ବେସରକାରୀ ବିଦ୍ୟାଳୟ ଆଡ଼କୁ ମୁୁହାଁଉଛନ୍ତି ବିଦ୍ୟାର୍ଥୀ
ଡେରାବିଶ, ୧୪ା୬(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ମାଗଣାରେ ବହି, ପୋଷାକ, ଜୋତାଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ଆଦି ଯୋଗାଇ ଦିଆଯାଉଛି। ଏସବୁ ସତ୍ତ୍ୱେ…
ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ
ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟ କଣ୍ଡିଆ ଗ୍ରାମର ଗୁନ ସେଠୀଙ୍କ ସ୍ତ୍ରୀ ରୀତା(୩୭)। ପୋଲିସ ସୂଚନା ଅନୁଯାୟୀ, ଘରୋଇ…
କୀଟନାଶକ ପିଇ ନବ ବିବାହିତାଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ, ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ
ମହାକାଳପଡ଼ା,୯।୬(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ କୋଚିଳା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜନୈକ ନବ ବିବାହିତାଙ୍କ କୀଟନାଶକ ପିଇବା ଯୋଗୁ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ମହିଳାଙ୍କ ଭାଇ ଶିବ ପ୍ରସାଦ ଖୁଣ୍ଟିଆ…
ବାତ୍ୟା ପରେ ଦୁର୍ଦ୍ଦିନରେ ୩ ପରିବାର: ତୁରନ୍ତ ପାଲ ସହ ପକ୍କାଘର ଯୋଗାଇଦେବାକୁ ଦାବି
ବାଲିଆ,୯।୬: ଫନୀ ବାତ୍ୟାରେ ବାସହୀନ ହୋଇପଡ଼ିଥିବା ବିପନ୍ନ ପରିବାରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର କରିଥିବା ଘୋଷଣା ବିରିଡ଼ି ବ୍ଲକରେ ଏକପ୍ରକାର ପ୍ରହସନରେ ପରିଣତ ହୋଇଛି। ଏଠାରେ କ୍ଷୟକ୍ଷତି ଆକଳନ ଓ ଘରଭଙ୍ଗା ତଦନ୍ତ ଦାୟିତ୍ୱରେ ଥିବା…
ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ: ସାନ ପୁଅ ମାଡ଼ରେ ବାପା ଆହତ, ଉତ୍ତ୍ୟକ୍ତ ଲୋକେ ବାନ୍ଧିଲେ ପୁଅକୁ
ମହାକାଳପଡ଼ା, ୭।୬(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମକଣି ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାମଚନ୍ଦ୍ର ବେହେରାଙ୍କ ଦୁଇ ପୁଅ ବିଜୟ ଓ ଅଜୟଙ୍କ ମଧ୍ୟରେ କିଛି ଦିନ ହେବ ଗଣ୍ଡଗୋଳ ଲାଗି ରହିଥିଲା। ଭଡ଼ାଘରେ ରହିଆସୁଥିବା ବଡ଼ ଭାଇ…
ଜଣେ ଅଧିକାରୀରେ ଚାଲିଛି ୩ କାର୍ଯ୍ୟାଳୟ: ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ
ଆଳି, ୬ା୬ (ଡି.ଏନ୍.ଏ.): ଆଳି ବ୍ଲକରେ ୩ ସରକାରୀ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ପଦବୀରେ ମାତ୍ର ଜଣେ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିବାରୁ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି, ଯାହକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଆଳି ତହସିଲଦାର ଜୟନ୍ତ କୁମାର ପୃଷ୍ଟି…
ପୋଖରୀରେ ବୁଡ଼ି ନାବାଳିକା ମୃତ
ମହାକାଳପଡ଼ା,୫।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନୀତି ପଞ୍ଚାୟତର ସ୍ଥାନୀୟ ବେଣାକନ୍ଧା ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଯାଇ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଗ୍ରାମର ଉଦୟ ପ୍ରଧାନଙ୍କ…
ରାଜନଗରରେ ବିଶ୍ୱ ତମାଖୁ ବର୍ଜନ ଦିବସ: ଲୋକଙ୍କୁ ସଚେତନ କରାଇଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର
ରାଜନଗର, ୩୧।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସମ୍ମିଳନୀ କକ୍ଷରେ ବିଶ୍ୱ ତମାଖୁ ବର୍ଜନ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଭାରାପ୍ରାପ୍ତ ଚିକିତ୍ସା ଅଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି, ପ୍ରକାଶ ଦାଶ, ଡା. ସୁଧାଂଶୁ ଚାନ୍ଦ,…
ମହାକାଳପଡ଼ାରେ ଅଗ୍ନିକାଣ୍ଡ ଘଟଣା: ଅଗ୍ନିବିପନ୍ନଙ୍କୁ ଭେଟିଲେ ବିଭିନ୍ନ ରାଜନୈତିକ ଦଳ, ରେଡ୍କ୍ରସ୍ ପକ୍ଷରୁ ସହାୟତା
ମହାକାଳପଡ଼ା, ୩୧।୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ ହୋଇଯାଇଛନ୍ତି। ଏହି ଘଟଣାରେ ୨ ଶିଶୁଙ୍କୁ ଗୁରୁତର ଅବସ୍ଥରେ କଟକ ମେଡିକାଲରେ ଭର୍ତ୍ତି…
ଭୟାବହ ଅଗ୍ନିକାଣ୍ଡ : ୬୦ ବଖରା ପୋଡ଼ି ପାଉଁଶ
ମହାକାଳପଡ଼ା,୩୦ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଥାଉକି, ଗ୍ରାମର ଅଜୟ ପ୍ରଧାନଙ୍କ ପାଳଗଦାରେ କୌଣସି କାରଣରୁ ପ୍ରଥମେ…

