ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା
ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ ଆନ୍ଦୋଳନ କରିଛନ୍ତି । ମଦ ବ୍ୟବସାୟଙ୍କ ଘର ସମ୍ମୁଖରେ ନାରାବାଜି ଦେଇ ବିକ୍ଷୋଭ…
ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି
ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି ଗଦା ହୋଇଛି ଆସ୍ପଣ୍ଡ। କେନାଲ ପାର୍ଶ୍ୱ ଚାଷ ଜମିରେ ମାଡ଼ୁଛି ଗୁଣ୍ଡର ବିଷାକ୍ତ…
ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍ମ୍ୟାନ୍…
କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ମଙ୍ଗଳବାର ସିସିଆଇର ୱାଚ୍ମ୍ୟାନ୍ ଧୀରେନ୍ଦ୍ର କୁମାର…
ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା
ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ ୨୦୦୯ରେ ସାଧାରଣ ନିର୍ବାଚନ ଅବ୍ୟବହିତ ପୂର୍ବରୁ ବରୁଣାଇ ମୁହାଣଠାରେ ବନ୍ଦର ନିର୍ମାଣ, ୨୦୧୪ରେ…
ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…
ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ ହାତଗୋଡ଼ ବାନ୍ଧିବା ସହ ବନ୍ଧୁକ ଦେଖାଇ ଲୁଟପାଟ କରିଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ…
ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ
ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର ପ୍ରସାଦ ଡିଆରେ ସ୍ଥାୟୀ ସେତୁ ନିର୍ମାଣ, କୁମ୍ଭୀର ଉପଦ୍ରବରୁ ଜନଜୀବନର ସୁରକ୍ଷା ଏବଂ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ ଆଳ ଦେଖାଇ ‘ଆଜି ନୁହେଁ, କାଲି ଦିଆଯିବ’ ବୋଲି କହି ଗ୍ରାହକଙ୍କୁ ଗ୍ୟାସ…
୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…
ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ହେଲେ ସାମୁଦ୍ରିକ ଜୁଆର ମାଡ଼ ଓ ଚିଙ୍ଗୁଡ଼ି ଘେରି ବର୍ଜ୍ୟବସ୍ତୁ (କଙ୍କଡ଼ା କୋଚିଆ…
କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…
ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା ଘଟିଯାଇଛି। ନିଜ ରକ୍ତର ସମ୍ପର୍କ ଯେତେବେଳେ ଭକ୍ଷକ ସାଜେ, ସେତେବେଳେ ସମାଜ ଓ…
ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…
ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମାର୍ଶାଘାଇ ବ୍ଲକ ତଥା ମାର୍ଶାଘାଇ ପଞ୍ଚାୟତର ତୁଳସୀପୁର ଗ୍ରାମର ହୃଷିକେଶ…
ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ
ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ସରକାରଙ୍କ ଜଳସେଚନ ବିଭାଗ ପକ୍ଷରୁ ବ୍ୟୟ ଅଟକଳ କରାଯାଇଛି। ହେଲେ ବିଭାଗୀୟ ଅଧିକାରୀ…

