କେନ୍ଦ୍ରାପଡ଼ା

ବନ୍ଦ ଅଛି ଭିତରକନିକା: ହେଲେ ବି ବୁଲୁଛନ୍ତି ଭିଆଇପି ପର୍ଯ୍ୟଟକ

ରାଜନଗର,୨୧।୧(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବା ବେଳେ ବୋଟରେ ବୁଲୁଛନ୍ତି ଇକୋରିଟ୍ରିଟ୍‌କୁ ଆସିଥିବା ଭିଆଇପି ପର୍ଯ୍ୟଟକ। କୁମ୍ଭୀର ଗଣନା ଯୋଗୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ୯ ଦିନ ବନ୍ଦ ଥିବା ବେଳେ କିପରି ଏବଂ କେଉଁ…

ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ ଦେବାକୁ ମା’ବାପାଙ୍କ ସାଙ୍ଗରେ ଆସିଥିବା ନାବାଳିକା ବିଷ ପିଇ ଦେଇଥିଲେ। ଏହି ଘଟଣା ଜଣାପଡ଼ିବା…

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି ପ୍ରାଣୀଧନ ୧୯ ବର୍ଷରେ ସଂଖ୍ୟା ହ୍ରାସ ପାଇଛି। ଏହି ଜିଲାର ପ୍ରାଣୀ ବିଭାଗ ତଥ୍ୟ…

ଆହାର ମେଣ୍ଟାଉଛି ମୂଷାଗାତ ଧାନ

ମହାକାଳପଡ଼ା, ୧୩ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜନଜାତିମାନଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ମାଳମାଳ ଯୋଜନା କରାଯାଇଛି। ହେଲେ ଏହି ଯୋଜନା ଜନଜାତିମାନଙ୍କ ବିକାଶ କ୍ଷେତ୍ରରେ ବାଧକ ସାଜିଛି। ଗରିବ ଖଟିଖିଆ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଅନେକ…

ବନ ବିଭାଗ ଉପରେ ମାଛ ମାଫିଆଙ୍କ ଆକ୍ରମଣ: ଫାୟାରିଂ କରି ୮ ଜଣଙ୍କୁ ଛଡ଼ାଇ ନେଲେ

କେନ୍ଦ୍ରାପଡା,୧୨।୧: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି…

ଜଗନ୍ନାଥଙ୍କୁ ବାଉଁଶ ବାଡ଼ି ସାହାରା

ମହାକାଳପଡ଼ା, ୯ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଭିନ୍ନକ୍ଷମମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଗ୍ରାମାଞ୍ଚଳର ତୃଣମୂଳସ୍ତରରେ ଏହି ଯୋଜନା ଅପହଞ୍ଚ ହୋଇଛି। ଜନଜାତିଙ୍କ ବିକାଶ ଓ ସମାଜର ମୁଖ୍ୟସ୍ରୋତରେ ଏମାନଙ୍କୁ ସାମିଲ କରିବାକୁ…

ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪ ମସିହାରୁ ମା’ଙ୍କ ମନ୍ଦିର ଟ୍ରଷ୍ଟି ଭାବେ ଜଣେ ବ୍ୟକ୍ତିଙ୍କୁ ଦାୟିତ୍ୱ ଦିଆଯାଇଥିଲା। ହେଲେ ପ୍ରତିବର୍ଷ…

ଜଳ ପରିଚାଳନା, ନିଷ୍କାସନରେ ବାଧା

ପଟ୍ଟାମୁଣ୍ଡାଇ,୩ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଚାଷୀଙ୍କ ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡ଼ି ଦେଇଛି। ବର୍ଷା ଛାଡ଼ି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି ଶୁଖିନି। ବର୍ଷା ଜଳ ନିଷ୍କାସନ ପଥଗୁଡ଼ିକୁ ବିଭିନ୍ନ ସ୍ଥାନରେ ଜବରଦଖଲ ହୋଇଥିବାରୁ ଚାଷ ଜମିଗୁଡ଼ିକରେ…

ଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ରାଜକନିକା,୩ା୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ସିକୋ ପଞ୍ଚାୟତର ଡାଳିକାଏନ୍ଦା, ଭାରିଗଦା ପଞ୍ଚାୟତ ଓ ବରୁଣାଡ଼ିହା ପଞ୍ଚାୟତର ଚାଷୀ ମୁଖ୍ୟତଃ ଚିନାବାଦାମ ଚାଷ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ ଚାଷୀ ଧାର, କରଜ ଆଣି…

ଦୁର୍ଦ୍ଦିନରେ ମେଷ ପାଳକ, ମିଳୁନି ସରକାରୀ ପ୍ରୋତ୍ସାହନ

ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଗୃହପାଳିତ ପ୍ରାଣୀ ଛେଳି, ମେଣ୍ଢା, କୁକୁଡ଼ା, ଘୁଷୁରି, ଗାଈ ଫାର୍ମ ନିର୍ମାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ ଗଁାର ଗରିବ ମେଷ ପାଳକଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ। ଧାର ଉଦ୍ଧାର କରି…

ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ

ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଶ୍ୟାମସୁନ୍ଦରପୁର ଏକ…

ବିଲରେ ଗଜାହେଲା ପାଚିଲା ଧାନ

ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ ଏକର ଚାଷ ଜମିରେ ଧାନ ପାଣିରେ ବୁଡ଼ି ଗଜା ହେବାକୁ ବସିଲାଣି। କଚଡ଼ା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?