ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର
ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ ୩ ହଜାର ୫୯୫ ଟଙ୍କାର ସରକାରୀ ଅର୍ଥ ହଡ଼ପ କରିଥିବା ସାଙ୍ଘାତିକ ଅଭିଯୋଗ…
ମହାବାତ୍ୟାର ୨୭ ବର୍ଷ: ଯୁବକଙ୍କ ଆଖିଆଗରେ ଭାସି ଯାଇଥିଲେ ପାଣିଖିଆ ଗାଁ ୧୨ ଜଣ, ଏବେ ବି…
ମହାକାଳପଡ଼ା, ୨୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ମହାବାତ୍ୟାର କରାଳ ଦୃଶ୍ୟ ଏବେବି ଲୋକଙ୍କର ମନେପଡ଼େ। ଆଜିକୁ ୨୭ ବର୍ଷ ପୂର୍ବେ ସମୁଦ୍ରକୂଳିଆ ବାସିନ୍ଦାଙ୍କ ପାଇଁ ଏହା ଏକ କଳା ଦିନ ଥିଲା। କାହିଁକି ନା ଏହି…
ମହାବାତ୍ୟାକୁ ପୂରିଲା ୨୭ ବର୍ଷ: ଏବେବି ଜୀବନ୍ତ ହୋଇ ରହିଯାଇଛି ସେଦିନର କରାଳ ଦୃଶ୍ୟ
ରାଜନଗର,୨୯ା୧୦(ଭାସ୍କର ରାଉତରାୟ): ୧୯୯୯ ଅକ୍ଟୋବର ୨୯ର ମହାବାତ୍ୟା ଉପକୂଳବାସୀଙ୍କ ପାଇଁ ଦୁଃଖର ଦିନାଙ୍କ। ଏହି ଦିନର କାଳରାତ୍ରିରେ ମହାକାଳ ରଚିଥିଲା ମହାପ୍ରଳୟ। ୩୦୦ କିଲୋମିଟର ବେଗରେ ପବନ ସାଙ୍ଗକୁ ୨୫ ଫୁଟ ଉଚ୍ଚର ସମୁଦ୍ର ଜୁଆର ଆସି ଛାରକାର କରିଦେଇଥିଲା ଉପକୂଳର…
ମହାକାଳପଡ଼ା ବାୟା ବାବା କଲେଜ: ସୌମ୍ୟଜିତ ସଭାପତି, ସମ୍ପୂର୍ଣ୍ଣା ସମ୍ପାଦିକା ଭାବେ ଶପଥ ନେଲେ
ମହାକାଳପଡ଼ା, ୨୮।୧୦(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ସଦର ମହକୁମାସ୍ଥିତ ଶ୍ରୀ ଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚିତ ପ୍ରତିନିଧିମାନଙ୍କ ଶପଥ ଗ୍ରହଣ ଉତ୍ସବ ବୁଧବାର କଲେଜ ସଭାଗୃହଠାରେ ଆଡ଼ମ୍ବରପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଶପଥ ଗ୍ରହଣ…
ଡେରାବିଶ ବ୍ଲକ୍ରେ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସରକାରୀ ଅର୍ଥ ହଡ଼ପ: ସିନିୟର ଆସିଷ୍ଟାଣ୍ଟଙ୍କ ନାଁରେ ଅଭିଯୋଗ, ତଦନ୍ତ ପାଇଁ…
ଡେରାବିଶ, ୨୮।୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ରେ ଏକ ବଡ଼ଧରଣର ସରକାରୀ ଅର୍ଥ ହେରଫେର ଓ ଦୁର୍ନୀତିର ପର୍ଦ୍ଦାଫାଶ ହୋଇଛି। ବ୍ଲକ୍ରେ କାର୍ଯ୍ୟରତ ସିନିୟର ଆସିଷ୍ଟାଣ୍ଟ ଶଶିକାନ୍ତ ରଣା ୧ କୋଟି ୬ ଲକ୍ଷ ୩ ହଜାର ୫୯୫…
ଚାମେଲୀଙ୍କ ବିରୋଧରେ ଅନାସ୍ଥାକୁ ଅସିଦ୍ଧ ଘୋଷଣା କଲେ କୋର୍ଟ: ରହିଲା ସରପଞ୍ଚ ପଦ, ଚାମେଲୀ କହିଲେ…
ମହାକାଳପଡ଼ା/କଟକ,୨୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ/ପ୍ରଭୁକଲ୍ୟାଣ ପାଲ୍): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କୁ ହାଇକୋର୍ଟରୁ ମିଳିଛି ଆଶ୍ବସ୍ତି। ଚାମେଲୀଙ୍କ ବିରୋଧରେ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ନୋଟିସ୍କୁ ରଦ୍ଦ କରିଦେଇଛନ୍ତି ମାନ୍ୟବର କୋର୍ଟ। ଓଡ଼ିଶା ଗ୍ରାମପଞ୍ଚାୟତ ଆଇନ ଓ…
ଅର୍ଣ୍ଣବକୁ ନେଇ ସମୁଦ୍ର କୂଳିଆ ଗାଁରେ ଛନକା, ବିପଦରେ ପେଣ୍ଠ ପୁରୁଣା ପଥରବନ୍ଧ
ରାଜନଗର, ୨୮ା୧୦(ଭାସ୍କର ରାଉତରାୟ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଅର୍ଣ୍ଣବକୁ ନେଇ କେନ୍ଦ୍ରାପଡ଼ା ଜିଲାର ସମୁଦ୍ର କୂଳିଆ ଗାଁ ଗୁଡ଼ିକରେ ଛନକା ପଶିଛି। ଅଶାନ୍ତ ସମୁଦ୍ରର ଉଚ୍ଚ ଜୁଆର ଏବେ ପେଣ୍ଠ ଗାଁ ନିକଟରେ ପୂର୍ବରୁ ନିର୍ମାଣ ହୋଇଥିବା ପୁରୁଣା…
କାର୍ଯ୍ୟରତ ବିଦ୍ୟୁତ୍ କର୍ମଚାରୀଙ୍କ ଅସୁସ୍ଥତା ପରେ ମୃତ୍ୟୁ: ଟାଟା ପାୱାର ଅଫିସ୍ ଆଗରେ ମୃତଦେହ ରଖି ରାସ୍ତାରୋକ, କ୍ଷତିପୂରଣ ଦାବି
ମାର୍ଶାଘାଇ, ୨୭।୧୦ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଟାଟା ପାୱାର କମ୍ପାନୀର ଫ୍ରାଞ୍ଚାଇଜି ସଂସ୍ଥା ଅଧୀନରେ ହେଲପର ଭାବେ କାର୍ଯ୍ୟରତ ଜଣେ ବିଦ୍ୟୁତ୍ କର୍ମଚାରୀଙ୍କ କାର୍ଯ୍ୟକ୍ଷେତ୍ରରେ ଅସୁସ୍ଥ ହୋଇ ମୃତ୍ୟୁ…
ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ
ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା ଲଞ୍ଚଘୋଲା ଦ୍ବୀପରୁ ଉଦ୍ଧାର ହୋଇ ଗାଁକୁ ଫେରିଆସିଛନ୍ତି। ସୂଚନା ଯୋଗ୍ୟ, ୨୦ଜଣ କଙ୍କଡା…
ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…
ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର, କନ୍ଧମାଳ ଏବଂ କେନ୍ଦ୍ରାପଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି…
ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର
ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା ଦେବା ଫଳରେ କାରରେ ଯାତ୍ରା କରୁଥିବା ୫ ଜଣ ଯୁବକ ଗୁରୁତର ଭାବେ…
ନଦୀରେ ଭାସୁଥିଲା ମୃତ କୁମ୍ଭୀର, ବାହ୍ୟ ଅଂଶରେ ନାହିଁ କୌଣସି ଆଘାତ ଚିହ୍ନ, ଉଦ୍ଧାର ପରେ…
ମାର୍ଶାଘାଇ,୨୬ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବଡ଼କୁଳ ପଞ୍ଚାୟତ ଗୋପୀନାଥପୁର ଗ୍ରାମ ନିକଟରେ ଲୁଣାନଦୀରୁ ଏକ ମୃତ କୁମ୍ଭୀର ଜବତ କରାଯାଇଛି। ରବିବାର ପୂର୍ବାହ୍ନରେ ଗୋପୀନାଥପୁର ଗ୍ରାମର କେତେକ ଲୋକ କୁମ୍ଭୀର ନଦୀରେ ଭାସୁଥିବା ଦେଖି ବନ…

