କେନ୍ଦ୍ରାପଡ଼ା

ପଟ୍ଟାମୁଣ୍ଡାଇରେ ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା

ପଟ୍ଟାମୁଣ୍ଡାଇ, ୨୫ା୨(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଞ୍ଚଳରେ ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅସହାୟ ବୃଦ୍ଧାବୃଦ୍ଧ ଓ ଅଚିହ୍ନା ଅଜଣା ରୋଗୀ ଉପେକ୍ଷିତ ହୋଇ ଅଭିଶପ୍ତ ଜୀବନଯାପନ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ…

ବାଂଲାଦେଶ, ପଶ୍ଚିମବଙ୍ଗ ଢାଞ୍ଚାରେ ବଢୁଛି ବାଲ୍ୟବିବାହ

ମହାକାଳପଡ଼ା, ୨୫ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ଦିନକୁଦିନ ବାଲ୍ୟବିବାହ ବୃଦ୍ଧିପାଉଛି। ଏଥିପ୍ରତି ବିଭାଗ ଲୋକଙ୍କୁ ସଚେତନ କରୁନାହିଁ। ଫଳରେ ସଚେତନା ଅଭାବ, ନିରକ୍ଷର ଓ ଦାରିଦ୍ର୍ୟ ବାଲ୍ୟବିବାହର କାରଣ ସାଜିଛି। ବିଶେଷକରି ଅଞ୍ଚଳର ମଠ,…

ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌; ସ୍ତ୍ରୀ ମୃତ, ସ୍ବାମୀ, ପୁଅ ଆହତ

କେନ୍ଦ୍ରାପଡା,୨୪ା୨ (ଜଗନ୍ନାଥ ଧଳ): କଟକ ଚାନ୍ଦବାଲି ରାଜ୍ୟ ରାଜପଥ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ତିନିମୁହାଣୀ ନିକଟସୁ ଚଟିପୋଲ ଠାରେ ସୋମ‌ବାର ଏକ ସଡକ ଦୁର୍ଘଟଣା ହୋଇଛି। ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କ ଉପରେ ହାଇୱା ଚଢ଼ିଯିବା ପରେ ଘଟଣାସ୍ଥଳରେ ତାଙ୍କର…

ବଜ୍ରପାତ ନେଲା ମହିଳାଙ୍କ ଜୀବନ

ମହାକାଳପଡ଼ା,୨୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ସୁନୀତି ପଞ୍ଚାୟତ ଗୋଚ୍ଛାୟତପଡ଼ାରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅଞ୍ଜନା ମଣ୍ଡଳ(୪୦)। ସେ ଘର ପାଖରେ କାମ କରୁଥିବା ବେଳେ…

ବଡ଼ ଭଉଣୀ ପ୍ରତି ହେଉଥିବା ଅସଦାଚରଣ ଦେଖିଦେବାରୁ ସାନଭାଇଙ୍କୁ ହତ୍ୟା

ରାଜକନିକା,୨୩।୧(ସଞ୍ଜୟ କୁମାର ଦାଶ): ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯିବା ଦେଖିଦେବାରୁ ତାଙ୍କ ସାନଭାଇଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ଏହାପରେ ଏହାକୁ ଆତ୍ମହତ୍ୟାର ରୂପ ଦିଆଯାଇଛି ା ଏଭଳି ଅଭିଯୋଗ ଆଣିଛନ୍ତି ପୀଡିତା ବଡଭଉଣୀ। ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା…

KIIT ଛାତ୍ରୀ ମୃତ୍ୟୁ ମାମଲା: ବିଚାର ବିଭାଗୀୟ ତଦନ୍ତ ଦାବି କଲା ସିପିଆଇ(ଏମ୍‌)

କେନ୍ଦ୍ରାପଡ଼ା, ୨୧ା୨ (ଜଗନ୍ନାଥ ଧଳ): ସିପିଆଇ(ଏମ୍‌) କେନ୍ଦ୍ରାପଡ଼ା ଜିଲା ଶାଖା କମିଟି ପକ୍ଷରୁ KIITଛାତ୍ରୀ ମୃତ୍ୟୁ ମାମଲାରେ ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଏହି ସମ୍ପର୍କରେ…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ…

ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣୁଥିବା ବୋଲେରୋ ଓଲଟିଲା, ଆଉ ତା’ ପରେ…

କେନ୍ଦ୍ରାପଡ଼ା,୨୧ା୨: ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣି ଆସୁଥିବା ଏକ ବୋଲେରୋ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ସାମାନ୍ୟ…

ଜିଲାର ମୁଖ୍ୟ ଜୀବିକାରେ ଜଳସେଚନ ବାଧକ

କେନ୍ଦ୍ରାପଡ଼ା, ୨୧ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ୬୯ ପ୍ରତିଶତ ଅଧିବାସୀ କୃଷି ଅର୍ଥନୀତି ଉପରେ ନିର୍ଭରଶୀଳ। ପରିବାର ପ୍ରତିପୋଷଣ ପାଇଁ ଜିଲାବାସୀ ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ ଥିବାବେଳେ ଚାଷ ଜମିର ଜଳସେଚନ ଓ ନିଷ୍କାସନ ପରିଚାଳନା ବାଧକ ହୋଇଛି।…

ଲୁଣାଟାଙ୍ଗରା ଭୂଇଁରେ ଫଳୁଛି ଦେଶୀ ବିଦେଶୀ ଫଳ

ମହାକାଳପଡ଼ା,୨୧ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କିଛି ନୂଆ କରିବାର ଇଚ୍ଛା ଥିଲେ ଆପେ ଆପେ ବାଟ ଦେଖାଯାଏ। ନିଜର ନିଷ୍ଠା, ଏକାଗ୍ରତା ଓ ଇଚ୍ଛାଶକ୍ତି ଥିଲେ ଅସମ୍ଭବ ବି ସମ୍ଭବ ହୋଇପାରେ। ଲୁଣା ଅଞ୍ଚଳ ଟାଙ୍ଗରା ଭୂଇଁରେ ଦେଶୀ ଓ ବିଦେଶୀ ଫଳ…

ଋଷିକୁଲ୍ୟା ପରେ ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ ଆରମ୍ଭ: ଅଣ୍ଡା ସଂଗ୍ରହ କଲା ବନ ବିଭାଗ

ରାଜନଗର, ୧୮ା୨( ଭାସ୍କର ରାଉତରାୟ ): ଅଲିଭ୍‌ ରିଡଲେ କଇଁଛଙ୍କ ଅନ୍ତୁଡିଶାଳ ରୂପେ ପରିଚିତ ଗହୀରମଥାରେ ବିକ୍ଷିପ୍ତ ଭାବେ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗହୀରମଥାର ନାସୀ-୨, ପେଣ୍ଠ, ଜଉଡିଆ, ହବାଳିଖଟି ଆଦି ସ୍ଥାନରେ ଅଲିଭ୍‌ ରିଡ୍‌ଲେ କଇଁଛ ବିକ୍ଷିପ୍ତ ଭାବେ…

ଶିଳ୍ପ ପ୍ରତିଷ୍ଠା ଭାବାବେଗ ନିର୍ବାଚନ ପ୍ରତିଶ୍ରୁତି ପାଲଟିଛି

କେନ୍ଦ୍ରାପଡ଼ା, ୧୮। (ଜଗନ୍ନାଥ ଧଳ): ଭୁବନେଶ୍ୱରଠାରେ ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ମେକ୍‌ ଇନ୍‌ ଓଡ଼ିଶା ଷ୍ଟାମ୍ପରେ ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହା ଆୟୋଜିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?