କେନ୍ଦ୍ରାପଡ଼ା

ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ

କେନ୍ଦ୍ରାପଡ଼ା,୧୭।୩: ଓଡ଼ିଶା ଭିଜିଲାନ୍ସ,କେନ୍ଦ୍ରାପଡ଼ା ଜିଲାର ରାଜକନିକାର ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ-କମ୍-ସହାୟକ କର୍ମଚାରୀ ମହମ୍ମଦ ଫିରୋଜ ଖାନଙ୍କୁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ଖାନ ଅଭିଯୋଗକାରୀଙ୍କଠାରୁ ୧.୯୩ ଲକ୍ଷ ଟଙ୍କାର ବିଲ୍…

ଭିତରକନିକାରେ ୪ ପ୍ରଜାତିର ୫୦୫ ଡଲ୍‌ଫିନ୍‌

ରାଜନଗର, ୧୨ା୩(ଭାସ୍କର ରାଉତରାୟ):ଚଳିତ ବର୍ଷ ଡଲ୍‌ଫିନ୍‌ ଗଣନା ରିପୋର୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏହି ଅନୁଯାୟୀ ସାରା ଓଡ଼ିଶାରେ ୭୧୦ଟି ଦେଖିବାକୁ ମିଳିଛି। କେବଳ ଭିତରକନିକରେ ୪ ପ୍ରଜାତିର ୫୦୫ଟି ଡଲ୍‌ଫିନ୍‌ ଚିହ୍ନଟ କରାଯାଇଛି। ୨୦୨୪ ରେ ୫୦୨ଟି ଡଲ୍‌ଫିନ୍‌ ଥିବାବେଳେ…

ଅନ୍ତର୍ଜାତୀୟ ମହିଳା ଦିବସ: ସସ୍ମିତାଙ୍କ ଦେହରେ ଏବେ ବି ରହିଛି ପୋଲିସ ଗୁଳି

କେନ୍ଦ୍ରାପଡ଼ା,୮ା୩ (ଜଗନ୍ନାଥ ଧଳ): ୨୦୧୫ ବିଶ୍ୱ ମହିଳା ଦିବସକୁ ଇତିମଧ୍ୟରେ ୧୦ ବର୍ଷ ପୂରିଛି। ଏହିଦିନରେ ମଦ ବିରୋଧରେ ଆନ୍ଦୋଳନରତ ମହିଳାଙ୍କୁ ପୋଲିସ ଗୁଳିମାଡ଼ ଘଟଣା କେନ୍ଦ୍ରାପଡ଼ା ଜିଲାରେ ଏବେ ବି ତାଜା ରହିଛି। ଯନ୍ତ୍ରଣା ସତ୍ତ୍ୱେ ମହିଳାମାନେ ମଦ ବିରୋଧରେ…

ହଟିବ ବେଆଇନ ବିଜ୍ଞାପନ

ପଟ୍ଟାମୁଣ୍ଡାଇ,୮ା୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଘରୋଇ ପ୍ରଚାରପତ୍ର ଓ ବେଆଇନ ବିଜ୍ଞାପନ ହୋର୍ଡିଂ ଛାଇହୋଇଯାଇଛି। ସହରର ରାସ୍ତା ପାର୍ଶ୍ୱରେ ଏଭଳି ସ୍ଥିତି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜୁଛି। ରାସ୍ତାପାଶର୍‌ବରେ ଲାଗିଥିବା ବଡ଼ ବ୍ୟାନର ଓ ହୋର୍ଡିଂଗୁଡ଼ିକ ଚାଳକମାନଙ୍କୁ…

ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ

ରାଜନଗର,୭।୩(ଭାସ୍କର ରାଉତରାୟ): ଗହୀରମଥାରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଛି। ଦୁଇ ଦିନ ମଧ୍ୟରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡା ଦେଇସାରିଛନ୍ତି। ଏହି ପ୍ରକିୟା ଆଉ ୨ରୁ ୪ ଦିନ ଚାଲିବ। ପାଗ…

ପୁଣି ବାରିମୂଳ ଆଶ୍ରମକୁ ଫେରିବେ Sarathi Baba! ହାଇକୋର୍ଟ କହିଲେ…

କଟକ,୫।୩: ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ ସାରଥି Sarathi। କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟ ସାରଥୀଙ୍କ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି। ୨ ମାସକୁ କେବଳ ଥରେ କେନ୍ଦ୍ରାପଡ଼ା ବାରିମୂଳ…

ପୋଖରୀରୁ ୨ ଛାତ୍ରଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ମହାକାଳପଡ଼ା,୫।୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ମାର୍ଶାଘାଇ ଥାନା ଅନ୍ତର୍ଗତ ସ୍ଥାନୀୟ ଖୁରୁସିଆ ପଞ୍ଚାୟତ ମା’ ବ୍ରହ୍ମାଣି ପୀଠ ପରିସର ପୋଖରୀରେ ଦୁଇ ଛାତ୍ରମାନଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ମୃତ ଦୁଇ ସପ୍ତମ ଶ୍ରେଣୀ ଛାତ୍ର ନିକଟ…

ମାଦଳୀ ମୁହାଣରେ ବଢୁଛି ଅନୁପ୍ରବେଶ

ମହାକାଳପଡ଼ା,୫ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ହୁକିଟୋଲା-ମାଦଳୀ ମୁହାଣରେ ବେଆଇନ ଭାବେ ସ୍ଥାନୀୟ କଙ୍କଡ଼ା ଧରାଳି ଓ ମତ୍ସ୍ୟଜୀବୀଙ୍କ ଆଡ୍ଡା ବଢୁଛି। ବନ ବିଭାଗ ପକ୍ଷରୁ ମାଦଳୀଠାରେ ଅସ୍ଥାୟୀ କ୍ୟାମ୍ପ୍‌ କରାଯାଇ…

ଡିଜିଟାଲ ଯୁଗରେ ହଜିଗଲାଣି କୌଳିକ ବୃତ୍ତି: ଓଡ଼ିଆ ଅସ୍ମିତାର ଝଲକ କେନ୍ଦରା ଗୀତ

ମହାକାଳପଡ଼ା, ୫ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):ଓଡ଼ିଶାର କଳା ସଂସ୍କୃତି ପରମ୍ପରା ମହାନ୍‌। ପ୍ରାଚୀନ ଲୋକକଳା ବୃତ୍ତିକୁ ବଞ୍ଚାଇ ରଖିବା ପାଇଁ ଡିଜିଟାଲ ଯୁଗରେ ଚାଲିଛି ସଂଗ୍ରାମ। ବୟସର ଅପରାହ୍ନରେ ଚମ ଧୁଡୁଧୁଡୁ ଶରୀରରେ ପାଦକୁ ଅବିଶ୍ରାନ୍ତ ନାହିଁ। କେନ୍ଦରାର ସୁମଧୁର ସୁର ଆଗରେ…

କେନ୍ଦ୍ରାପଡାରେ ସୀମା ଟପିଲା ବର୍ବରତା: ରାସ୍ତାରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିଲେ, ଭାଇରାଲ ହେଉଛି ଭିଡିଓ

କେନ୍ଦ୍ରାପଡା,୪।୩ (ଜଗନ୍ନାଥ ଧଳ): ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ଼ ମାରିଲେ ଯୁବକ। ଏଭଳି ଅଭାବନୀୟ ଘଟଣା କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କପାଳେଶର ପଞ୍ଚାୟତର ସମଲପୁର ଗାଁରେ ଘଟିଛି। ମହିଳାଙ୍କୁ ଉଲଗ୍ନ କରି ମାଡ଼ ମରାଯିବାର ଭିଡିଓ ଭାଇରାଲ…

କପି ଚେକ୍ କରିବା ବାହାନାରେ ଏଠି ସେଠି ହାତ ମାରୁଥିଲେ ଶିକ୍ଷକ; ହାରାସ ହୋଇ ଆତ୍ମହତ୍ୟା କଲେ ଯୁକ୍ତ ଦୁଇ ଛାତ୍ରୀ

କେନ୍ଦ୍ରାପଡ଼ା,୨।୩: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ କଲେଜର ଜଣେ ଯୁକ୍ତ ୨ ଛାତ୍ରୀ ଜଣେ ଅଧ୍ୟାପକଙ୍କ ଦ୍ୱାରା ନିର୍ଯାତିତ ହେବା ପରେ ଆତ୍ମହତ୍ୟା କରିଛନ୍ତି। ଏହି ଗୁରୁତର ଅଭିଯୋଗ ଆଣିଛନ୍ତି ଛାତ୍ରୀଙ୍କ ମାଆ। ସେ ପରୀକ୍ଷା ନିରୀକ୍ଷକଙ୍କ ଉପରେ ପରୀକ୍ଷା କେନ୍ଦ୍ରରେ ଅନୁପଯୁକ୍ତ…

ଦାଦନ ଯାଇ ଫେରିନି ପୁଅ, ୪ ଦିନ ହେଲା ଘରେ ଜଳିନି ଚୁଲି

ମହାକାଳପଡ଼ା,୨ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ରାମନଗର ପଞ୍ଚାୟତ ବାହାକୁଦ ଗାଁର ପ୍ରହଲ୍ଲାଦ ବେହେରାଙ୍କ ପୁଅ ଅକ୍ଷୟ ଓରଫ ବୁଲୁ(୨୦) ନିଖୋଜ ଥିବା ନେଇ ଶନିବାର ଲିଖିତ ଅଭିଯୋଗ ହୋଇଛି। ଏହାକୁ ନେଇ ୪ଦିନ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?