆଳି ଥାନା ଏଏସ୍‌ଆଇ

ଆଳି, ୨୫।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଏଏସ୍‌ଆଇ ରଣେନ୍ଦ୍ର ସାମଲ ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ମାମଲାରେ ଅଭିଯୁକ୍ତଙ୍କୁ ସହାୟତା କରିବାକୁ ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। କେନ୍ଦ୍ରାପଡ଼ା ଭିଜିଲାନ୍ସ ଡିଏସ୍‌ପି…

ବାରିମୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଡେରାବିଶ, ୨୫ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ବାରିମୂଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ମଙ୍ଗଳବାର ସକାଳେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ବାରିମୂଳ ଆଦିବାସୀ ସାହିର ପାର୍ବତୀ ହେମ୍ବ୍ରମ୍‌(୪୨)। ପରିବାରଙ୍କ ସୂଚନା ଅନୁଯାୟୀ, ସୋମବାର ପାର୍ବତୀ…

୭ମ ଥର ପାଇଁ ଅଣ୍ଡା ଦେଲା ‘ଗୋରୀ’

ରାଜନଗର,୨୫ା୬(ଡି.ଏନ୍‌.ଏ.)- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଡାଙ୍ଗମାଳ ବଉଳା କୁମ୍ଭୀର ସଂରକ୍ଷଣ କେନ୍ଦ୍ରରେ ବସବାସ କରୁଥିବା ୪୫ ବର୍ଷୀୟ ଶଙ୍ଖୁଆ ବଉଳା କୁମ୍ଭୀର ‘ଗୋରୀ’ ୨ ଦଶନ୍ଧି ପରେ ପୁନର୍ବାର ଅଣ୍ଡା ଦେଇଛି । ଗତ…

ଯୁକ୍ତ ୩ ପଦାର୍ଥ ବିଜ୍ଞାନ ସେମିଷ୍ଟର ଫଳାଫଳକୁ ନେଇ ଅସନ୍ତୋଷ : ୧୬ ଛାତ୍ରୀଙ୍କ ମଧ୍ୟରୁ ୧୫ ଫେଲ

କେନ୍ଦ୍ରାପଡା ଅଫିସ, ୨୫ା୬- ପଦାର୍ଥ ବିଜ୍ଞାନର ୪ଟି ସେମିଷ୍ଟର ପରୀକ୍ଷାରେ ୭୦ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୧୫ ଜଣ ଛାତ୍ରୀ ପଞ୍ଚମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଯାଇଛନ୍ତି । ଏପରିକି ୧୦ରୁ ଅଧିକ ଛାତ୍ରୀ ଶୂନ ନମ୍ବର ରଖିଛନ୍ତି। ଉତ୍ତର ଖାତାର…

ପଟ୍ଟାମୁଣ୍ଡାଇରେ କାଉ ମଡ଼କ: ବାର୍ଡଫ୍ଲ୍ୟୁ ସନ୍ଦେହ

ପଟ୍ଟାମୁଣ୍ଡାଇ,୨୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାଉ ମଡ଼କ ଦେଖିବାକୁ ମିଳିଛି। ଏତେ ସଂଖ୍ୟାରେ କାଉ ମରିବାନେଇ ବାର୍ଡଫ୍ଲ୍ୟୁ ଆଶଙ୍କା ପ୍ରକାଶ ପାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଖଡ଼ଇଣ୍ଟା ଗ୍ରାମରେ ସୋମବାର ସକାଳେ କେନାଲ ବନ୍ଧ ବରଗଛ ନିକଟରେ ଶତାଧିକ କାଉ ମରିପଡିଥିବା…

ଟଙ୍କା ନ ଦେବାରୁ ଡାକ୍ତରଖାନାରେ ୧୧ ଘଣ୍ଟା ପଡ଼ିରହିଲା ମୃତଦେହ

କେନ୍ଦ୍ରାପଡ଼ା ଅଫିସ, ୨୪ା୬: ରାଜ୍ୟର ଘରୋଇ ଚିକିତ୍ସାଳୟଗୁଡିକରେ କିଭଳି ମନମାନି ଚାଲିଛି ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ। କେନ୍ଦ୍ରପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳରୁ ଚିକିତ୍ସା ପାଇଁ ଆସିଥିବା ଜଣେ ବ୍ୟକ୍ତିଙ୍କ ପୁଅର ମୃତ୍ୟୁ ଘଟିବା…

ଚାଷ ଜମିରେ ଲୁଣାପାଣି : ଚାଷୀଙ୍କ ଆନ୍ଦୋଳନ

ମହାକାଳପଡା,୨୪ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳ ଚାଷ ଜମି ପାର୍ଶ୍ୱରେ ଚିଙ୍ଗୁଡି ବ୍ୟବସାୟୀମାନେ ବେଆଇନ ଭାବେ ଘେରି ନିର୍ମାଣ କରିଛନ୍ତି। ଘେରିର ଲୁଣାଜଳ ଚାଷ ଜମିରେ ପ୍ରବେଶ କରାଉଛନ୍ତି। ଫଳରେ ଚାଷ ଜମିଗୁଡିକ ନଷ୍ଟ ହେଉଛି।…

ମହାକାଳପଡ଼ାରେ କାଳବୈଶାଖୀ: ଜଣେ ମୃତ, ଜଳିଗଲା ୪ ବଖରା

ମହାକାଳପଡ଼ା.୧୮.୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମହାକାଳପଡ଼ା ବ୍ଲକ ଅଧୀନ ନାଞ୍ଜୁର ପଞ୍ଚାୟତ ଭୋପାଳ(ଓସ୍ତିଆ) ଗ୍ରାମର ନିତ୍ୟାନନ୍ଦ…

ବାଣ ଫୁଟି ଥାନା କର୍ମଚାରୀ ଗୁରୁତର

ମହାକାଳପଡ଼ା,୧୫।୬(ଡି.ଏନ୍‌.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ଥାନା କର୍ମଚାରୀ ଭୂପତି ସାହୁ (୪୫) ଷ୍ଟାଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?