ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO
ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ କଙ୍କଡ଼ାର ଘୋର ଅଭାବ ଦେଖାଦେବାରୁ କୁମ୍ଭୀରଗୁଡ଼ିକ ଖାଦ୍ୟ ସନ୍ଧାନରେ ଗାଁ ଗହଳି, ଗାଡ଼ିଆ,…
କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ
ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ ନିଯୁକ୍ତ କରାଯାଇଛି। ଗତ ଶନିବାର ରାଜ୍ୟ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରୁ ଏନେଇ…
ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ
ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍ କନ୍ଦ ବାବୁ । ୧୯୭୧ ମସିହାରେ ରାଜନଗର ବିଧାନସଭା ଉପନିର୍ବାଚନରେ ତତକାଳୀନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ…
ବାତ୍ୟା ଆଶଙ୍କା ଭିତରେ ଗହୀରମଥା ଦ୍ୱୀପରେ ଭୟ, ବିପଦରେ ୩୦ରୁ ଅଧିକ ମତ୍ସ୍ୟଜୀବୀ ପରିବାର
ମହାକାଳପଡ଼ା,୨୧।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଗହୀରମଥା ସାମୁଦ୍ରିଳ ଅଭୟାରଣ୍ୟର କେତେକ ଛୋଟ ଛୋଟ ଦ୍ବୀପ ପୁଞ୍ଜ ରହିଛି । ଏହି ଦ୍ବୀପ ପୁଞ୍ଜ ଜଙ୍ଗଲରେ ଏହି ଅଂଚଳର କେତେକ ୩୦ରୁ ଅଧିକ ଜନଜାତି ସମ୍ପ୍ରଦାୟ ମାଛ…
ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO
ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ ଅନିୟମିତତା ପାଇଁ ଜିଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକ ତାଙ୍କୁ ନିଲମ୍ବିତ କରିଥିବା…
ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ
ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ ଧରାଳିମାନେ ଗଭୀର ସମୁଦ୍ରରୁ ବୋଟ୍ ଯୋଗେ ଫେରିବା ନେଇ ଆଶଙ୍କା ପ୍ରକାଶ ପାଇଛି।…
ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…
ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ ପେଟାଠାରେ ଅନ୍ତଃରାଷ୍ଟ୍ରୀୟ ତଟ ସ୍ବଚ୍ଛତା ଦିବସ ପାଳିତ ହୋଇଛି। ଏହି ଅବସରରେ ସାଗର…
କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…
ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ ଦଂଶନରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେବେ ପ୍ରତି ବର୍ଷ ଭାଦ୍ରବ…
ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର ଶିକାର ହୋଇଥିଲେ। ତୁରନ୍ତ ପରିବାର ଲୋକମାନେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ…
ବାଇକ୍ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…
କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍ ଉପରେ ପଡ଼ିବା ସହ ଭଙ୍ଗାଡାଳ ଜଣେ ଯୁବକଙ୍କ ପେଟରେ ଗଳିଯାଇଛି। ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ…
ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ ସମୂହ ଦୀପଦାନ ଉତ୍ସବରେ ବିଧାୟକ ଡ଼. ଦୁର୍ଗା ପ୍ରସନ ନାୟକ ଯୋଗଦେଇ ମୋଦିଜୀଙ୍କ…
ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…
ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ ପରିବେଷ୍ଟିତ ଶୋଭା ବର୍ଦ୍ଧନ କରୁଛି ଲୁଣା ହେନ୍ତାଳ ଘଞ୍ଚ ଜଙ୍ଗଲ। ଏଥିରେ ବିଭିନ୍ନ…

