ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…
କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢ଼ିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି…
ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…
ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍ ପକ୍ଷରୁ ଜଙ୍ଗଲ ପାଶର୍ବ ସୀମା ଜମି ସର୍ଭେ ଆରମ୍ଭ ହୋଇଛି । ବୁଧବାର ଅପରାହ୍ନରେ ଏହି ଟିମ୍ରେ ରାଜନଗର ବନ…
ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍ ଘଟିଲା ଏମିତି…
କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ କାଟିଲା ବେଳେ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ସ୍ଥାନୀୟ ଧୂମାତ…
ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍ପିଙ୍କୁ…
କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର ଘୂରି ବୁଲୁଛି । ଯାହା ଏବେ ଶ୍ରଦ୍ଧାଳୁଙ୍କ ମନରେ ବିସ୍ମୟ ସୃଷ୍ଟି କରିବା ସହିତ…
୮ ପଥର ବୋଝେଇ ହାଇଓ୍ବା ଜବତ, କାଗଜପତ୍ର ଯାଞ୍ଚ ଆରମ୍ଭ
ମହାକାଳପଡ଼ା,୧୮ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଓ ଖଣିଜ ସମ୍ପଦ ବିଭାଗ ପକ୍ଷରୁ ବେଆଇନ ଭାବରେ ୮ଟି ପଥର ବୋଝେଇ ହାଇଓ୍ବା ଜବତ କରିଛି। ମିଳିଥିବା ସୂଚନା ଅନୁସାରେ, ଗୋବରୀ ନଦୀ ପାର୍ଶ୍ୱରେ କୂଳ ଲଙ୍ଘୁଥିବାରୁ ପଥର ପ୍ୟାକିଂ…
ଅବଧିକୁ ୨ ବର୍ଷ ସରିଲାଣି, ବାଇପାସ୍ ରାସ୍ତା କାମ ସରୁନି
ପଟ୍ଟାମୁଣ୍ଡାଇ,୧୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବାଇପାସ୍ ରାସ୍ତା କାମର ଅବଧି ୨ ବର୍ଷ ହେବ ସରିଥିବା ବେଳେ ପ୍ର୍ରକଳ୍ପ ନିର୍ମାଣ କାର୍ଯ୍ୟ ଅଧା ହୋଇନାହିଁ। ଯେତିକି ବି ନିର୍ମାଣ ହୋଇଛି, ସେଥିରେ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହୋଇ ପଡୁଥିବା…
ଗାଁରେ ପହଞ୍ଚି ପାରୁନାହିଁ ଆମ୍ବୁଲାନ୍ସ ,ଡାକ୍ତରଖାନା ନେବା ପାଇଁ ରୋଗୀଙ୍କୁ…
ମହାକାଳପଡ଼ା,୧୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ରାସ୍ତାଘାଟ ଓ ପୋଲ ନିର୍ମାଣ ପାଇଁ ଅର୍ଥ ଖର୍ଚ୍ଚ ହେଉଛି। ହେଲେ ଆଜି ବି ପକ୍କା ରାସ୍ତା ଖଣ୍ଡେ ଅଭାବରୁ ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରୁନାହିଁ। କେଉଁଠି ଡାକ୍ତରଖାନା ଯିବାକୁ ରୋଗୀଟିକୁ ଅଧାରାସ୍ତା ଖଟିଆ…
ନଦୀକୂଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ, ଲାଗିଛି ଅନ୍ତନାଡ଼ୀ; କିଏ ଫିଙ୍ଗିଛି…
କେନ୍ଦ୍ରାପଡା, ୧୧।୧ (ଜଗନ୍ନାଥ ଧଳ)- କେନ୍ଦ୍ରାପଡ଼ା ଜିଲା ସଦର ଥାନା କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଭ୍ରମରଦିଆ ପାଟଣା ନିକଟ ଗୋବରୀ ନଦୀକୂଳରୁ ଶିଶୁପୁତ୍ରର ମୃତଦେହ ରବିବାର ଉଦ୍ଧାର ହୋଇଛି। ଥାନା ପୋଲିସ ତତ୍ତ୍ୱାବଧାନରେ ଏହି ମୃତଦେହକୁ ନିକଟସ୍ଥ କଜଳା ଶ୍ମଶାନରେ…
ଥାନା ଘେରିଲେ ଶତାଧିକ ମହିଳା: ଗିରଫ ଆନ୍ଦୋଳନକାରୀଙ୍କୁ ଛାଡ଼ିବା ଦାବିରେ…
ମାର୍ଶାଘାଇ, ୯।୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ୫୩ ନଂ ଜାତୀୟ ରାଜପଥର କେନ୍ଦ୍ରାପଡା ଜିଲା ସିଳିପୁର ଛକରେ ଅଣ୍ଡର ପାସ ପୋଲ ଦାବିରେ ଗତ ୪ ଦିନ ହେବ ସ୍ଥାନୀୟ ଲୋକ ଗଣଧାରଣା ଦେଇଛନ୍ତି। ଏପରିକି ଗତ ଗୁରୁବାର ଏହି ରାସ୍ତାକୁ ଅବରୋଧ…
କୁମ୍ଭୀର ଗଣନା ପାଇଁ ୩ ଦିନ ଭିତରକନିକା ବନ୍ଦ
କେନ୍ଦ୍ରାପଡା,୭।୧: ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା…
ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…
ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା ଆକ୍ରମଣ ଘଟଣାରେ ରାଜନୈତିକ ଉଷ୍ଣତା ଉଗ୍ରରୂପ ଧାରଣ କରୁଛି। ପ୍ରତିବାଦ କରିବା ସହ ଲଳିତ…
ଭାଜପା ନେତା ଲଳିତ ବେହେରାଙ୍କ ଗିରଫ ଦାବିରେ ବ୍ଲକ ଅଫିସରେ ପଡ଼ିଲା ତାଲା
ରାଜନଗର,୫ା୧(ଭାସ୍କର ରାଉତରାୟ): ୪ ତଳେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାଜପା ନେତା ଲଳିତ ବେହେରା ରାଜନଗର ବ୍ଲକ ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ କମ୍ପ୍ୟୁଟର ମନିଟର ଦ୍ୱାରା ଆକ୍ରମଣ କରିବା ଘଟଣା ଏବେ ରାଜ୍ୟ ତଥା ଜାତୀୟସ୍ତରରେ ବିଭିନ୍ନ ଗଣମାଧ୍ୟମରେ…
Archives


