କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ
ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା…
ରାଜନଗରରେ ଚାଞ୍ଚଲ୍ୟ: ଘରୁ ମିଳିଲା ମା, ବାପା, ପୁଅଙ୍କ ମୃତଦେହ
ରାଜନଗର,୩।୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ ତାଳଚୁଆ ପଞ୍ଚାୟତ ରାଜେନ୍ଦ୍ରନଗର ଗ୍ରାମରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏକ ଘରୁ ମା’, ବାପା, ଏବଂ ପୁଅଙ୍କ ମୃତଦେହ ରାଜନଗର ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ବାପା ଶ୍ରୀଦାମ ମଣ୍ଡଳ(୫୩),…
ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଜୀବନ ହାରିଲେ ଯବାନ
ମହାକାଳପଡ଼ା,୩ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ କିଆରବାଙ୍କ ସ୍ଥିତ କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା ( ରାଡ଼ାର କେନ୍ଦ୍ର)ପରିସରରେ ସୈନ୍ୟବାହିନୀର ଜଣେ ଯବାନ ନିଜକୁ ଗୁଳିକରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ତାମିଲନାଡୁର…
ଖରାଦିନ ପାଇଁ ତରଭୁଜର ଚାହିଦା ବଢ଼ିଛି
କେନ୍ଦ୍ରାପଡ଼ା, ୩।୩ (ଜଗନ୍ନାଥ ଧଳ): ଖରା ବଢ଼ିବା ସାଙ୍ଗକୁ ତରଭୁଜର ଚାହିଦା ବଢ଼ିଛି। ପ୍ରତି ଛକ, ବଜାରରେ ଏବେ ତରଭୁଜ ଦେଖିବାକୁ ମିଳୁଥିବା ବେଳେ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାରେ ୧୦ ହଜାରରୁ ଅଧିକ ହେକ୍ଟର ଅଞ୍ଚଳରେ ଏହି ଚାଷ ହୋଇଛି। ଚାଷ…
୫ଶହ ବର୍ଷର ଚାକୁଣ୍ଡା ଗଛକୁ କାଟିଦେଲେ: ପକ୍ଷୀ ଡହଳବିକଳ
ମହାକାଳପଡ଼ା,୩।୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ୫୦୦ ବର୍ଷରୁ ଅଧିକ ବିଶାଳ ଚାକୁଣ୍ଡା ଗଛକୁ ପରିଚାଳନା କମିଟି କାଟି ଦେଇଛନ୍ତି। ଏହି ବିଶାଳକାୟ ଗଛଟିର ଐତିହ୍ୟ…
ଏଥର କିଡ୍ନୀ ବାହାରକୁ ଯାଉନାହିଁ
କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ ଚନ୍ଦ୍ର ଦାସ ଓ ରଶ୍ମିତା ଦାସଙ୍କ ପୁଅ ଶିବୁଙ୍କର ମୁଣ୍ଡ ବିନ୍ଧିବା ସହ ଆଖିକୁ…
ଅଙ୍ଗ ଦାନ କରି ଦୁଇ ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ାର ୧୮ ବର୍ଷୀୟ ଯୁବକ
ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରମେଶ ଦାସଙ୍କ ପୁଅ ଓମ ଶିବୁ କଟକସ୍ଥିତ ଏସସିବି ମେଡିକାଲ…
ଭୟରେ ଦିନ କାଟୁଛନ୍ତି ୫ ମୌଜାର ବାସିନ୍ଦା
ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳରେ ଗତବର୍ଷ ବ୍ରାହ୍ମଣୀ ଓ କାଣୀନଦୀରେ ଆସିଥିବା ବନ୍ୟାରେ ଅଳପୁଆ ପଞ୍ଚାୟତର ଅଳପୁଆ, ଦାମୋଦରପାଟଣା, ରାମନାଏକଡିଆ, ସୁବଳପୁର, ମଣିରାମପୁର ପ୍ରଭୃତି ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ନଦୀବନ୍ଧ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପ୍ରାୟ…
ଟିକେଟ ଦୌଡ଼ରେ ରତିକାନ୍ତ, ବିଶ୍ୱନାଥ
ଡେରାବିଶ୍, ୧ା୩ (ବେବର୍ତ୍ତା ଅଜୟ ଦାସ):୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପାଟକୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ତାତି ଜୋର ଧରିଛି। ରାଜ୍ୟରେ ନିର୍ବାଚନମଣ୍ଡଳୀର ଅଧିକ ଗୁରୁତ୍ୱ ଥିବା ବେଳେ ଅଣକଂଗ୍ରେସ ଓ ଭାଜପା ଗଡ଼ ଭାବେ ପରିଚିତ ଥିବା ଏହି…
୧୭ବର୍ଷ ହେଲା ଅଧାରେ ପଡ଼ିଛି କଣ୍ଠିଆନାଳ ସେତୁ
ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ହେବ ବନ୍ଦ ପଡିଥିବା ବେଳେ ୨୦୨୩ରେ ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗର ବିଜୁ ସେତୁ ଯୋଜନାରେ ୩୬,୯୧,୩୬,୦୦୦ ଟଙ୍କା ବ୍ୟୟ ଅଟକଳକୁ ମଞ୍ଜୁର ଦେଇ…
ଶାଶୁଘର ଯିବା ଲାଗି ୬ ଘଣ୍ଟା ବସି ରହିଲା କନ୍ୟା
ରାଜନଗର,୨୯ା୨(ଭାସ୍କର ରାଉତରାୟ) କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ହାତିନା ପଞ୍ଚାୟତ କଏଥା ଗାଁର ବରଯାତ୍ରୀଙ୍କ ଗଣ୍ଡଗୋଳ ଯୋଗୁ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା ା ଏଥିପାଇଁ ବରକନ୍ୟାଙ୍କୁ ପ୍ରାୟ ୬ଘଣ୍ଟା ଅଟକି ରହିବାକୁ ପଡିଥିଲା ା ବରପକ୍ଷ ୬୬ହଜାର ଟଙ୍କା…
କାମ ହେଉନି, ଭୟଭୀତ ଅବସ୍ଥାରେ ଅଞ୍ଚଳବାସୀ
ଡେରାବିଶ, ୨୮।୨ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ତ୍ରିପୁରାରୀପୁର (ଘଣ୍ଟପଦା) ଦେଇ ବହିଯାଇଥିବା ବିରୂପା ନଦୀପଠାରେ ଶାଗୁଣାଘାଇଠାରେ ୨୦୨୩ ଡିସେମ୍ବର ୨ ସନ୍ଧ୍ୟାରେ ୧୦୦ ଫୁଟରୁ ଊର୍ଦ୍ଧ୍ୱ ଲମ୍ବର ନଦୀପଠା ୧୫…
Archives


