ଅବହେଳିତ ଅବସ୍ଥାରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ
ପଟ୍ଟାମୁଣ୍ଡାଇ,୧୪ା୫ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ରାସ୍ତାଠାରୁ ଆରମ୍ଭ କରି ଡ୍ରେନ, ଟ୍ରାଫିକ୍, ଆଲୋକୀକରଣ, ସୌନ୍ଦର୍ଯ୍ୟକରଣ, ପରିମଳ ବ୍ୟବସ୍ଥା ଆଦି ଅବ୍ୟବସ୍ଥିତ ଓ ପ୍ରହସନ ପାଲଟିଛି। ଏସବୁ ପ୍ରସଙ୍ଗକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅର୍ଥ ହେରଫେର…
ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ
କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇ ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି,…
ଜୁଆର ଉଠିଲେ ଘରେ ପଶୁଛି ପାଣି
କେନ୍ଦ୍ରାପଡ଼ା,୧୨ା୫ (ଜଗନ୍ନାଥ ଧଳ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି ା ବୈଠକରେ ଚିରାଚରିତ ଢ଼ଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା…
ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍
ପଟ୍ଟାମୁଣ୍ଡାଇ,୧୨ା୫ (କଳ୍ପତରୁ ନାୟକ)ରାଜ୍ୟର ଅନ୍ୟ ବ୍ଲକ ଓ ମ୍ୟୁନିସିପାଲଟି ଯେଉଁ ପରି ଭାବେ ବିକାଶ ହୋଇଚାଲିଛି ତାହା ପଟ୍ଟାମୁଣ୍ଡାଇରେ ପରିଲକ୍ଷିତ ହେଉନାହିଁ। ଗତ କିଛି ବର୍ଷ ହେବ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍ ହୋଇପଡିଛି। ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ ଏହା ଫଳପ୍ରଦ…
କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା
ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ ତାଙ୍କର ୨୫ ଇଞ୍ଚର କେଶ ଦାନ କରିଛନ୍ତି। ସେ ଜଣେ ଗୃହିଣୀ। ସେ ତାଙ୍କ…
ପି.ଆର୍. ସର୍ବଜିତ ଆଇଏଫ୍ଏସ୍ ପରୀକ୍ଷାରେ ୧୦୪ ର଼୍ୟାଙ୍କ୍
ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟନଗର ଗ୍ରାମର ମେଧାବୀ ଛାତ୍ର ପି.ଆର୍. ସର୍ବଜିତ ୨୦୨୩ରେ ସର୍ବଭାରତୀୟ ସ୍ତର ଭାରତୀୟ ବନ ସେବା ପରୀକ୍ଷାରେ ୧୦୪ତମ ସ୍ଥାନ ଅଧିକାର କରିଥିବା ପରିବାର ସୂତରୁ କୁହାଯାଇଛି। ମିଳିଥିବା ସୂଚନା ଅନୁସାରେ…
କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ
ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ ଏଣ୍ଡର ପଞ୍ଚାୟତ ଏଣ୍ଡର ଗ୍ରାମ ନିକଟ ୪୦ହେକ୍ଟର ଚାଷ ଜମି ଜଳମଗ୍ନ…
ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ
ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିଥିଲେ। ଏହି ଆଇନ ବଳରେ ଓଡ଼ିଶାର ସାଢ଼େ ୪…
ଜଳସ୍ତର କମି ୧୫ ଫୁଟ୍ ଜାଗାରେ ୬୫ ଫୁଟ୍ ହେଲାଣି
ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି ଉପୁଜିଲାଣି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ କେଉଁଠି ପାଇପ ଜଳ ଯୋଗାଣ ଫେଲ୍ ମାରିଛି…
ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ
କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି।…
କାଲିର ବିରୋଧୀ ଆଜି ଭାଇ-ଭାଇ
ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି ପୁଣି ଥରେ ପ୍ରାର୍ଥୀ କରିଛି। ଅପରପକ୍ଷରେ କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ ଓ ଭାଜପାରୁ…
ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ
କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ…
Archives


