କେନ୍ଦ୍ରାପଡ଼ା

ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ

ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ ମଞ୍ଜୁଲତା…

ମଶାଣି ନାହିଁ, ରାସ୍ତାକଡ଼ରେ ଜଳୁଛି ଜୁଇ

ମାର୍ଶାଘାଇ,୨୯ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଏକ ଅସହ୍ୟ ଦୃଶ୍ୟ, ଏକ ନିର୍ଦ୍ଦୟ ସତ୍ୟ କେନ୍ଦ୍ରାପଡ଼ା ଜିଲା, ମାର୍ଶାଘାଇ ବ୍ଲକ୍‌ ବଚ୍ଛରାଇ ପଞ୍ଚାୟତର କୂଳସାହି ଏକ ପଡ଼ା ଗ୍ରାମରେ ଦେଖିବାକୁ ମିଳିଛି। ୫ ଓ ୬ ନମ୍ବର ବିଶିଷ୍ଟ ଏହି ପଡ଼ାରେ ୮୦ରୁ ଶହେ ଘର…

ପେଟ ପାଇଁ ନଦୀବାଲି ଭରସା, ବିପଦରେ ଜୀବନ: ପ୍ରଶାସନ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ନଦୀନାଳରୁ ବେଆଇନ ଭାବେ ବାଲି ଉଠାଇ ବଡ଼ ବଡ଼ ଡଙ୍ଗାରେ ଚାଲାଣ କରି ବାଲି ବ୍ୟବସାୟୀମାନେ ବେଶ୍‌ ଦୁଇପଇସା ରୋଜଗାର କରୁଛନ୍ତି। ଜିଲାର ମହାକାଳପଡ଼ା ଅଞ୍ଚଳ ମହାନଦୀ, ପାଇକା, ଲୁଣା, ଚିତ୍ରୋତ୍ପଳା ଆଦି…

ଲାଞ୍ଚ ନେଇ ଧରାପଡିଲେ ଏଆରଆଇ

କେନ୍ଦ୍ରାପଡା,୨୫।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ନିକିରାଇ ରାଜସ୍ବ ସର୍କଲର ଏଆରଆଇ ଅଭିମନ୍ୟୁ ବେହେରା ଲାଞ୍ଚ ନେଇ ମଙ୍ଗଳବାର ଧରା ପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ଲାଞ୍ଚ ନେଇଥିବା ୧୨ ହଜାର ଟଙ୍କା ତାଙ୍କ ନିକଟରୁ ଉଦ୍ଧାର କରିଛି। ଏଥିସହିତ ଆରଇ…

ଜବରଦଖଲରେ ସହରାଞ୍ଚଳ ଜଳପଥ, ଜଳଧାରଣ କ୍ଷମତା ହରାଇଛି ଗୋବରୀ

କେନ୍ଦ୍ରାପଡ଼ା,୨୦ା୧୧ (ଜଗନ୍ନାଥ ଧଳ): ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀ ମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ…

ଦେଶ ସୁରକ୍ଷାରେ ଚିନ୍ତା ବଢ଼ାଉଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ

ମହାକାଳପଡ଼ା,୨୦ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶରେ ସୁରକ୍ଷା ଓ ଉପକୂଳ ଅଞ୍ଚଳରେ ବିଶେଷ କରି ବାଂଲାଦେଶୀ ଅନୁପ୍ରବେଶକାରୀ ଆଡ୍ଡା ଜମାଇବା ସହ ଦେଶ ପାଇଁ ବିପଦ ସୃଷ୍ଟି କରୁଛନ୍ତି। ୩ ଦିନ ପୂର୍ବରୁ ଜଗତ୍‌ସିଂହପୁର ଜିଲାରୁ କେତେଜଣ ବେଆଇନ ଭାବେ ବାଂଲାଦେଶୀ…

ବାର୍‌ହା ଉପଦ୍ରବ: ଚାଷୀ ହିଡ଼ମୁଣ୍ଡରେ ମଞ୍ଚା ବାନ୍ଧି ରାତି ଅନିଦ୍ରା

ମହାକାଳପଡ଼ା, ୧୯ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପାଚିଲା ଧାନ ଜମିରେ ବାର୍‌ହା ପଲ ଉପଦ୍ରବ କରୁଛନ୍ତି। ବାର୍‌ହା କ୍ଷେତରେ ପ୍ରବେଶ କରି ଧାନ ନଷ୍ଟ କରୁଥିବା ନେଇ ସ୍ଥାନୀୟ ଚାଷୀମାନେ ମୁଣ୍ଡରେ ହାତ ଦେଲେଣି। ବାର୍‌ହାଙ୍କୁ…

ଦଲାଲଙ୍କ କବ୍‌ଜାରେ ବାଲେଶ୍ୱରର ୧୦ ଶିଶୁଶ୍ରମିକ, ଧାନ କାଟିବାକୁ ଆସି…

ମହାକାଳପଡ଼ା,୧୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଧାନ କାଟିବା ଆରମ୍ଭ ହୋଇଛି। ଏହି ଅବସରରେ ଧାନ କାଟିବା ପାଇଁ ଶ୍ରମିକଙ୍କ ଅଭାବ ଯୋଗୁ ଲୋକେ ବାହାର ଜିଲାର ଶ୍ରମିକମାନଙ୍କୁ ଆଣି ଧାନକଟାରେ ନିୟୋଜିତ କରୁଛନ୍ତି। ଏହାର…

ଆଇନମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ…

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମୀକ୍ଷା ପରେ ଆଇନମନ୍ତ୍ରୀଙ୍କ ଏହି ସୂଚନା ଦେଇଛନ୍ତି।…

ରାତିରେ ପରିସ୍ରା କରିବାକୁ ଉଠିଥିଲେ ଯୁବକ, ଗୁଳିମାଡ଼ କଲେ ଗୋଚାଲାଣକାରୀ

କେନ୍ଦ୍ରପଡ଼ା,୧୪ା୧୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଗୋଚାଲାଣକାରୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ଧରାପଡ଼ି ଜେଲ୍‌ ଯାଉଥିଲେ ମଧ୍ୟ ଏହା ବନ୍ଦ ହେଉନାହିଁ। ଗୁରୁବାର ରାତିରେ ଏପରି ଏକ ଦୌରାତ୍ମ୍ୟ ଘଟଣା ସଦର ଥାନା ଗଣ୍ଡାକିଆ ନିକଟ ନରଣପୁର ଗ୍ରାମରେ…

ପ୍ରେମ ନିବେଦନ କରି ବନ୍ଧାହେଲେ କନ୍‌ଷ୍ଟେବଳ

ମାର୍ଶାଘାଇ,୧୩।୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଜଣେ ବିବାହିତା ମହିଳାଙ୍କୁ ବାରମ୍ବାର ପ୍ରେମ ନିବେଦନ କରିବା, ଅଶ୍ଳୀଳ ଭାଷାରେ ଗାଳିଗୁଲଜ ଓ ଜୀବନରେ ମାରିଦେବା ଆଦି ଧମକ ଦେବା ଅଭିଯୋଗରେ ଜଣେ କନ୍‌ଷ୍ଟେବଲଙ୍କୁ ବୁଧବାର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ପୋଲିସ ଗିରଫ ପରେ…

ମିଳୁନି ସୁନାଘାସ ନାଳିଆ: ଚିନ୍ତାରେ ବୁଣାକାର ପରିବାର

ମହାକାଳପଡ଼ା, ୧୨ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳ ନଦୀ ନାଳଘେରା ଜଙ୍ଗଲ ମଧ୍ୟରେ ପ୍ରଚୁର ପରିମାଣରେ ସୁନାଘାସ ନାଳିଆ ବିଲୁପ୍ତହେବାକୁ ବସିଲାଣି। ନାଳିଆ ଏକ ଶକ୍ତ ଘାସ, ଲୁଣା ହେନ୍ତାଳ ଜଙ୍ଗଲ ଅବକ୍ଷୟ ରୋକିବାରେ ସହାୟକ ହୋଇଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?