କେନ୍ଦ୍ରାପଡ଼ା

ସହରବାସୀଙ୍କୁ ଡେଙ୍ଗୁ, ମ୍ୟାଲେରିଆ ଭୟ

କେନ୍ଦ୍ରାପଡ଼ା,୨୫ା୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରରୁ ବାହାରୁଥିବା ବର୍ଜ୍ୟବସ୍ତୁ ଗୋବରୀ ନଦୀ ଓ କେନାଲରେ ପଡୁଛି। କେନାଲ ନବୀକରଣ ଅଦ୍ୟାବଧି ସରିନାହିଁ। ସହର ନିକଟ ନିର୍ମାଣ କାର୍ଯ୍ୟ ପାଇଁ ଜଳପଥକୁ ମାଟି ଦ୍ୱାରା ବନ୍ଧ ହୋଇଛି। ଅପରପକ୍ଷେ ବର୍ଷାଋତୁର ପ୍ରଭାବ ଆସନ୍ତା ସପ୍ତାହରୁ…

ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…

ପୁନରୁଦ୍ଧାର ଅପେକ୍ଷାରେ ଗୋବରୀ ନଦୀ

ପଟ୍ଟାମୁଣ୍ଡାଇ, ୨୪।୫ (କଳ୍ପତରୁ ନାୟକ):ଦିନ ଥିଲା ଗୋବରୀ ନଦୀ ପାଇଁ ୯ ପଞ୍ଚାୟତ ଶସ୍ୟ ଶ୍ୟାମଳା ହେଉଥିଲା। ପାଶର୍‌ବବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା। ଏଥିଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ…

ଜିଲାରେ ଗମନାଗମନ ବିକାଶ ଚିତ୍ର ଅସ୍ପଷ୍ଟ

କେନ୍ଦ୍ରାପଡ଼ା, ୨୪ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ବଡକୋଳିଖଳା ଗ୍ରାମରେ ଗତ ୨୧ ତାରିଖରେ ଅଗ୍ନିକାଣ୍ଡ ହୋଇଥିଲା। ଏଥିରେ ଗ୍ରାମର ୮ଟି ଘର ପୋଡିଯାଇଥିଲା। ସେହି ଗ୍ରାମକୁ ଅଦ୍ୟାବଧି ସେତୁ ନ ଥିବାରୁ ଦମକଳ ଯାଇପାରିଲା ନାହିଁ।…

ଭିନ୍ନକ୍ଷମଙ୍କ ଘରେ ତାଲା ପକାଇଲେ ପଡ଼ୋଶୀ

ଡେରାବିଶ,୨୨ା୫(ବେବର୍ତ୍ତା ଅଜୟ ଦାସ):ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ର କରି ଦୁଇ ପରିବାରଙ୍କ ମଧ୍ୟରେ ବିବାଦ ସୃଷ୍ଟି ହେବା ଓ ଜଣେ ଭିନ୍ନକ୍ଷମଙ୍କ ଘରେ ତାଲା ପକାଯିବା ପରେ ସେହି ପରିବାର ଲୋକେ ପାଲ ତଳେ ଆଶ୍ରୟ ନେବା ଘଟଣା ଡେରାବିଶ ଥାନା ଅଞ୍ଚଳରେ…

ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ

କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦% ଜିଲାବାସୀ ସରକାରୀ ସ୍ବାସ୍ଥ୍ୟସେବାକୁ ଚାହିଁ ବସିଥାନ୍ତି। ଏହି ମୌଳିକ ସୁବିଧା ତୃଣମୂଳସ୍ତରରେ ପହଞ୍ଚତ୍ବା କ୍ଷେତ୍ରରେ…

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳର ପ୍ରସ୍ତୁତି

କେନ୍ଦ୍ରାପଡ଼ା,୨୦ା୫(ଜଗନ୍ନାଥ ଧଳ): ରାଜ୍ୟର ଚତୁର୍ଥ ଓ ଦେଶର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ଜୁନ ୧ରେ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଜିଲାର ଲୋକସଭା ଆସନ ଓ ଏହା ଅନ୍ତର୍ଗତ ବିଧାନସଭା କ୍ଷେତ୍ରରେ ନିର୍ବାଚନ ତାତି ଜୋର…

ଅବାଧରେ ଚାଲିଛି ବାଲି,ମାଟି ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୨୦ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସୁଯୋଗରେ ଅନେକ କୋଟି ଟଙ୍କାର ଖଣିଜ ସମ୍ପଦ ଲୁଟ୍‌ ହେବାରେ ଲାଗିଛି। ପ୍ରଶାସନିକ ଅଧିକାରୀଙ୍କ ଜାଣତରେ ରାଜ୍ୟ ସରକାର ରାଜସ୍ବ ହରାଉଛନ୍ତି। ଏଥିରେ…

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ, ଭାଜପାରୁ ଲଳିତ କୁମାର ବେହେରା, ସମାଜବାଦୀ ପାର୍ଟିରୁ ପ୍ରଶାନ୍ତ କୁମାର ପାତ୍ର, ସ୍ବାଧୀନ…

ଉନ୍ନୟନ ନାଁରେ ବଳିପଡୁଛି ଗଛ, ବଢୁଛି ତାପମାତ୍ରା

ପଟ୍ଟାମୁଣ୍ଡାଇ,୧୯ା୫(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜନବସିତ ବୃଦ୍ଧି ସାଙ୍ଗକୁ ଉନ୍ନୟନ ନଁାରେ ଦୈନିକ ଶତାଧିକ ଗଛ ବଳିପଡୁଛି। ବିକାଶ ଆଳରେ ଦୈନିକ ବନ କ୍ଷୟ ହେଉଥିବାରୁ କ୍ରମଶଃ ଗଛ ସଂଖ୍ୟା କମି ପ୍ରତିକୂଳ ପ୍ରଭାବରେ ଜଳବାୟୁ ବିଗିଡି ତାପମାତ୍ରା ବଢୁଛି।…

ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ

କେନ୍ଦ୍ରାପଡ଼ା, ୧୯ା୫(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିଯୋଗୁ ଯୁବବର୍ଗଙ୍କୁ କର୍ମନିଯୁକ୍ତି ସହ ଜିଲାର ଅର୍ଥନୀତି ଚଳଚଞ୍ଚଳ ହୁଏ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଧରଣର ଶିଳ୍ପ ପାଇଁ ପ୍ରତ୍ୟେକ ଜିଲାରେ ପ୍ରଧାନମନ୍ତ୍ରୀ…

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୧୬୫। ବିଦ୍ୟାଳୟ ପାଇଁ କୁରୁଜଙ୍ଗାଠାରେ ନିର୍ମାଣାଧୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri