କେନ୍ଦ୍ରାପଡ଼ା

ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ

ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ ହୋମିଓପାଥିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ୭୦ଦଶକରେ ଏହି ଚିକିତ୍ସାଳୟ ଖୋଲାଯାଇଥିଲା। ରାଜ୍ୟ…

ଲଗାଣ ବର୍ଷା: ଆଳିର ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି

ଆଳି, ୨୭ା୯(ବନମାଳୀ ସେନାପତି ): ଲଘୁଚାପ ପ୍ରଭାବରୁ ଆଳି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଆଳି ଅଞ୍ଚଳର ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ୩ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବାରୁ ସାଧାରଣ ଲୋକ ନାହିଁ…

ଗାଈ କ୍ଷୀର, ଗୋବର, ମୂତ୍ରରେ ପ୍ଲାଷ୍ଟିକ୍‌ କଣିକା

ପଟ୍ଟାମୁଣ୍ଡାଇ,୨୫୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବହୁଳ ପଲିଥିନ, ପ୍ଲାଷ୍ଟିକ୍‌ ବର୍ଜ୍ୟ ଲୋକମାନଙ୍କ ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍‌ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ବର୍ଜ୍ୟବସ୍ତୁରେ ପରିଣତ ହୋଇ ଚାରିଆଡ଼େ ପଡ଼ିରହୁଛି। ଏହାଦ୍ୱାରା ଗୋରୁ, ଛେଳି, ମେଣ୍ଢା ପ୍ରଭୃତି ପ୍ରଭାବିତ…

ସମୁଦ୍ର ଗର୍ଭରେ ଧ୍ୱଂସହେବ ଅଗରନାସୀ ଝାଉଁ ଜଙ୍ଗଲ

ମହାକାଳପଡ଼ା,୨୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାମୁଦ୍ରିକ ଜଳ ପତ୍ତନ ବୃଦ୍ଧି ପାଇବା ସହ ଉଚ୍ଚ ଲହଡ଼ିରେ କୂଳ ଅବକ୍ଷୟ ହେଉଛି। ସମୁଦ୍ର ଅବକ୍ଷୟକୁ ରୋକିବା ପାଇଁ ୭୦ରୁ ୮୦ ଦଶକରେ ବନ ବିଭାଗ ପକ୍ଷରୁ ସମୁଦ୍ର କୂଳିଆ ଆଇଲାଣ୍ଡ…

ଲଘୁଚାପ ସକ୍ରିୟ: ଏହି ୧୮ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୫ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ…

ଶିଶୁ, ପ୍ରସୂତି, ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳ, ଛତୁଆରେ ମିଶାଯାଉଛି…

ରାଜନଗର, ୨୪ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ କୋମଳମତି ଶିଶୁ, ପ୍ରସୂତି ଏବଂ ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳାଯାଉଛି। ପୁଷ୍ଟିକର ଛତୁଆ ବଦଳରେ ନିମ୍ନମାନର ଗୋରୁକୁଣ୍ଡକୁ ଯିବାଭଳି ଖାଦ୍ୟ ପ୍ରଦାନ କରାଯାଉଛି। ପୂର୍ବରୁ ଏ ନେଇ ଅଭିଯୋଗ…

ମହାନଦୀ ଜଳପଥରେ ବାଲିପଠା

ମହାକାଳପଡ଼ା, ୨୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନ ପ୍ରଭାବ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅନିୟମିତତା ଯୋଗୁ ନଦୀ ଜଳ ସ୍ରୋତର ଉତ୍ସ ହ୍ରାସ ପାଇବା ସହ ନଦୀ ମହାନଦୀ ଗତିପଥ ପରିବର୍ତ୍ତନ ହେଉଛି। ଏଥିସହ ନଦୀ ମଧ୍ୟରେ ବଡ଼ ବଡ଼…

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ୍‌ ପରି ଅନ୍ତର୍ଜାତୀୟ ମାନ୍ୟତା ମିଳିଛି।…

ଚାଷୀଙ୍କ ଅଜାଣତରେ ଟଙ୍କା ହଡ଼ପ ଘଟଣା:ରାଜକନିକାରୁ ରାଜଧାନୀକୁ ଚାଷୀଙ୍କ ପଦଯାତ୍ରା

ରାଜକନିକା,୧୯ା୯(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣା ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ରେ ଚାଷୀମାନଙ୍କ ଅଜାଣତରେ ଟଙ୍କା ହେରଫେର ହୋଇଛି। ଏହି ଘଟଣାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି କରାଯାଇଛି। ସେଥିପାଇଁ ସମବାୟ ସମିତିର ସମ୍ପାଦକ ଅସିତ କୁମାର…

ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୯: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି ନେଇଛି କୁମ୍ଭୀର। ନିଖୋଜ ବୃଦ୍ଧ ଜଣକ ହେଉଛନ୍ତି ଇଚ୍ଛାପୁର ଗାଁର ଅଜାମ୍ବର ନାୟକ। ଏହି…

କର୍ମଚାରୀ ଅଭାବ: ଯୋଜନା କାର୍ଯ୍ୟକାରୀରେ ଅନ୍ତରାୟ

ପଟ୍ଟାମୁଣ୍ଡାଇ,୧୬ା୯ (କଳ୍ପତରୁ ନାୟକ): ଭାଜପା ସରକାର ପ୍ରଶାସନକୁ ଲୋକାଭିମୁଖୀ କରି ଲୋକମାନଙ୍କ ହିତରେ ଯୋଜନା ପ୍ରଣୟନ କରୁଥିବା କୁହାଯାଉଛି। କିନ୍ତୁ ସରକାର ପ୍ରଣୟନ କରୁଥିବା ଯୋଜନାଗୁଡ଼ିକ ବାସ୍ତବରେ କର୍ମଚାରୀ ଅଭାବରୁ ତଳ ସ୍ତରରେ କେତେଦୂର କାର୍ଯ୍ୟକାରୀ ହେଉଛି ଏବଂ ଜନସାଧାରଣ କେତେଦୂର…

ସାଇକେଲ, ଚପଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଲେ ଅଧ୍ୟାପକ

ଡେରାବିଶ,୧୫।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri