କେନ୍ଦ୍ରାପଡ଼ା ପୁଅ ଅଷ୍ଟ୍ରେଲିଆରେ ସମ୍ମାନିତ
କେନ୍ଦ୍ରାପଡ଼ା,୨ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବ୍ରହ୍ମପୁର ଗ୍ରାମର ପ୍ରଫେସର କମଳାକାନ୍ତ ଦାଶଙ୍କୁ ଅଷ୍ଟ୍ରେଲିଆର ମେଲବର୍ନସ୍ଥିତ ଭିକ୍ଟୋରିଆ ରାଜ୍ୟ ସଂସଦରେ ଶନିବାର ସମ୍ମାନିତ କରାଯାଇଛି। ସେ ହେଉଛନ୍ତି ଅନାମ ଚରଣ ଦାଶ ଓ ମନୋରମା ଦାଶଙ୍କ ଜ୍ୟେଷ୍ଠ ପୁତ୍ର। ପ୍ରଫେସର…
ପୁରୀ ପରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ବଢ଼ିଲା: ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ
ଡେରାବିଶ,୧।୯(ବେବର୍ତ୍ତା ଅଜୟ ଦାସ): ରାଜ୍ୟରେ ବାର୍ଡ ଫ୍ଲୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ପରେ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଏଭଳିସ୍ଥିତିରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ଆଶଙ୍କ…
ଭାଜପାର ସଦସ୍ୟତା କର୍ମଶାଳାରେ ମାରପିଟ: ପୁରୁଣାଙ୍କୁ ବାଡ଼େଇଲେ ନୂଆ
ରାଜନଗର, ୨୮ା୮(ଭାସ୍କର ରାଉତରାୟ):ନିର୍ବାଚନ ସରିବାର ଅଢ଼େଇ ମାସ ପରେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଭାଜପାରେ ଗଣ୍ଡଗୋଳ ଆରମ୍ଭ ହୋଇଛି। ନିର୍ବାଚନ ପରଠାରୁ ବିଭିନ୍ନ କାର୍ଯ୍ୟକ୍ରମ ସମାନ୍ତରାଳ ଭାବେ ଚାଲୁଥିବା ବେଳେ ମଙ୍ଗଳବାର ମାରପିଟ୍ ହୋଇଛି। ପୁରୁଣା କାର୍ଯ୍ୟକର୍ତ୍ତାଙ୍କୁ କାହିଁକି ସଦସ୍ୟତା…
ପ୍ରେମିକାଙ୍କୁ ଠକି ଦେଇଥିଲେ, ଆଉ ଏବେ
ରାଜକନିକା, ୨୮।୮(ରବୀନ୍ଦ୍ର କୁମାର ଦାସ/ସଞ୍ଜୟ କୁମାର ଦାଶ): ଜଣେ ଯୁବତୀଙ୍କୁ ବିବାହିତ ଯୁବକ ପ୍ରେମଜାଲରେ ଛନ୍ଦି ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିଲେ। ଏ ନେଇ ଅଭିଯୋଗ ପରେ ପୋଲିସ ଯୁବକ ଜଣଙ୍କୁ ରବିବାର ଗିରଫକରି ସୋମବାର କୋର୍ଟଚାଲାଣ କରିଛି।…
ଶ୍ରୀକୃଷ୍ଣଙ୍କ ଜନ୍ମ ଜନ୍ମଉତ୍ସବ: ଶ୍ରୀରାଧା ଶ୍ରୀ କୃଷ୍ଣ ବେଶରେ ଛାତ୍ରୀଛାତ୍ର
ପାଟଣା,୨୬।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଓ ତୁରୁମୁଙ୍ଗାସ୍ଥିତ ଶିଶୁ ବିଦ୍ୟାମନ୍ଦିର ସୋମବାର ଶ୍ରୀକୃଷ୍ଣଙ୍କର ଜନ୍ମଉତ୍ସବ ପାଳିତ ହୋଇଯାଇଛି । ତୁରୁମୁଙ୍ଗାରେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଚିତ୍ତରଞ୍ଜନ ମହାନ୍ତଙ୍କ ସଂଯୋଜନାରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ପାଲାଗାୟକ…
ଭିତରକନିକା ଜାତୀୟ ଉଦ୍ୟାନକୁ ୫୦ବର୍ଷ
ରାଜନଗର, ୨୬ା୮(ଭାସ୍କର ରାଉତରାୟ):ପ୍ରକୃତିର ଗନ୍ତାଘର ସୌନ୍ଦର୍ଯ୍ୟର ଅନନ୍ୟ ଗୌରବ ଗାଥା ପ୍ରକୃତିରାଣୀ ଭିତରକନିକା ଜାତୀୟ ଉଦ୍ୟାନ ଏବେ ୫୦ ବର୍ଷରେ ପାଦ ଥାପିଛି। ଏହି ସୁଦୀର୍ଘ ସମୟ ଭିତରେ ଭିତରକନିକା ଜାତୀୟ ଉଦ୍ୟାନ ବିଭିନ୍ନ କ୍ଷେତ୍ରରେ ଅଜସ୍ର ସ୍ମୃତି ସାଉଁଟି ସାରିଛି।…
ଫରାସୀ ପଣ୍ୟ ଜାହାଜର ଦୁର୍ଘଟଣାକୁ ୧୯୨ବର୍ଷ
ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ପୂର୍ବତଟ ହୁକିଟୋଲା-ମାଦଳି ମୁହାଣ ଅନତି ଦୂରର ବାଲି ଢିପ ଯୋଗୁ ୧୮୩୨ ମସିହାରେ ଫରାସୀ ନିର୍ମିତ ପଣ୍ୟ ବୋଝେଇ ଜାହାଜର ଦୁର୍ଘଟଣା ଘଟିଥିଲା। ଏହାକୁ ଏବେ ୧୯୨ ବର୍ଷ ବିତିଛି। ସୂଚନା…
ଗହୀରମଥାରେ ନୀଳରକ୍ତ କଙ୍କଡ଼ାଙ୍କ ଜିଓ ଟ୍ୟାଗିଂ ହେଲାନି
ମହାକାଳପଡ଼ା,୨୫ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବହୁଳ ମାତ୍ରାରେ ଦେଖାଯାଉଥିବା ବିରଳ ପ୍ରଜାତିର ନୀଳରକ୍ତ କଙ୍କଡ଼ା ବା ହର୍ସୁକ୍ରାବର ଜିଓ ଟ୍ୟାଗିଂ ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇନାହିଁ। ବାଲେଶ୍ୱର ଜିଲାରେ ଜିଓଲୋଜିକାଲ୍ ସର୍ଭେ ଅଫ୍…
ଏଆର୍ସିଏସ୍ଙ୍କୁ ଭେଟିଲେ ଚାଷୀ
ରାଜକନିକା,୨୧।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ରାଜକନିକା ବ୍ଲକରେ ଥିବା କଟକ ସେଣ୍ଟ୍ରାଲ କ୍ରେଡିଟ୍ କୋ-ଅପରେଟିଭ୍ ବ୍ୟାଙ୍କ ଲିଃ ଶାଖା ଅଧୀନରେ ୧୬ଟି ପ୍ରାଥମିକ କୃଷି ସମବାୟ ସମିତି ଲିଃ (ପାକ୍ସ) ଅବସ୍ଥାପିତ। ସମସ୍ତ ସମବାୟ ସମିତିରେ ଚାଷୀଙ୍କ ଟଙ୍କା ହେର୍ଫେର…
ଚାରିପୋଖରିଆ ଗାଁରେ ଝାଡ଼ାବାନ୍ତି ସ୍ଥିତି ବିଗୁଡୁଛି
ରାଜନଗର, ୨୧।୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ଭିତରଗଡ଼ ପଞ୍ଚାୟତ ଚାରିପୋଖରିଆ ଗାଁରେ ଶନିବାରଠାରୁ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଗାଁରେ ୨ଶହ ପରିବାର ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୦ରୁ ଊର୍ଦ୍ଧ୍ୱ ପରିବାର ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ଚିକିତ୍ସା…
୩ ବର୍ଷର ଶିଶୁ ବଞ୍ଚାଇଦେଲା ୨ ଭଉଣୀଙ୍କ ଜୀବନ
ରାଜନଗର,୨୦।୮(ଭାସ୍କର ରାଉତରାୟ):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ୍ ଡାଙ୍ଗମାଳ ପଞ୍ଚାୟତ ତ୍ରିଲୋଚନପୁର ଗାଁର ବାବୁରାମ ଗିରିଙ୍କ ୭ ବର୍ଷର ଝିଅ ଶୁଭଶ୍ରୀ ଓ ଦାଶରଥି ଗିରିଙ୍କ ୬ ବର୍ଷର ଝିଅ ବର୍ଷା ଘର ଆଗରେ ଥିବା ପୋଖରୀରେ ସାଙ୍ଗ ହୋଇ ଗାଧୋଉଥିଲେ। ପରିବାର…
ଚପଲ ଥୋଇ ଭରା ନଦୀକୁ ଡେଇଁ ପଡ଼ିଲେ ଯୁବକ
କେନ୍ଦ୍ରାପଡ଼ା,୧୭।୮: କେନ୍ଦ୍ରାପଡ଼ା ସଦର ଥାନା କରିଲୋପାଟଣା-ବସପୁର ସେତୁ ଉପରୁ ଲୁଣା ନଦୀକୁ ଡେଇଁ ପଡିଛନ୍ତି ଜଣେ ଯୁବକ। ନଦୀକୁ ଡେଇଁ ଯୁବକ ଜଣକ ନିଖୋଜ ହୋଇଯାଇଛନ୍ତି। ମିଳିଥିବା ସୂଚନା ମୁତାବକ, ଯୁବକ ଜଣକ ବସପୁର ପଟୁ ଆସି ବ୍ରିଜ ଉପରେ ଚପଲ…
Archives


