୨ ଦୁର୍ବୃତ୍ତଙ୍କ ସହ ସୁନା ଦୋକାନୀ ଜେଲ ଗଲେ
ରାଜକନିକା,୧୭ା୮(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ବାରମ୍ବାର ଚୋରି ହେଉଥିଲା। ଚୋରି ଘଟଣାରେ ଗୁରୁବାର ପୋଲିସ ୩୪. ୫ ଗ୍ରାମ୍ ସୁନା ଜବତ କରିବା ସହ ୨ ଦୁର୍ବୃତ୍ତଙ୍କ ସହ ସୁନା କିଣିଥିବା ଦୋକାନୀଙ୍କୁ ଧରି କୋର୍ଟଚାଲାଣ କରିଥିଲା।…
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ବହୁ କୋଟିର ସମ୍ପତ୍ତି
କେନ୍ଦ୍ରାପଡ଼ା,(ଜଗନ୍ନାଥ ଧଳ)/ ଭୁବନେଶ୍ୱର,୧୭ା୮(ସତ୍ୟଜିତ୍ ରାଉତ): କେନ୍ଦ୍ରାପଡା ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ (ଏସିଏସ୍ଓ) ପ୍ରଦୀପ କୁମାର ମହାପାତ୍ର ଶୁକ୍ରବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପ୍ରଦୀପଙ୍କ ଘର ସମେତ ଭୁବନେଶ୍ୱର, କଟକ ଓ…
ଗ୍ୟାସ୍ଟାଙ୍କି ବିସ୍ଫୋରଣ ହୋଇ ଘର ସହ ଜଳିଗଲେ ଭଉଣୀ-ଭାଇ
ରାଜନଗର,୧୫ା୮(କୈଳାସ ସାହୁ): ସ୍ବାଧୀନତା ଦିବସରେ ଅଭାବନୀୟ ତଥା ଦୁଃଖଦ ଘଟଣା ଘଟିଯାଇଛି। ଗ୍ୟାସ୍ଟାଙ୍କିରୁ ବିସ୍ଫୋରଣ ହୋଇ ଘର ସହ ଜଳି ଯାଇଛନ୍ତି ଭଉଣୀ-ଭାଇ। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଳରାମପୁର ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ ଭଉଣୀ-ଭାଇ…
କୋକୁଆ ଭୟ: ନଦୀରେ ଘୂରି ବୁଲୁଛନ୍ତି ଶତାଧିକ କୁମ୍ଭୀର
ମହାକାଳପଡ଼ା,୧୫ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ବ୍ରାହ୍ମଣୀ, ଖରସ୍ରୋତା, ମହାନଦୀ, ଗୋବରୀ, ଲୁଣା, ଚିତ୍ରୋତ୍ପଳା ଓ ପାଇକା ନଦୀ କୂଳିଆ ଅଞ୍ଚଳରେ ବଉଳା କୁମ୍ଭୀରଙ୍କ ଆତଙ୍କ ସୃଷ୍ଟି ହୋଇଛି। ଗତ ୨ଦିନ ତଳେ ବ୍ରାହ୍ମଣୀ ନଦୀରେ ପଟ୍ଟାମୁଣ୍ଡାଇ ଅଞ୍ଚଳର ଜଣେ ମହିଳାଙ୍କୁ କୁମ୍ଭୀର…
ସପ୍ତାହେ ହେଲା ବୁଡ଼ିଛି ଧାନ ଜମି
ଡେରାବିଶ,୯ା୮ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଅଞ୍ଚଳ ପାଇଁ ଚାଷୀଙ୍କ ଦୁଃଖ ପାଲଟିଛି କେନ୍ଦ୍ରାପଡ଼ା ଡ୍ରେନେଜ ବିଭାଗ। କେନ୍ଦ୍ରାପଡ଼ା ଡ୍ରେନେଜ ବିଭାଗ କର୍ତ୍ତୃପକ୍ଷଙ୍କ ଚରମ ଅବହେଳା ପାଇଁ ବ୍ଲକ ଅଞ୍ଚଳରେ ଥିବା ଡ୍ରେଜେନରେ ଜଳ ନିଷ୍କାସନ ସମସ୍ୟା ବର୍ଷ ବର୍ଷ…
ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ
କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ ମଧ୍ୟରେ…
ଘେରିବନ୍ଧରେ ଘାଇ, ଚିନ୍ତାରେ ଚାଷୀ
ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ସମୁଦ୍ରର ଉଚ୍ଚ ଜୁଆରରେ ଲୁଣିପାଣି ମାଡ଼ି ଜଙ୍ଗଲ ନିକଟ ଘେରିବନ୍ଧରେ ଘାଇ ସୃଷ୍ଟି ହୋଇଛି। ନିକଟସ୍ଥ ଚାଷ ଜମିରେ ଲୁଣି ପାଣି ପ୍ରବେଶ କରି ତଳି ନଷ୍ଟ କରିଛି। ଏହାକୁ ନେଇ ସାନ୍ତାଳୀ ଚାଷୀମାନେ ଚାଷ ଆରମ୍ଭରୁ…
ଗୁପ୍ତଗିରି ମଠ ହେବ ତାଳବଣ
ମହାକାଳପଡ଼ା,୫ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ପରିବେଶ ଅସନ୍ତୁଳିତ ହେବାର ଆଶଙ୍କା କରାଯାଉଛି। ପ୍ରାକୃତିକ ପରିବେଶ ସୃଷ୍ଟି କରିବା ପାଇଁ ତାଳ ଓ ହେନ୍ତାଳ ବଣର ଆବଶ୍ୟକତା ରହିଛି ବୋଲି ପରିବେଶବିତ୍ ସମରେନ୍ଦ୍ର ମାହାଳି କହିଛନ୍ତି। ରବିବାର ଚିତାଲାଗି ଅମାବାସ୍ୟା…
ଲୋପ ପାଇ ଚାଲିଛି କାଡ଼ା ନାଳ
ପଟ୍ଟାମୁଣ୍ଡାଇ,୨ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତ ଖରିଫ ଚାଷ ବିଳମ୍ବରେ ଆରମ୍ଭ ହୋଇଛି। କେନାଲ ପାଣି ଡେରିରେ ଆସିବା ଓ ବର୍ଷା ପରିମାଣ କମ ହୋଇଥିବାରୁ ଚାଷୀ ହଇରାଣର ସମ୍ମୁଖୀନ ହେଉଥିଲେ। ବିଳମ୍ବରେ କେନାଲ ପାଣି ଆସିଥିଲେ ମଧ୍ୟ…
ମତ୍ସ୍ୟଜୀବୀଙ୍କ ଜାଲରେ ପଡୁଛି ବିରଳ ପ୍ରଜାତିର ମାଛ
ମହାକାଳପଡ଼ା,୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ହୀରାକୁଦର ୨୦ ସ୍ଲୁଇଜ୍ ଗେଟ୍ ଦେଇ ବନ୍ୟା ଜଳ ମହାନଦୀକୁ ନିଷ୍କାସିତ ହେଉଛି। ସେହି ବନ୍ୟାଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବାହାକୁଦ ଦେଇ ସମୁଦ୍ରକୁ…
ବିପଦପୂର୍ଣ୍ଣ ଭାବେ ଗାଡ଼ିରେ ପିଲାଙ୍କୁ ନିଆଯାଉଛି
ପଟ୍ଟାମୁଣ୍ଡାଇ,୩୧।୭ (କଳ୍ପତରୁ ନାୟକ): ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ବ୍ୟବସ୍ଥା ଭିତରେ କିଭଳି ପରିବହନ କରାଯିବ ଓ କେଉଁ ଭଳି ଗାଡ଼ିରେ ସେମାନଙ୍କୁ ନିଆଯିବ, ପିଲା ଯିବାବେଳେ ଗାଡ଼ିରେ କେଉଁମାନେ ରହିବେ, ଏହାକୁ ନଜରରେ ରଖି ସରକାର ବିଦ୍ୟାଳୟର ପିଲାଙ୍କ ପାଇଁ ପରିବହନ…
ମାଛ ବ୍ୟବସାୟୀଙ୍କ କବଳରେ ସଂରକ୍ଷିତ ଜଙ୍ଗଲ
କେନ୍ଦ୍ରାପଡ଼ା,୨୯ା୭ (ଜଗନ୍ନାଥ ଧଳ): ଜୈବ ବିବିଧତାଭରା ଜାତୀୟ ଉଦ୍ୟାନ ଭିତରକନିକା ଏବେ ନିଜର ମାନ ହରାଉଛି। ତଟକ୍ଷୟ, ଜଙ୍ଗଲ ଜମି ସମସ୍ୟା ଥିବାବେଳେ ସାମୁଦ୍ରିକ ଓ ଆଭ୍ୟନ୍ତର ଅଞ୍ଚଳ ଉପରେ ମାଛ ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମହାକାଳପଡ଼ା ବ୍ଲକ ବଉଳକଣୀ…
Archives


