କେନ୍ଦ୍ରାପଡ଼ା

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ ଓ ପରିବା କ୍ଷେତରେ ବର୍ଷାଜଳ ଲହଡ଼ି ଭାଙ୍ଗୁଥିବା ଦେଖାଯାଇଛି। ଜମିରୁ ଜଳ ନିଷ୍କାସନ ବ୍ୟବସ୍ଥା…

ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ

ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍‌ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ। ଏହି ଘଟଣା ମନରୁ ନ ଲିଭୁଣୁ କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ନହଙ୍ଗ…

ଲଘୁଚାପ ବର୍ଷାରେ ଭିଜୁଛି ପାଚିଲା ଧାନ

ମହାକାଳପଡ଼ା,୨୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପାଚିଲା ଧାନ ବର୍ଷାରେ ଭିଜୁଛି। ବର୍ଷକ ପାଇଁ ଉପାର୍ଜିତ ହୋଇଥିବା ଧାନ ଅମଳ ହୋଇ ନ ପାରି ନଷ୍ଟ ହେଉଛି। ସପ୍ତାହ ହେଲା ତୁହାକୁ ତୁହା ବର୍ଷା…

ଜବରଦଖଲରେ ୩୦ ହଜାର ଏକର ଜଙ୍ଗଲ ଜମି

ପଟ୍ଟାମୁଣ୍ଡାଇ,୨୫ା୧୨(କଳ୍ପତରୁ ନାୟକ): ୨୦୦୯ର ସରକାରୀ ତଥ୍ୟ ଅନୁଯାୟୀ ୨୦୧୫ରେ ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଜିଲାରେ ୧,୬୪୯ ବାଂଲାଦେଶୀ ଅନୁପ୍ରବେଶକାରୀ ମହାକାଳପଡ଼ା, ରାଜନଗର ଅଞ୍ଚଳରେ ରହୁଥିବା କହିଥିଲେ। ହେଲେ ୨୦୦୯ ମସିହାରେ ବାଂଲାଦେଶୀଙ୍କ ସଂଖ୍ୟା…

ଲଘୁଚାପ ବର୍ଷା ଉଜାଡ଼ିଦେଲା ବର୍ଷକର ଆହାର

ମହାକାଳପଡ଼ା,୨୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ବର୍ଷା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଞ୍ଚଳରେ ପାଚିଲା ଧାନ ଫସଲ ଉଜାଡ଼ି ଦେଇଛି। ଏଥିଯୋଗୁ ଉନ୍ନତ କିସମ ଧାନ ବେରଙ୍ଗର ହେବାର ଆଶଙ୍କା ରହିଛି। ଏଥିପାଇଁ ଧାନ ବିକ୍ରି ବେଳେ ନାନା ସମସ୍ୟା ସୃଷ୍ଟି…

ଅଦିନିଆ ବର୍ଷା, ସଙ୍କଟରେ ଧାନଚାଷୀ

ରାଜକନିକା,୨୨ା୧୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୃଷି ବିଭାଗ ଆକଳନ ଅନୁଯାୟୀ ଚଳିତ ଖରିଫ ଋତୁରେ ପ୍ରାୟ ୧୪ହଜାର ହେକ୍ଟର ଜମିରେ ଧାନ ଚାଷ ହୋଇଥିଲା । ଚାଷୀର ଫସଲ ବଞ୍ଚିବା ପାଇଁ ଯେତେବେଳେ ବର୍ଷାର ନିତ୍ୟାନ୍ତ ପ୍ରୟୋଜନ…

ଟ୍ରଲର ଡ୍ରାଇଭର, ମତ୍ସ୍ୟଜୀବୀଙ୍କ ଘରୁ ହଟୁନି ଭିଏଚ୍‌ଏଫ୍‌ ଟାୱାର

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥାରେ ଅଲିଭ ରିଡ୍‌ଲେ କଇଁଛଙ୍କ ପାଇଁ ସାମୁଦ୍ରିକ ଅଭୟାରଣ୍ୟକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। କଇଁଛଙ୍କ ପାଇଁ ୨୦୨୪ ନଭେମ୍ବର ୧ରୁ ୨୦୨୫ ମେ ପର୍ଯ୍ୟନ୍ତ ଟ୍ରଲର, ଡଙ୍ଗା, ବୋଟରେ ମାଛଧରା ଉପରେ…

ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ

ରାଜନଗର, ୨୧ା୧୨(ଭାସ୍କର ରାଉତରାୟ):ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍‌ ବିବୃତିରେ…

ଅଲିଭ୍‌ ରିଡ୍‌ଲେଙ୍କୁ ବାଉଁଶ ଟାଓ୍ବାର ବିପଦ

ମହାକାଳପଡ଼ା,୧୮ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥାରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ପାଇଁ ସାମୁଦ୍ରିକ ଅଭୟାରଣ୍ୟକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରି ୨୦୨୪ ନଭେମ୍ବର ୧ରୁ ୨୦୨୫ ମେ ୩୧…

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ, ନିରାଶ ହେବେ ପର୍ଯ୍ୟଟକ

ରାଜନଗର,୧୬ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ…

ଶସ୍ୟ ସଂରକ୍ଷଣ ପାଇଁ ଏବେ ବି ବଞ୍ଚିଛି ଗୋଲାଘର

କେନ୍ଦ୍ରାପଡ଼ା,୧୬ା୧୨ (ଜଗନ୍ନାଥ ଧଳ): ଓଳିଆ, ଘୁମ, ଖଣି, ଅମାର ଆଦି ଶସ୍ୟ ସଂରକ୍ଷଣ ବ୍ୟବସ୍ଥା ସମ୍ପ୍ରତି ସ୍ବାଭାବିକ ଜୀବନଯାତ୍ରାରୁ ଉଭେଇ ଗଲାଣି। ମାତ୍ର କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ଏବେବି ଗୋଲାଘର ଉପରେ ଚାଷୀ ଭରସା ରଖିଛନ୍ତି। ସାଧାରଣରେ ଏହି ଶସ୍ୟାଗାର…

ମହାନଦୀ ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ସମାଗମ

ମହାକାଳପଡ଼ା,୧୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୀତ ଋତୁ ଆଗମନରେ ମହାନଦୀ ଅବବାହିକା ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀ ଦଳ ଦଳ ହୋଇ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ବିଶେଷକରି ଶୀତ ବଢ଼ିବା ପରେ ଉପକୂଳ ଅଞ୍ଚଳର ନଦୀ ପାର୍ଶ୍ୱ ଲୁଣା ହେନ୍ତାଳ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?