କେନ୍ଦ୍ରାପଡ଼ା

ଚିରସ୍ରୋତା ଗୋବରୀ ନଦୀ ଏବେ ବିଷମୟ

ମହାକାଳପଡ଼ା, ୬ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା-ଯାଜପୁର ଲଳିତଗିରି ଓଳାଶୁଣୀ ପାହାଡ଼ ପାଦଦେଶରୁ ପ୍ରବାହିତ ଚିରସ୍ରୋତା ଗୋବରୀ ନଦୀ କେନ୍ଦ୍ରାପଡ଼ା ମଧ୍ୟ ଦେଇ ଜମ୍ବୁ ସଂଲଗ୍ନ ବଙ୍ଗୋପସାଗର ଚଟକା ହ୍ରଦରେ ମିଶିଛି। ଏବେ ଏହା ଅବହେଳିତ ହୋଇ ବିଷାକ୍ତ ହେବାରେ ଲାଗିଛି। ପ୍ରାଚୀନ…

ଧାନବିକି ରଖିଥିଲେ ଟଙ୍କା, ଡିକି ଭାଙ୍ଗି ଲୁଟି ନେଲେ ଦୁର୍ବୃତ୍ତ

ପଟ୍ଟାମୁଣ୍ଡାଇ,୪।୨(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଜଣେ ବ୍ୟକ୍ତିଙ୍କ ଗାଡ଼ି ଡିକିରୁ ୧ ଲକ୍ଷ ଟଙ୍କା ଚୋରି ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ମଙ୍ଗଳବାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପନ୍ତୁରି ଗ୍ରାମର କମଳାକାନ୍ତ…

ମନ୍ଦିରରେ ପୂଜା ପାଉଛନ୍ତି କବି କାଳିଦାସ

ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ବବକରପୁର ଗାଁରେ ରହିଛି କବି କାଳିଦାସଙ୍କ ମନ୍ଦିର ା ସେଠାରେ ରହିଛି କବିଙ୍କ ପଥର ନିର୍ମିତ ମୂର୍ତ୍ତି ା ଭାରତର ଅନ୍ୟ କୌଣସି ସ୍ଥାନରେ କବିଙ୍କ ମନ୍ଦିର ନାହିଁ ା ଏହି ମନ୍ଦିର…

ଟନ୍‌ ଟନ୍‌ ମାଛ: ଓଜନ ସମ୍ଭାଳି ନ ପାରି ୨ ଡଙ୍ଗା ଟଳମଳ

ମହାକାଳପଡ଼ା, ୩୧ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ଲକ୍‌ ମତ୍ସ୍ୟ ଅବତରଣ କେନ୍ଦ୍ର ବା ଜେଠିରେ ୨ଟି ଡଙ୍ଗାରୁ ୨ ଟନ୍‌ ୨୦ କେଜି ମାଛ ଧରା ପଡ଼ିଛନ୍ତି। ଏତେ ସଂଖ୍ୟକ ମାଛ ଜାଲରେ ପଡ଼ିବାରୁ ଡଙ୍ଗା ସମୁଦ୍ରରେ…

ତେରଗାଁ ବ୍ରହ୍ମ ଅମଣିଆ ମଠ, ୩ ପଥରରେ ପୂଜା ପାଆନ୍ତି ଠାକୁର

ମହାକାଳପଡ଼ା, ୩୧ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଉତ୍କଳୀୟ କଳାକୃତିର ଅନନ୍ୟ ଧର୍ମାନୁଷ୍ଠାନ, ମଠ ମନ୍ଦିରଗୁଡ଼ିକୁ ବିଧର୍ମୀ କଳାପାହାଡ଼ ଭାଙ୍ଗିରୁଜି ଦେଇଥିଲା। ପୁରୁଷୋତ୍ତମ ଶ୍ରୀକ୍ଷେତ୍ର ପୁରୀରୁ ଚତୁର୍ଦ୍ଧା ମୂର୍ତ୍ତି ଦାରୁଦିଅଁଙ୍କୁ ଉଠାଇ ନେଇ କଳାପାହାଡ଼ ପଶ୍ଚିମବଙ୍ଗକୁ ପଳାଇଥିଲା। ସେଠାରେ ଗଙ୍ଗାନଦୀ କୂଳରେ ଦାରୁଦିଅଁଙ୍କୁ ପୋଡ଼ି ଦେବାକୁ…

ସରିଥିଲା ନିର୍ବନ୍ଧ, ଘରେ ପଶି ଯୁବତୀଙ୍କୁ ବିଷ ପିଆଇଦେଲେ ଭାବି ସ୍ବାମୀଙ୍କ ପ୍ରେମିକା, ଆଉ ତା’ପରେ…

ପଟ୍ଟାମୁଣ୍ଡାଇ,୩୦।୧(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଚଳ ଥାନା ଅଞ୍ଚଳରେ ଏକ ଲୋମଟାଙ୍କୁରା ଘଟଣା ଘଟିଛି। ପ୍ରେମିକ ସହିତ ବିବାହ କରିବାକୁ ଥିବା ଯୁବତୀଙ୍କୁ ପ୍ରେମିକା ବିଷ ଦେଇଦେଇଛନ୍ତି। ତେବେ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ରାଜନଗରରେ ଚାଲିଛି ଡଲଫିନ୍‌ ଗଣନା

କେନ୍ଦ୍ରାପଡ଼ା,୨୭ା୧: ସୋମବାରଠାରୁ ଆରମ୍ଭ ହୋଇଛି ଡଲ୍‌ଫିନ୍‌ ଗଣନା। ଏହି ଗଣନା ୩ଦିନ ଧରି ଚାଲିବ। ରାଜନଗର ବନଖଣ୍ଡ ଧାମରାରୁ ଦେବୀ ମୁହାଣ ଯାଏ ଏହ ଗଣନା ଚାଲିବ। ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ଡଲଫିନ ଗଣନା ଚାଲିବ। ମୋଟ୍‌ ୯ଟି ଟିମ୍‌ରେ…

ଟୁବି ଫେରିଘାଟରେ ତହସିଲଦାରଙ୍କ ଚଢ଼ାଉ

ମହାକାଳପଡ଼ା,୨୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର-ଖରିନାଶି ଟୁବି ଫେରିଘାଟ ଡଙ୍ଗା ଚଳାଚଳକୁ ନେଇ ଉଭୟ ପଞ୍ଚାୟତ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ଏହି ଫେରିଘାଟ ଡଙ୍ଗା ୧୯୮୪ଠାରୁ ବତୀଘର ପଞ୍ଚାୟତ ନିୟନ୍ତ୍ରଣରେ ବ୍ଲକ ପ୍ରଶାସନ ପକ୍ଷରୁ ନିଲାମ…

ବଦଳୁଛି ଘରଚଟିଆଙ୍କ ବାସ ଠିକଣା

ମହାକାଳପଡ଼ା, ୨୪ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନ, ଅସନ୍ତୁଳିତ ପରିବେଶ, ପ୍ରାକୃତିକ ବିପର୍ଯ୍ୟୟ, ଜଙ୍ଗଲ ଅବକ୍ଷୟ ଓ ଜନବସତିରେ ଚାଳଛପର ଘର ପରିବର୍ତ୍ତେ ପକ୍କାଘର ନିର୍ମାଣ ସାଜିଛି କାଳ। ୧୯୯୯ ମହାବାତ୍ୟା ପୂର୍ବରୁ ଗଁାଗଣ୍ଡାଗୁଡ଼ିକରେ ଥିବା ଚାଳଛପର ଓଳି ମୂଳେ ଘର ଚଟିଆଙ୍କ…

ବନ୍ଦ ଅଛି ଭିତରକନିକା: ହେଲେ ବି ବୁଲୁଛନ୍ତି ଭିଆଇପି ପର୍ଯ୍ୟଟକ

ରାଜନଗର,୨୧।୧(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବା ବେଳେ ବୋଟରେ ବୁଲୁଛନ୍ତି ଇକୋରିଟ୍ରିଟ୍‌କୁ ଆସିଥିବା ଭିଆଇପି ପର୍ଯ୍ୟଟକ। କୁମ୍ଭୀର ଗଣନା ଯୋଗୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ୯ ଦିନ ବନ୍ଦ ଥିବା ବେଳେ କିପରି ଏବଂ କେଉଁ…

ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ ଦେବାକୁ ମା’ବାପାଙ୍କ ସାଙ୍ଗରେ ଆସିଥିବା ନାବାଳିକା ବିଷ ପିଇ ଦେଇଥିଲେ। ଏହି ଘଟଣା ଜଣାପଡ଼ିବା…

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି ପ୍ରାଣୀଧନ ୧୯ ବର୍ଷରେ ସଂଖ୍ୟା ହ୍ରାସ ପାଇଛି। ଏହି ଜିଲାର ପ୍ରାଣୀ ବିଭାଗ ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?