କେନ୍ଦ୍ରାପଡ଼ା

ଲଞ୍ଚଘୋଲା ବେଳାଭୂମିରେ ମୃତ ଅଲିଭ୍‌ରିଡ୍‌ଲେ କଇଁଛ

ମହାକାଳପଡ଼ା, ୧୪ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ଶୀତ ଋତୁ ଆରମ୍ଭରୁ ଅଲିଭରିଡ୍‌ଲେ କଇଁଛ ସୁଦୂର ପ୍ରଶାନ୍ତ ମହାସାଗର, କୋଷ୍ଟାରିକା, ଶ୍ରୀଲଙ୍କା ଆଦି ଅଞ୍ଚଳରୁ ସମୁଦ୍ର ପଥ ଅତିକ୍ରମ କରି ଓଡ଼ିଶା ଉପକୂଳକୁ ଆସିଛନ୍ତି। ବିଶେଷ କରି ଗହୀରମଥା, ଋଷିକୁଲ୍ୟା ମୁହାଣ, ଜଟାଧାର ମୁହାଣ ବେଳାଭୂମିକୁ…

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ କଂକ୍ରିଟ ଖଳା

କେନ୍ଦ୍ରାପଡ଼ା, ୭ା୧୨ (ଜଗନ୍ନାଥ ଧଳ): କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ଆଳୁ, ସୂର୍ଯ୍ୟମୁଖୀ, ଚିନାବାଦାମ ବିହନ ଯୋଗାଣ ଅନିୟମିତତା…

ନାମକୁ ମାତ୍ର ଗବେଷଣା କେନ୍ଦ୍ର, ନଳିତା ଚାଷରୁ ମୁହଁ ଫେରାଇ ନେଉଛନ୍ତି ଚାଷୀ

ପଟ୍ଟାମୁଣ୍ଡାଇ,୭ା୧୨( କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ପ୍ରୋତ୍ସାହନ ଅଭାବରୁ ନଳିତା ଚାଷ ପ୍ରତି ଚାଷୀ ବିମୁଖ ହେଉଛନ୍ତି। ଯେଉଁ କେତେଜଣ ଚାଷୀ ଚାଷ କରୁଛନ୍ତି ଝୋଟର ଉଚିତ ଦାମ ନ ମିଳିବାରୁ ସେମାନେ ମଧ୍ୟ ହତାସ ହୋଇ…

ବତିଘର ପଞ୍ଚାୟତ ଅଫିସ୍‌ରେ ଜମି ଅଧିଗ୍ରହଣ ନୋଟିସ ଝୁଲିଲା

ମହାକାଳପଡ଼ା, ୬ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ପ୍ରସ୍ତାବିତ ଶିଳ୍ପ ପ୍ରତିଷ୍ଠା ପାଇଁ ଆଶା ସଞ୍ଚାର ହୋଇଛି। ଜିଲାର ମହାକାଳପଡ଼ା ବ୍ଲକର ଆର୍ସେଲର ମିତ୍ତଲ ନିପନ୍‌ ଷ୍ଟିଲ ଇଣ୍ଡିଆ ପକ୍ଷରୁ ବାର୍ଷିକ ହାରାହାରି ୨୪ ମେଟ୍ରିକ୍‌ ଟନ୍‌ ଇସ୍ପାତ ପ୍ରକଳ୍ପ ପ୍ରତିଷ୍ଠା…

ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଫାଟକରେ ବାନ୍ଧି ନିର୍ଯାତନା

ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର ଫାଟକରେ ବନ୍ଧା ଯାଇଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା କେଉଁଦିନର ଘଟଣା…

ଶୌଚ ହେବାକୁ ଯାଇଥିଲେ, ୧୦ ଫୁଟ ଟାଣିନେଲା କୁମ୍ଭୀର: ଆଉ ତା’ପରେ…

ମହାକାଳପଡ଼ା,୪।୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଉପକୂଳ ଅଞ୍ଚଳ ରାମଚଣ୍ଡି ଗଳିଆ ନଦୀରେ ବୁଧବାର ସକାଳୁ କୁମ୍ଭୀର ଆକ୍ରମଣରେ ଶୌଚ ହେବାକୁ ଯାଇଥିବା ତୁଷାର ମଣ୍ଡଳ(୩୮) ଆହତ ହୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ଜଣାପଡିଛି।…

ରାମଚଣ୍ଡୀ ମନ୍ଦିର ବିଜେସ୍ଥଳୀ ଅଘୋଷିତ ଜମି ବିକ୍ରି

ମହାକାଳପଡ଼ା,୩ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ବିଜେସ୍ଥଳୀ ୫୦ ଏକର ଜମିରେ ମେଳଣ ପଡ଼ିଆ, କଚେରୀ ଘର, ଜଳାଶୟ ଓ ମା’ଙ୍କ ମୁଖ୍ୟ ମନ୍ଦିର ଗୃହ ରହିଛି। ମା’ଙ୍କ ନାମରେ ଅନ୍ୟ ଏକ ଜମିରେ ମେଳଣ…

ବାପାଙ୍କ କରଜ ଶୁଝିବାକୁ ନାବାଳକ ପୁଅ ବନ୍ଧକ

ମହାକାଳପଡ଼ା,୩ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଣେ କାରିଗରଙ୍କ କରଜ ଶୁଝିବା ପାଇଁ ତାଙ୍କ ନାବାଳକ ପୁଅଙ୍କୁ ବନ୍ଧକ ରଖିଥିଲେ କଟକ ଜିଲା ନିଶ୍ଚିନ୍ତକୋଇଲି ଅଞ୍ଚଳର ଜନୈକ ତନ୍ତ ମିଲ୍‌ ମାଲିକ। ୭ ମାସ ନାବାଳକ ସେଠାରେ ରହି ଗୋତି ଖଟିବା ପରେ କୌଶଳ କ୍ରମେ…

୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ଜେଜେବାପା: ବାନ୍ଧିଲା ପୋଲିସ

ପଟ୍ଟାମୁଣ୍ଡାଇ,୩୦ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗ୍ରାମାଞ୍ଚଳ ଥାନା ପୋଲିସ ସମ୍ପୃକ୍ତ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।…

ଚାଷୀଙ୍କ ପାଖରେ ପହଞ୍ଚତ୍ପାରୁନି ଆଳୁ ବିହନ

ମହାକାଳପଡ଼ା, ୨୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଥିବା ଚାଷୀମାନଙ୍କୁ ଆଳୁଚାଷ ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତି। ବଜାରରେ ଆଳୁ ସଙ୍କଟ ଥିବା ସମୟରେ ଯେପରି ଚାଷୀଟିଏ ନିଜ ହାତ ପାହାନ୍ତରେ ଆଳୁ ପାଇପାରିବ ସେ ଲକ୍ଷ୍ୟ ନେଇ ସରକାର ଉଦ୍ୟାନ କୃଷି…

ଗ୍ରହରିଷ୍ଟ ଖଣ୍ଡନ ନାଁରେ ମହିଳାଙ୍କୁ ଅଚେତ୍‌ କଲେ ଭଣ୍ଡବାବା: ଆଉ ତା’ପରେ…

ଡେରାବିଶ, ୨୭ା୧୧ ( ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ମିଶନ ଶକ୍ତି ଏମ୍‌ବିକେ କାର୍ଯ୍ୟ କରୁଥିବା ହିମାଂଶୁ ପାତ୍ରଙ୍କ ସ୍ତ୍ରୀ ଦମୟନ୍ତୀ ରାଉତ ୧୮ ତାରିଖ ମଧ୍ୟାହ୍ନରେ କାର୍ଯ୍ୟାଳୟରୁ ଘରକୁ ଏକୁଟିଆ ଫେରୁଥିଲେ। ଜଣେ…

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ

ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?