କେନ୍ଦ୍ରାପଡ଼ା

ବିଷ ପିଇ ଜୀବନ ହାରିଲେ ବୃଦ୍ଧ ଦମ୍ପତି, ହତ୍ୟା ଅଭିଯୋଗ ଆଣି ଝିଅ କହିଲେ…

କେନ୍ଦ୍ରାପଡ଼ା,୩୦ା୭: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ବଡ଼କୂଳ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ବୃଦ୍ଧ ଦମ୍ପତି ବିଷ ପିଇ ଜୀବନ ହାରିଦେଇଛନ୍ତି। ତେବେ ବୃଦ୍ଧାଙ୍କ ମୃତ୍ୟୁ ଗାଁରେ ହୋଇଥିବାବେଳେ ବୃଦ୍ଧଙ୍କ ମତ୍ୟୁ କଟକ ବଡ଼ ମେଡିକାଲରେ…

ନକଲି ଔଷଧ ନେଉଛି ଅକାଳରେ ଜୀବନ

ମହାକାଳପଡ଼ା,୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): ସରକାର ଗ୍ରାମାଞ୍ଚଳଗୁଡିକରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କରି ନିରାମୟ ଯୋଜନାରେ ମାଗଣାରେ ଔଷଧ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଖୋଲି ୧୨୦ ପ୍ରକାର ଔଷଧ ଯୋଗାଇ ଦେଉଛନ୍ତି।…

ପ୍ରେମିକଙ୍କ ଗଳାକାଟି ସ୍କୁଟିରେ ଫେରାର ହୋଇଗଲେ ପ୍ରେମିକା

କେନ୍ଦ୍ରାପଡ଼ା,୨୪।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅଧୀନ ହଜାରୀ ଛକରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ଗଳାକୁ ତାଙ୍କ ପ୍ରେମିକା କାଟି ଦେଇ ଫେରାର ହୋଇଯାଇଛନ୍ତି। ରାସ୍ତା ପାର୍ଶ୍ୱରେ ପଡିଥିବା ସେହି ଯୁବକଙ୍କୁ ପୋଲିସ…

ପଲ୍ଲୀ-ପିତାପାଟ ରାସ୍ତାରେ ଘାଇ: ଯାତାୟାତ ବାଧାପ୍ରାପ୍ତ

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ)-କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ଓ ପେଟଛେଲା ପଞ୍ଚାୟତକୁ ସଂଯୋଗ କରୁଥିବା ପଲ୍ଲୀ- ପିତାପାଟ କଣ୍ଟିଜୋରଠାରେ ଘାଇ ସୃଷ୍ଟି ହୋଇଛି ା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ା ପ୍ରତିଦିନ ସେହି ରାସ୍ତାରେ ସ୍ଥାନୀୟ ଶ୍ରମିକ ଓ…

କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ, ରାତିରେ ଘରୁ ବାହାରିବା ମୁସ୍କିଲ

ଭୁବନେଶ୍ୱର,୧୮ା୭: କେନ୍ଦ୍ରାପଡ଼ା ଜିଲାରେ ଚାଲିଥିବା ବନ୍ୟା ବିଭୀଷିକା ମଧ୍ୟରେ ଏବେ କୁମ୍ଭୀର ଭୟ ଲୋକଙ୍କୁ ଆତଙ୍କିତ କରିଛି। ବ୍ରାହ୍ମଣୀ ନଦୀର ପାଣି ଗାଁ ଭିତରକୁ ପଶିଯିବା ଯୋଗୁଁ ଚଉଦ କୁଲାଟ ଅଞ୍ଚଳରେ ବହୁ ସଂଖ୍ୟାରେ କୁମ୍ଭୀର ବୁଲୁଥିବା ଦେଖାଯାଇଛି। ଏହା ଫଳରେ…

କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ ଗୁରୁବାର ‘ବନ୍ଦ’ ପାଳନ କରାଯାଉଛି। ଏହାର ପ୍ରଭାବ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଦେଖିବାକୁ…

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ l ଗୋବିନ୍ଦପୁର ଗ୍ରାମର ସୁଦାମ ମିଶ୍ରଙ୍କ ଝିଅ ମଧୁସ୍ମିତା ମିଶ୍ର ଗୁରୁବାର ସକାଳେ…

ପୋଖରୀରେ ବୁଡ଼ିଗଲେ ଦଶମ ଶ୍ରେଣୀ ଛାତ୍ରୀ

ମହାକାଳପଡ଼ା,୧୬ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତ ହାଇସ୍କୁଲର ଜଣେ ଦଶମ ଶ୍ରେଣୀ ଛାତ୍ରୀ ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ସେ ତାଙ୍କ…

ପଞ୍ଚାୟତ ପ୍ରଶାସନ ଶୁଣିଲେନି: ଏକାଠି ହୋଇ ଘାଇ ବନ୍ଧାଇଲେ ମହିଳା

ମହାକାଳପଡ଼ା, ୧୫ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ ଗଁା ଗହଳିର ବିକାଶ ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ସୁନିଶ୍ଚିତ କରୁଛନ୍ତି। ହେଲେ ଏବେବି ଅନେକ ଗଁାରେ ବିକାଶର ଚିତ୍ର ବଦଳିନି। ୧୦ ହାତ ରାସ୍ତାର ଘାଇ ବନ୍ଧାଇବାକୁ…

ମହିଳାଙ୍କୁ ବଳାତ୍କାର ମାମଲା: ଜାମିନ ନାମଞ୍ଜୁର ପରେ ଜେଲ ଗଲେ ଶିକ୍ଷକ

ମହାକାଳପଡ଼ା,୧୨ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ସରକାରୀ ଶିକ୍ଷକ ରଞ୍ଜିତ ମଣ୍ଡଳ(୪୭) ଜଣେ ୩୯ ବର୍ଷୀୟା ମହିଳାଙ୍କୁ ବଳାତ୍କାର ମାମଲାରେ ଗିରଫ ହୋଇ ଶୁକ୍ରବାର କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର…

ବିଡିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ସରପଞ୍ଚ

ରାଜନଗର, ୧୦ା୭(ଭାସ୍କର ରାଉତରାୟ): ରାଜନଗର ବ୍ଲକରେ ଦୀର୍ଘଦିନ ହେବ କୌଣସି ଉନ୍ନୟନମୂଳକ କାର୍ଯ୍ୟ ହେଉନାହିଁ। ସରପଞ୍ଚମାନେ ପଞ୍ଚାୟତର ବିକାଶମୂଳକ କାର୍ଯ୍ୟ କରିଲେ ବି କୌଣସି ବିଲରେ ବିଡିଓ ଦସ୍ତଖତ କରୁ ନାହାନ୍ତି। ସରପଞ୍ଚ ଓ ସମିତି ସଭ୍ୟାସଭ୍ୟମାନେ ବିଡିଓଙ୍କୁ ଫୋନ କଲେ…

ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, ପୀଡ଼ିତାଙ୍କ ବୟାନ ରେକର୍ଡ ସହ ଡାକ୍ତରୀ ମାଇନା

ମହାକାଳପଡ଼ା,୧୦ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ଜଣେ ୩୯ ବର୍ଷିଆ ମହିଳାଙ୍କୁ ବତିଘର ଅଞ୍ଚଳର ଶିକ୍ଷକ ବଳାତ୍କାର କରିଥିବା ବୁଧବାର ଅଭିଯୋଗ ହୋଇଛି। ସରକାରୀ ଶିକ୍ଷକ ଜଣକ ହେଲେ ରଞ୍ଜିତ ମଣ୍ଡଳ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?