କେନ୍ଦ୍ରାପଡ଼ା

ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

ରାଜନଗର,୧୯।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ଏହି ଗଣନା ଆରମ୍ଭ ହୋଇଛି। ଦୁଇଟି ଟିମ୍‌ରେ ୧୨ଜଣ କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି।…

ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ ଶୁଭସ୍ମିତା

କେନ୍ଦ୍ରାପଡ଼ା ଅଫିସ,୧୯ା୯: ଆନ୍ତର୍ଜାତିକ ଶିଶୁ ଶାନ୍ତି ପୁରସ୍କାର ଦୌଡ଼ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ପ୍ରୋଜେକ୍ଟ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶୁଭସ୍ମିତା ତ୍ରିପାଠୀ ସ୍ଥାନ ପାଇଛନ୍ତି । ଏହି ପୁରସ୍କାର ପାଇଁ ବିଶ୍ୱରୁ ୩୦୦୦ରୁ ଊର୍ଦ୍ଧ୍ୱ…

ଏନ୍‌ଜେନ୍‌ କର୍ମଚାରୀଙ୍କ ୪ ଦଫା ସମସ୍ୟାର ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ 

କେନ୍ଦ୍ରାପଡା ଅଫିସ, ୧୯ା୯: ୪ ଦଫା ଦାବି ନେଇ ଏନ୍‌ଜେନ୍‌ କର୍ମଚାରୀ ତଥା ଇଲେକ୍‌ଟ୍ରିସିଟି ଠିକା ଶ୍ରମିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ବୁଧବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ନ ହେଲେ ଆଗାମୀ…

ଏନ୍‌କାଉଣ୍ଟରକୁ ଡରୁନାହାନ୍ତି ଅପରାଧୀ 

କେନ୍ଦ୍ରାପଡା ଅଫିସ, ୧୯ା୯: ଅପରାଧୀଙ୍କୁ କାବୁ କରିବା ପାଇଁ କେନ୍ଦ୍ରାପଡ଼ାରେ ବାରମ୍ବାର ପୋଲିସ ଏନ୍‌କାଉଣ୍ଟର କରୁଛି। ଗତ ୧୫ ମାସ ମଧ୍ୟରେ ଜିଲା ପୋଲିସ ୧୧ ଜଣ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରି ଗୁରୁତର କରିଛି । ଏହାସତ୍ତ୍ୱେ ଅପରାଧୀଙ୍କ ମନରେ ଭୟ…

ମଶାଧୂପରୁ ଅଗ୍ନିକାଣ୍ଡ: ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ

ମାର୍ଶାଘାଇ, ୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ପରକୂଳା ପଞ୍ଚାୟତ ଆଙ୍କୋ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୨ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗ୍ରାମର କ୍ଷେତ୍ରବାସୀ ରାଉତଙ୍କ ୨ ବଖରା ବାସଗୃହ ସମେତ ୨ ବଖରା…

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ମହାକାଳପଡ଼ା,୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବନାଞ୍ଚଳ ଅଧୀନ ସ୍ଥାନୀୟ ଜମ୍ବୁ ଗ୍ରାମର ଧନଞ୍ଜୟ ଗାଇନ(୩୫)ଙ୍କୁ ଏକ ଜଙ୍ଗଲୀ ବାର୍‌ହା ଆକ୍ରମଣ କରିଛି। ଫଳରେ ତାଙ୍କର ଡାହାଣ ହାତର ଆଙ୍ଗୁଠି କଟି ଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଧନଞ୍ଜୟ ବାଡ଼ିପଟେ ଶୌଚ ହେବାକୁ…

କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ: ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା ଅଫିସ,୧୮।୯: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡ ଛକରେ ଘଟିଥିବା ଗୁଳିକାଣ୍ଡରେ ବୁଧବାର ସକାଳେ ଜଣେ ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଣିତ୍ରୀ ଗ୍ରାମର ଉମେଶ ଚନ୍ଦ୍ର ସାହୁଙ୍କ ପୁଅ ଗଗନ ବିହାରୀ (୨୮)। ସୂଚନାଯୋଗ୍ୟ,…

ଚାଷ ପାଇଁ ଭିତ୍ତିଭୂମି ନାହିଁ : ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୮ା୯ : ଶିଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନ ଥିବାରୁ କେନ୍ଦ୍ରାପଡ଼ା ଜିଲାବାସୀ କୃଷିକୁ ଆଦରି ନେଇଛନ୍ତି। ଜିଲାର ୬୮ ପ୍ରତିଶତ ଅଞ୍ଚଳରେ ଖରିଫ ଚାଷ କରି ଜୀବିକାନିର୍ବାହ କରୁଛନ୍ତି। ତେବେ ଚାଷ ପାଇଁ ଭିତ୍ତିଭୂମି ନ ଥିବାରୁ…

ତହସିଲ, ଆରଆଇ ଅଫିସରେ କର୍ମଚାରୀ ଅଭାବ: ୬୧ରୁ ୩୦ ପଦବୀ ଖାଲି

ରାଜନଗର, ୧୮।୯ (ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ରାଜନଗର ତହସିଲ ଓ ଆର୍‌ଆଇ ଅଫିସ୍‌ରେ କର୍ମଚାରୀ ଅଭାବ ଯୋଗୁ ସରକାରୀ କାର୍ଯ୍ୟରେ ବିଳମ୍ବ ହେଉଛି। ସାଧାରଣ ଲୋକଙ୍କ କାମ ଠିକ୍‌ ସମୟରେ ହୋଇପାରୁ ନ ଥିବା ବେଳେ ଦିନ ଦିନ ଧରି ଦୌଡ଼ିବାକୁ…

ସ୍କୁଲରେ ବଢୁଛି ଅସଦାଚରଣ ମାମଲା : ନିଲମ୍ବନରେ ସୀମିତ ରହୁଛି କାର୍ଯ୍ୟାନୁଷ୍ଠାନ

କେନ୍ଦ୍ରାପଡା ଅଫିସ୍‌, ୧୮।୯ : କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍କୁଲରେ ଅନେକ ସମୟରେ ନାବାଳିକା/ନାବାଳକ (ଛାତ୍ରୀ/ଛାତ୍ର)ମାନେ ଅସଦାଚରଣର ଶିକାର ହେଉଛନ୍ତି। କିନ୍ତୁ ଏହି ଘଟଣାରେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ନିଲମ୍ବନ କରିଦିଆଯିବା ପରେ ପୋଲିସ କିମ୍ବା ଜିଲା ଶିଶୁ ମଙ୍ଗଳ କମିଟି (ସିଡବ୍ଲ୍ୟୁସି)…

୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିବା ଘଟଣା, ତଦନ୍ତ କଲେ ସିଆର୍‌ଆର୍‌ଆଇ ବୈଜ୍ଞାନିକ

ପଟ୍ଟାମୁଣ୍ଡାଇ, ୧୭।୯ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଚାଷୀମାନେ ତଳି ରୋଇବାର ମାତ୍ର ୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିଥିବା ନେଇ ଚାଷୀମାନେ ଅଭିଯୋଗ କରିଥିଲେ। ସୋମବାର ଅପରାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର (ସିଆରଆରଆଇ)ର ପ୍ରମୁଖ…

ମଧ୍ୟାହ୍ନଭୋଜନ ନିୟମକୁ ବେଖାତିର, ୧୫ ପ୍ରଧାନ ଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୧୭।୯ (ଡି.ଏନ୍‌.ଏ.)- ସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ସରକାର ଏହି ବ୍ୟବସ୍ଥା କରିଛନ୍ତି। ପାଠପଢ଼ା ପ୍ରତି ପିଲାଙ୍କ ଆଗ୍ରହ ସୃଷ୍ଟି କରିବା ଲାଗି ଏହି ବ୍ୟବସ୍ଥା କରାଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?