Odisha Elections 2024

କେନ୍ଦ୍ରାପଡ଼ା

ଧର୍ମାନ୍ତରୀକରଣ: ମା’ ନାଁରେ ଅଭିଯୋଗ ଆଣିଲେ ସନ୍ତାନ

ରାଜନଗର, ୧୯ା୬ (ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲାର ରାଜନଗର ଅଞ୍ଚଳରେ ଦୀର୍ଘଦିନର ନୀରବତା ପରେ ପୁଣି ଧର୍ମାନ୍ତରୀକରଣ ଘଟଣାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏ ନେଇ ରବିବାର ସନ୍ଧ୍ୟାରେ ରାଜନଗର ଥାନାରେ ପୃଥକ୍‌ ପୃଥକ୍‌ ଭାବେ ୨ଟି...

ବାପଘରେ ଭାଉଜଙ୍କୁ ଦିଅରଙ୍କ ଆକ୍ରମଣ

ଡେରାବିଶ,୧୯ା୬ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ବସପୁର ପଞ୍ଚାୟତ ଅନ୍ତର୍ଗତ ହାଟବାଣପୁର (ଜହ୍ନିମୂଳ) ଗାଁରେ ପାରିବାରିକ ଗଣ୍ଡଗୋଳକୁ ନେଇ ରବିବାର ନୃସିଂହ ଚରଣ ସାହୁଙ୍କ ଝିଅ ଜିନମୟୀଙ୍କୁ ତାଙ୍କ ଦିଅର ରମାକାନ୍ତ ସାହୁ...

ଭିତରକନିକାରେ କୁମ୍ଭୀର ବଂଶ ବୃଦ୍ଧି ରୋକିବାକୁ ଗୁରୁତ୍ୱ

କେନ୍ଦ୍ରାପଡ଼ା, ୧୮ା୬(ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗ୍ରାମର ଅଶୋକ କୁମାର ଆଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ(୧୦)ଙ୍କୁ ବ୍ରାହ୍ମଣୀ ନଦୀ ଘାଟରେ ଗତ ୧୪ ତାରିଖରେ କୁମ୍ଭୀର ଠାଣି ନେଲା। ଏହି ସ୍ଥାନ ଜାତୀୟ ଉଦ୍ୟାନ ଭିତରକନିକା...

ଅନିଶ୍ଚିତତା ଘେରରେ ଛପାଲି ପ୍ରାଇମେରୀ ବିଦ୍ୟୁତ୍‌ ସବ୍‌ଷ୍ଟେଶନ

ମହାକାଳପଡ଼ା,୧୭ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ) କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନିକଟ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ବନ୍ଧ ନିକଟ ଛପାଲି-ପ୍ରଭାକରପୁର ପାଖରେ ୧୦ବର୍ଷରୁ ଅଧିକ ହେବ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ଛପାଲି ପ୍ରାଇମେରୀ ବିଦ୍ୟୁତ୍‌ ସବ୍‌...

ବସୁନ୍ଧରା ଯୋଜନାରେ ଦୁର୍ନୀତିର ଛିଟା

କେନ୍ଦ୍ରାପଡ଼ା,୧୭ା୬(ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ମାର୍ଚ୍ଚ ଶେଷ ସୁଦ୍ଧା ବସୁନ୍ଧରା ଯୋଜନାରେ ମୋଟ ୪୪୮.୯୬୨ ଏକର ପତିତ ଜମିର ପଟ୍ଟା ୫,୪୨୧ ଜଣଙ୍କୁ ପ୍ରଦାନ କରାଯାଇଛି। ଏହି ଯୋଜନାରେ ରାଜକନିକା ଓ ମହାକାଳପଡ଼ା ତହସିଲ ଅଞ୍ଚଳର ସର୍ବାଧିକ...

ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅବାଧ ଗଛକଟା

କେନ୍ଦ୍ରାପଡ଼ା, ୧୬ା୬ (ଜଗନ୍ନାଥ ଧଳ): ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଜ୍ୟବସ୍ତୁ, ଯାନବାହନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି। ସମ୍ଭାବ୍ୟ ପରିସ୍ଥିତିକୁ ନେଇ ବିଶ୍ୱବ୍ୟାପୀ ସମ୍ମିଳନୀ ହେବା ସହ ପ୍ରତି ଦେଶ...

ରଜରେ ପୂଜା ପାଆନ୍ତି ମୁଣ୍ଡ ନ ଥିବା ଗୋପୀନାଥ

କେନ୍ଦ୍ରାପଡ଼ା,୧୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରର ତଳବାରଙ୍ଗସ୍ଥିତ ମୁଣ୍ଡକଟା ଗୋପୀନାଥଙ୍କ ୩ ଦିନିଆ ମହୋତ୍ସବ ବୁଧବାରଠାରୁ ଆରମ୍ଭ ହୋଇଛି। ଭଜନ କୀର୍ତ୍ତନ ସହ ପୂଜା ଆରାଧନାରେ ପୀଠରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏଠାକାର ବିଶେଷତ୍ୱ ହେଉଛି, ମୁଣ୍ଡ ନ...

ଗଜା ମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା, ୧୫।୬(ଜଗନ୍ନାଥ ଧଳ) ବୁଧବାର ରଜପର୍ବ ଆରମ୍ଭ ହୋଇଛି। ଓଡ଼ିଶାକୁ ମୌସୁମୀ ପ୍ରବାହ ବିଳମ୍ବ ଯୋଗୁ କେନ୍ଦ୍ରାପଡ଼ା ଜିଲାର ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ ା ଆଗାମୀ ଦିନରେ ଲଗାତର ଭାବେ ବର୍ଷା ନ ହେଲେ ଖରିଫ...

ନାବାଳକଙ୍କୁ ଟାଣିନେଲା କୁମ୍ଭୀର, କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ପଟ୍ଟାମୁଣ୍ଡାଇ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କୁ କୁମ୍ଭୀର ଟାଣିନେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ନାବାଳକ ହେଉଛନ୍ତି ଅଶୋକ ଅଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ...

ଅର୍ଥକରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ...

ନୂଆହାଟ ପାଟ ଚାଷୀଙ୍କ ଦୁଃଖ ପାଲଟିଛି

ଡେରାବିଶ, ୧୪ା୬ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ତହସିଲ ଅଧୀନ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ନୂଆହାଟ ପାଟ ଚାଷୀଙ୍କ ପାଇଁ ଦୁଃଖ ପାଲଟିଛି। ଏହି ପାଟରେ ଥିବା ଚାଷଜମିରେ ବର୍ଷବର୍ଷ ଧରି ଫସଲ ନ ହେବା ଚାଷୀଙ୍କ ଦୁଃଖକୁ ଦ୍ୱିଗୁଣିତ କରିଛି।...

ସାନ ଭାଇର କଟୁରୀ ଚୋଟରେ ବଡ ଭାଇଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ,୧୩।୬(ଡି.ଏନ୍‌.ଏ.): ସାନ ଭାଇର କଟୁରୀ ଚୋଟରେ ବଡ ଭାଇଙ୍କ ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଷଣ୍ଢପଲ୍ଲୀ ଗ୍ରାମରେ । ମୃତକ ହେଲେ ଅନୁପମ ବେହେରା (୪୧ ) । ପାରିବାରିକ ସମସ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri