ତାତି ବଢ଼ାଉଛି ଇଟାଭାଟି ନିଆଁ, ଧୂଆଁ
ପଟ୍ଟାମୁଣ୍ଡାଇ,୮ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଲକ୍ଷାଧିକ ବେଆଇନ ଇଟା ପୋଡ଼ା ଚାଲିଥିବା ବେଳେ ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି କରାଇବାରେ ଲାଗିଛି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଇଟାଭାଟିର ନିଆଁ ଝାସ…
ଜଙ୍ଗଲ ଭିତରେ ଚାଲିଛି ଜଙ୍ଗଲରାଜ
କେନ୍ଦ୍ରାପଡ଼ା,୮ା୪(ଜଗନ୍ନାଥ ଧଳ): ଧାମରାଠାରୁ ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡି ଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି। ଏଥିରେ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ବାଦ୍ ପଡିନାହିଁ।…
ଫାଇଲ ତଳେ ୨ ୱାଟର ଟ୍ରିଟ୍ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ
କେନ୍ଦ୍ରାପଡ଼ା,୭ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁର୍ନଉଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି ା ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି ା ମାତ୍ର ଏହି ସମସ୍ୟାର ସାମାଧାନ ପାଇଁ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ…
ଏଥର ନବାଗତ, ପୁରୁଖାଙ୍କ ମଧ୍ୟରେ ଲଢ଼େଇ
ଆଳି,୭ା୪(ବନମାଳୀ ସେନାପତି)କେନ୍ଦ୍ରାପଡ଼ା ଜିଲା ଆଳି ନିର୍ବାଚନମଣ୍ଡଳୀରେ ରାଜନୈତିକ ବାତାବରଣ ଉଷ୍ଣ ହୋଇଛି। ପ୍ରମୁଖ ରାଜନୈତିକ ଦଳମାନେ ସେମାନଙ୍କ ଅଧିକାଂଶ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। ଆଳି ନିର୍ବାଚନମଣ୍ଡଳୀରେ ପ୍ରତି ନିର୍ବାଚନରେ ସାଧାରଣତଃ କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ୱିତା ହୋଇଥାଏ…
ବାପାଙ୍କ ଆଖି ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲେ ମା’
ଆଳି,୫ା୪(ବନମାଳୀ ସେନାପତି): ସ୍ବାମୀଙ୍କ ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ଖରସ୍ରୋତା ନଦୀକୁ ଶୁକ୍ରବାର ଡେଇଁଛନ୍ତି ଜଣେ ମା’। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ। ଆଳି ଓ ରାଜକନିକାକୁ ସଂଯୋଗ କରୁଥିବା ଗଡ଼ଗଡି…
ବିଦେଶୀଙ୍କୁ ବିଦା କରିବେ, ଗେହ୍ଲା ପୁଅକୁ ଆଶୀର୍ବାଦ ଦେବେ
ରାଜନଗର, ୫ା୪ (ଭାସ୍କର ରାଉତରାୟ):ରାଜନଗର ବିଧାୟକ ପ୍ରାର୍ଥୀ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ଲୋକସଭା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ରାଜନଗର ଦେବୀ ମଣ୍ଡପରୁ ଗୁରୁବାର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଆରମ୍ଭରୁ ସାଂସଦ ପ୍ରାର୍ଥୀ ଅଂଶୁମାନ ରାଜନଗରରୁ ବିଜେଡିର ଡବଲ…
ହଜାରେ ଅଣ୍ଡାରୁ ଗୋଟିଏ କଇଁଛକୁ ମିଳେ ପୂର୍ଣ୍ଣ ଜୀବନ
କେନ୍ଦ୍ରାପଡ଼ା, ୫ା୪ (ଜଗନ୍ନାଥ ଧଳ):ଚଳିତବର୍ଷ ଭିତରକନିକା ଜାତୀୟଉଦ୍ୟାନ ଅନ୍ତର୍ଗତ ଗହୀରମଥା ସମୁଦ୍ର ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ ରିଡ୍ଲେ ସମୂହ ଅଣ୍ଡାଦାନ ଆରମ୍ଭ କରିଛନ୍ତି। ବହୁ ବିଳମ୍ବରେ ଗହୀରମଥାର ବିଭିନ୍ନ ସ୍ଥାନରେ ପ୍ରାୟ ୮ ହଜାର ଅଲିଭ ରିଡ୍ଲେ…
ଗହୀରମଥାରେ ଅଲିଭ୍ରିଡ୍ଲେଙ୍କ ଗଣ ଅଣ୍ଡାଦାନ
ରାଜନଗର, ୫।୪(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ଅନ୍ତୁଡ଼ିଶାଳରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ପ୍ରଥମ ଦିନରେ ପ୍ରାୟ ୮୦ ହଜାର କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବା ବନ ବିଭାଗ…
ବିଜେଡିର ପୁରୁଖା ବନାମ ବିରୋଧୀଙ୍କ ନୂଆ ନେତା
କେନ୍ଦ୍ରାପଡ଼ା, ୪ା୪ (ଜଗନ୍ନାଥ ଧଳ)ଆସନ୍ତା ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର ଅନ୍ୟ ସ୍ଥାନ ପରି ଏହି ଜିଲାରେ ନିର୍ବାଚନ ମଇଦାନରେ ଓହ୍ଲାଇବା ପାଇଁ ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା କିଛି କମ୍ ନୁହେଁ। ଇତିମଧ୍ୟରେ ଶାସକ ବିଜେଡି…
ଔଷଧ ଦୋକାନରେ ବେଆଇନ କ୍ଲିନିକ
ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଥିବା ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ଡାକ୍ତର ଅଭାବ ରହିଥିବାରୁ ରୋଗୀ ଚିକିତ୍ସା ନିମନ୍ତେ କଟକ, ଭୁବନେଶ୍ୱର ଡାକ୍ତରଖାନା ଉପରେ ନିର୍ଭର କରୁଛନ୍ତି। ଏହାର ସୁଯୋଗ ନେଇ କେତୋଟି ଔଷଧ ଦୋକାନୀ କଟକ, ଭୁବନେଶ୍ୱର ଓ ଅନ୍ୟ ଅଞ୍ଚଳରୁ…
ମାହାଙ୍ଗାରୁ ଲଢ଼ିବେ ପ୍ରତାପ ଜେନାଙ୍କ ପୁଅ
ଭୁବନେଶ୍ୱର,୪।୩: ଆସନ୍ତା ବିଧାନସଭା ନିର୍ବାଚନ ଲାଗି ବୁଧବାର ବିଜେଡି ପକ୍ଷରୁ ୨୭ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ କେନ୍ଦ୍ରାପଡ଼ାର ମାହାଙ୍ଗାରୁ ଅଙ୍କିତ ପ୍ରତାପ ଜେନାଙ୍କୁ ଟିକେଟ ମିଳିଛି। ସେ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ। ବିଧାନସଭା ନିର୍ବାଚନରେ…
ଏହି ଦଳରେ ଯୋଗଦେଇପାରନ୍ତି ଗଣେଶ୍ୱର: କଂଗ୍ରେସ ଛାଡିବାର କାରଣ କହିଲେ
କେନ୍ଦ୍ରପଡ଼ା,୨।୪(ଜଗନ୍ନାଥ ଧଳ):ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏ ସମ୍ପର୍କରେ ଏକ ଚିଠି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି। ତାଙ୍କର…
Archives


