ଭୋଟ ପରିଚୟପତ୍ର ସଂଶୋଧନ ପାଇଁ ଶିକ୍ଷକ ନେଲେ ହଜାରେ, ‘ଭୁଲ୍’ ପଚାରିବାରୁ ମହିଳାଙ୍କୁ ମାଡ଼
ମହାକାଳପଡ଼ା,୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହିଳାଙ୍କ ଭୋଟ ପରିଚୟପତ୍ର ସଂଶୋଧନ କରିବାକୁ ଜଣେ ଶିକ୍ଷକ ହଜାରେ ଟଙ୍କା ନେଇଥିଲେ। ଏହା ଠିକ୍ ଭାବେ ସଂଶୋଧନ ନ ହେବାରୁ ପଚାରିବାରୁ ତାଙ୍କୁ ଶିକ୍ଷକ ଜଣକ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ଏଭଳି ଏକ…
ଗ୍ରାମ୍ୟ ଉନ୍ନୟନ ରାସ୍ତା କାମରେ ଦୁର୍ନୀତି ଅଭିଯୋଗ
ପଟ୍ଟାମୁଣ୍ଡାଇ,୨୮ା୯ (କଳ୍ପତରୁ ନାୟକ): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାରଙ୍କ ସଲାସୁତରା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି। ଫଳରେ ରାସ୍ତା କାମରେ ବ୍ୟାପକ ଅନିୟମିତତା…
ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ
ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ ସେବାଯତ୍ନ କରିବାରେ ଲାଗିଛନ୍ତି। ଏଭଳି ଏକ ପରିବାର କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ମହାଦେଇପାଟଣା…
ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅବହେଳା, ପୂରଣ ହେଉନି ଅଧିକାରୀ ପଦବୀ
କେନ୍ଦ୍ରାପଡ଼ା,୨୮ା୯ (ଜଗନ୍ନାଥ ଧଳ): ରାଜ୍ୟ ଶାସନର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଗତ ୨୨ ତାରିଖରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ଆୟୋଜିତ ଉତ୍ସବରେ ଜିଲାର ପର୍ଯ୍ୟଟନ ଶିଳ୍ପକୁ ଗୁରୁତ୍ୱ ଦିଆଯିବ ବୋଲି…
ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ
ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ ହୋମିଓପାଥିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ୭୦ଦଶକରେ ଏହି ଚିକିତ୍ସାଳୟ ଖୋଲାଯାଇଥିଲା। ରାଜ୍ୟ…
ଲଗାଣ ବର୍ଷା: ଆଳିର ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି
ଆଳି, ୨୭ା୯(ବନମାଳୀ ସେନାପତି ): ଲଘୁଚାପ ପ୍ରଭାବରୁ ଆଳି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଆଳି ଅଞ୍ଚଳର ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ୩ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବାରୁ ସାଧାରଣ ଲୋକ ନାହିଁ…
ଗାଈ କ୍ଷୀର, ଗୋବର, ମୂତ୍ରରେ ପ୍ଲାଷ୍ଟିକ୍ କଣିକା
ପଟ୍ଟାମୁଣ୍ଡାଇ,୨୫୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବହୁଳ ପଲିଥିନ, ପ୍ଲାଷ୍ଟିକ୍ ବର୍ଜ୍ୟ ଲୋକମାନଙ୍କ ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ବର୍ଜ୍ୟବସ୍ତୁରେ ପରିଣତ ହୋଇ ଚାରିଆଡ଼େ ପଡ଼ିରହୁଛି। ଏହାଦ୍ୱାରା ଗୋରୁ, ଛେଳି, ମେଣ୍ଢା ପ୍ରଭୃତି ପ୍ରଭାବିତ…
ସମୁଦ୍ର ଗର୍ଭରେ ଧ୍ୱଂସହେବ ଅଗରନାସୀ ଝାଉଁ ଜଙ୍ଗଲ
ମହାକାଳପଡ଼ା,୨୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାମୁଦ୍ରିକ ଜଳ ପତ୍ତନ ବୃଦ୍ଧି ପାଇବା ସହ ଉଚ୍ଚ ଲହଡ଼ିରେ କୂଳ ଅବକ୍ଷୟ ହେଉଛି। ସମୁଦ୍ର ଅବକ୍ଷୟକୁ ରୋକିବା ପାଇଁ ୭୦ରୁ ୮୦ ଦଶକରେ ବନ ବିଭାଗ ପକ୍ଷରୁ ସମୁଦ୍ର କୂଳିଆ ଆଇଲାଣ୍ଡ…
ଲଘୁଚାପ ସକ୍ରିୟ: ଏହି ୧୮ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୫ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ…
ଶିଶୁ, ପ୍ରସୂତି, ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳ, ଛତୁଆରେ ମିଶାଯାଉଛି…
ରାଜନଗର, ୨୪ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ କୋମଳମତି ଶିଶୁ, ପ୍ରସୂତି ଏବଂ ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳାଯାଉଛି। ପୁଷ୍ଟିକର ଛତୁଆ ବଦଳରେ ନିମ୍ନମାନର ଗୋରୁକୁଣ୍ଡକୁ ଯିବାଭଳି ଖାଦ୍ୟ ପ୍ରଦାନ କରାଯାଉଛି। ପୂର୍ବରୁ ଏ ନେଇ ଅଭିଯୋଗ…
ମହାନଦୀ ଜଳପଥରେ ବାଲିପଠା
ମହାକାଳପଡ଼ା, ୨୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନ ପ୍ରଭାବ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅନିୟମିତତା ଯୋଗୁ ନଦୀ ଜଳ ସ୍ରୋତର ଉତ୍ସ ହ୍ରାସ ପାଇବା ସହ ନଦୀ ମହାନଦୀ ଗତିପଥ ପରିବର୍ତ୍ତନ ହେଉଛି। ଏଥିସହ ନଦୀ ମଧ୍ୟରେ ବଡ଼ ବଡ଼…
ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍ ସମ୍ପର୍କରେ ସମୀକ୍ଷା ନାହିଁ
କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ୍ ପରି ଅନ୍ତର୍ଜାତୀୟ ମାନ୍ୟତା ମିଳିଛି।…
Archives


