କେନ୍ଦ୍ରାପଡ଼ା

ବଦଳିବ ୫୫ ବର୍ଷର ପୁରୁଣା ବିଦ୍ୟୁତ୍‌ ତାର, ଶଙ୍ଖ, ଖୁଣ୍ଟ

ମହାକାଳପଡ଼ା, ୨୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌କୁ ୧୯୭୧ ମସିହାରେ ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ବୋର୍ଡ ପକ୍ଷରୁ ମାର୍ଶାଘାଇ କେନାଲ ବ୍ରିଜ୍‌ଠାରୁ ମହାକାଳପଡ଼ା-ଛପାଲି ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଣ କରାଯାଇଥିଲା। ୫୫ ବର୍ଷ ମଧ୍ୟରେ ବହୁ ଝଡ଼ତୋଫାନ ସହି ଏହି…

ନଦୀକୂଳରେ ବଉଳାକୁମ୍ଭୀର ବସା

ମହାକାଳପଡ଼ା,୨୩ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ନଦୀ ନାଳଘେରା ଅଞ୍ଚଳରେ ବହୁସଂଖ୍ୟାରେ କୁମ୍ଭୀର ଘୂରି ବୁଲୁଛନ୍ତି। ଅନେକ ସମୟରେ ଲୋକେ ନଦୀ ନାଳରେ ପ୍ରବେଶ କରିବା ଯୋଗୁ କୁମ୍ଭୀର ଆକ୍ରମଣରେ ଶିକାର ହୋଇ ଜୀବନ ଯାଉଛି। ସେହିପରି ମହାନଦୀ, ଚିତ୍ରୋତ୍ପଳା,…

ଫାଟିଲା ଲକ୍ଷ୍ମୀବରାହ ଜୀଉ ମନ୍ଦିର ଦଧିନଉତି: ଶ୍ରଦ୍ଧାଳୁ କହିଲେ…

ଆଳି,୨୧ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀଲକ୍ଷ୍ମୀବରାହ ଜୀଉ ମନ୍ଦିରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ସମାଧାନ ଦିଗରେ ମନ୍ଦିର ଟ୍ରଷ୍ଟ ନା ପ୍ରଶାସନିକ କଳ କେହି ଚେଷ୍ଟା କରୁନାହାନ୍ତି। ମନ୍ଦିରକୁ ଅଣଦେଖା କରାଯାଉଥିବାବେଳେ ଉନ୍ନତି…

ଦଦରା ଡଙ୍ଗାରେ ବିପଦପୂର୍ଣ୍ଣ ଯାତ୍ରୀ ପରିବହନ

ମହାକାଳପଡ଼ା, ୨୧ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ବହୁ ପୁରାତନ ଜମ୍ବୁ ଫେରିଘାଟରେ ବିପଦ ସଙ୍କୁଳ ଭାବେ ଦଦରା ଡଙ୍ଗାରେ ଯାତ୍ରୀ ପରିବହନ କରାଯାଉଛି। ଏହି ଘାଟ ଉପରେ ଜମ୍ବୁ ପଞ୍ଚାୟତର ୫ ହଜାର ଲୋକ…

ସମସ୍ୟା ସୃଷ୍ଟି କରୁଛି ୧୯୭୧ ମସିହା ବିଦ୍ୟୁତ୍‌ ଖୁଣ୍ଟ, ତାର, ଶଙ୍ଖ

ମହାକାଳପଡ଼ା, ୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ଅବିଭକ୍ତ କଟକ ଜିଲାର ମହାକାଳପଡ଼ା ଅଞ୍ଚଳରେ ୧୯୭୧ରେ ପ୍ରଥମ ଥର ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ବୋର୍ଡ ପକ୍ଷରୁ ଯୋଗାଣ ବ୍ୟବସ୍ଥା ହୋଇଥିଲା। ମାର୍ଶାଘାଇ କେନାଲ ବ୍ରିଜଠାରୁ ମହାକାଳପଡ଼ା-ଛପାଲିକୁ ସଂଯୋଗ କରାଯାଇଥିଲା। ସେ ସମୟରେ ସଂଯୋଗ କରାଯାଇଥିବା…

ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର, ଖରସ୍ରୋତା ଉପକୂଳବାସୀଙ୍କ ମନରେ ଛନକା

ଆଳି,୧୬ା୬: ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ…

ସାମୁଦ୍ରିକ କଟକଣା ହଟିଲା: ଡଙ୍ଗା ମଙ୍ଗ ପୂଜାର୍ଚ୍ଚନା ପରେ ମତ୍ସ୍ୟଜୀବୀଙ୍କ ସଜବାଜ

ମହାକାଳପଡ଼ା,୧୫।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସାଢ଼େ ୭ ମାସ ଅର୍ଥାତ୍‌ ୨୦୨୪ ନଭେମ୍ବର ପହିଲାରୁ ୨୦୨୫ ଜୁନ୍‌ ୧୫ ତାରିଖ ପର୍ଯ୍ୟନ୍ତ ସାମୁଦ୍ରିକ କଟକଣା ଜାରି କରାଯାଇଥିଲା। ରବିବାର ଏହି କଟକଣା ହଟିବ। ଏଥିପାଇଁ ଶନିବାର…

ଓଡ଼ିଶାରେ ଅବୈଧ ବାଂଲାଦେଶୀଙ୍କ ପାଇଁ ସତର୍କ ଘଣ୍ଟି, କଡା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କେନ୍ଦ୍ରପଡ଼ା ଜିଲାର ଉପକୂଳବର୍ତୀ ଅଞ୍ଚଳ ପରିଦର୍ଶନ ସମୟରେ ସେଠାରେ ଚାଲୁଥିବା ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକ ସମୟରେ, ମାଝୀ କେନ୍ଦ୍ରପଡ଼ାରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା ଏବଂ ବଳଦେବ…

କେନ୍ଦ୍ରାପଡ଼ାରେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା,୯ା୬: କେନ୍ଦ୍ରାପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ରାପଡ଼ା କଲେଜ ପଡ଼ିଆରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ। ଏହା ପରେ ସର୍କିଟ୍‌ ହାଉସ୍‌ରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ…

ମଧୁରଜଳ ପାଇଁ ଚାହିଁଛନ୍ତି ୬ ପଞ୍ଚାୟତ ଚାଷୀ

ମହାକାଳପଡ଼ା,୩/୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ଚାଷୀ ଓ ଚାଷର ବିକାଶ ପାଇଁ କେନ୍ଦ୍ର, ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଚାଷଜମିରେ ଜଳସେଚନର ପ୍ରମୁଖ ଭୂମିକା ରହିଛି। ହେଲେ ଜଳସେଚନ ପରି ମୌଳିକ ସୁବିଧା ସୁଯୋଗ ନ ଥିବାରୁ ଚାଷ କାମ ଆଗେଇ ପାରୁନାହିଁ ବୋଲି…

ସ୍ଥାନାନ୍ତର, ରିଲିଫ ଯୋଗାଣରେ ସୀମିତ ପରିଚାଳନା

କେନ୍ଦ୍ରାପଡ଼ା,୨ା୬ (ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟାକୁ ଇତିମଧ୍ୟରେ ୨୫ ବର୍ଷ ବିତିଛି। ପ୍ରତିବର୍ଷ ବନ୍ୟା ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରୁଥିବା କେନ୍ଦ୍ରାପଡ଼ା ଜିଲାବାସୀ ଏହି ମହାବାତ୍ୟାରେ ଧନଜୀବନ ହରାଇଛନ୍ତି। ଏହା ସତ୍ତ୍ୱେ ଏପରି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ପ୍ରଶାସକ…

ପରଲୋକରେ ‘ଜରି ମାଉସୀ’, ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ୍‌ରେ କଥା ହୋଇ ଚର୍ଚ୍ଚାରେ ଥିଲେ…

କେନ୍ଦ୍ରାପଡ଼ା,୧ା୬(ଜଗନ୍ନାଥ ଧଳ): ସୁସ୍ଥ ପରିବେଶ ଓ ଅଳିଆ ସାମଗ୍ରୀରୁ ହସ୍ତକଳାକୁ ଗୁରୁତ୍ୱ ଦେଇଥିବା କେନ୍ଦ୍ରାପଡ଼ା ଜିଲାର ବହୁ ଚର୍ଚ୍ଚିତ ବ୍ୟକ୍ତିତ୍ୱ କମଳା ମହାରଣା (୬୬)ଙ୍କର ଶନିବାର ରାତିରେ ମୃତ୍ୟୁ ହୋଇଛି। ଗତ ମେ’ ୨୮ରେ ଘରେ ଗୋଡ଼ ଖସିଯିବାରୁ ଆହତ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri