କେନ୍ଦ୍ରାପଡ଼ା

ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା,୮ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ଶୁକ୍ରବାରଠାରୁ ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିବ। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ୍‌ ଦିଆଯାଇଛି। ତେବେ ଚଳିତବର୍ଷ ପୂର୍ବବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ କମ୍‌ ରହିବ ବୋଲି ପ୍ରାଥମିକ…

ପୁରୁଣା ଚାକୁଣ୍ଡା ଗଛ ପାଲଟିଛି ମୂକସାକ୍ଷୀ

ମହାକାଳପଡ଼ା,୮ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗରଠାରେ ମା’ ରାମଚଣ୍ଡୀଙ୍କ ମନ୍ଦିର ପରିସରରେ ରହିଥିବା ପୁରୁଣା ଚାକୁଣ୍ଡା ଗଛ ମୂକସାକ୍ଷୀ ଭାବେ ଠିଆ ହୋଇଛି। ଇତିମଧ୍ୟରେ ଏହି ଗଛ ଅନେକ ବିପର୍ଯ୍ୟୟକୁ ସାମ୍ନା କରିଛି। ଭାଙ୍ଗି ଯାଇଛି ଶାଖା ପ୍ରଶାଖା, ତଥାପି…

ଗହୀରମଥାରେ ବିଦେଶୀ ପକ୍ଷୀଙ୍କ ସମାଗମ

ମହାକାଳପଡ଼ା, ୫ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଶୀତ ଋତୁରେ ଏବେ ଶୁଭିଲାଣି ବିଦେଶୀ ପକ୍ଷୀଙ୍କ କାକଳି। ଜୈବ ବିବିଧତା ପ୍ରତି ଆକୃଷ୍ଟ ହୋଇ ଆସୁଥିବା ବିଭିନ୍ନ ରଙ୍ଗ ବେରଙ୍ଗର ଦେଶୀ, ବିଦେଶୀ ପକ୍ଷୀଙ୍କ…

ପଟ୍ଟାମୁଣ୍ଡାଇରେ ବନ୍ଦ ହୋଇଯିବ ସଂସ୍କୃତ ବିଦ୍ୟାଳୟ

କେନ୍ଦ୍ରାପଡ଼ା, ୫ା୧ (ଜଗନ୍ନାଥ ଧଳ):ମଣିଷ ଏକ ସାମାଜିକ ପ୍ରାଣୀ ଭାବେ ଜନ୍ମଗ୍ରହଣ କରି ସାମାଜିକତା ହାସଲ କରେ। ଭାରତୀୟ ଦୃଷ୍ଟିକୋଣରୁ ସଂସ୍କୃତରୁ ସଂସ୍କୃତି ଆଉ ସଂସ୍କୃତିରୁ ହେଉଛି ସଂସ୍କାରର ସୃଷ୍ଟି। ଯାହା ପରିଶୋଧନ ପ୍ରକ୍ରିୟା ବା ରୀତିନୀତି ପ୍ରଦର୍ଶନ କରେ। ଆମ…

ଆଜିଠୁ ଭିତରକନିକା ବନ୍ଦ

ରାଜନଗର, ୫ା୧ (ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ଏଥିଲାଗି ଆଜିଠୁ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ…

ଗୋପବନ୍ଧୁଙ୍କ ପାଇଁ ସରକାରୀ ଯୋଜନା ସାତସପନ: ପଲିଥିନ ତଳେ ଶୀତ, କାକରରେ ବିତୁଛି ଜୀବନ

ରାଜକନିକା,୪ା୧ (ସଞ୍ଜୟ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଗରିବ ଲୋକଙ୍କ ପାଇଁ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରିଛନ୍ତି। ସେଥିମଧ୍ୟରୁ ଆବାସ ଯୋଜନା, ବିଜୁ ପକ୍କାଘର ଅନ୍ୟତମ। ସାଧାରଣ ଗରିବଙ୍କୁ ଏହି ଯୋଜନାରେ ଗୃହ ଯୋଗେଇ…

ମହାନଦୀ, ଲୁଣା, ପାଇକାରୁ ଡଙ୍ଗାରେ ବେଆଇନ ବାଲି ଚାଲାଣ; ବିପଦରେ ଶ୍ରମିକମାନଙ୍କ ଜୀବନ ଜୀବିକା

ମହାକାଳପଡ଼ା,୪।୧( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା, ଗୋବରୀ ନଦୀ ମଧ୍ୟରୁ ବାଲି ଉତ୍ତୋଳନ କରି ବେଆଇନ ଭାବେ ଡଙ୍ଗାରେ ଚାଲାଣ ହେଉଛି। ଅପରପକ୍ଷରେ ନଦୀ ମଧ୍ୟରେ ଥିବା ବାଲିକୁ କେତେଜଣ ବାଲି…

କେନ୍ଦ୍ରାପଡ଼ା ଜିଲାରେ ବଢ଼ୁଛି ଚିଙ୍ଗୁଡ଼ି ଘେରି, କମୁଛି ଜଙ୍ଗଲ, ଚାଷ ଜମି

କେନ୍ଦ୍ରାପଡ଼ା, ୪ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଚିଙ୍ଗୁଡି ଘେରିର ଅହେତୁକ ଭାବେ ବୃଦ୍ଧି ସ୍ଥାନୀୟ ଅଞ୍ଚଳବାସୀ ସହ ପରିବେଶବିତ୍‌ଙ୍କ ଉଦ୍‌ବେଗର କାରଣ ସାଜିଛି। ଜିଲାରେ ମାତ୍ର ୭୨୯ ଚାଷୀ ଚିଙ୍ଗୁଡ଼ି ଘେରି ପାଇଁ ଜିଲା ମତ୍ସ୍ୟ ବିଭାଗରୁ ଅନୁମତି ନେଇଥିବା…

ଜେଏମ୍‌ଏଫ୍‌ସି କୋର୍ଟରେ ପଶି ରେକର୍ଡ ପୋଡିଦେଲେ: ଅଭିଯୁକ୍ତଙ୍କୁ ଧରି ପୋଲିସର ପଚରାଉଚରା

ରାଜନଗର,୨ା୧(ଭାସ୍କର ରାଉତରାୟ): ରାଜନଗର ଜେଏମ୍‌ଏଫ୍‌ସି କୋର୍ଟ ମଧ୍ୟରେ ପଶି କେହି ନ ଥିବାର ସୁଯୋଗ ନେଇ ସୁଇପର କିଛି ରେକର୍ଡ ପୋଡ଼ି ଦେଇଥିବା ନେଇ ରାଜନଗର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଜେଏମ୍‌ଏଫସି କୋର୍ଟର ୱାଚମ୍ୟାନ ବିଜୟ ମଳିକଙ୍କ ଅଭିଯୋଗ ଓ…

ପେଟ ପାଇଁ ନଦୀ ବାଲି ଭରସା

ମହାକାଳପଡ଼ା,୨୯ା୧୨( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା, ଗୋବରୀ ନଦୀ ମଧ୍ୟରୁ ବାଲି ଉତ୍ତୋଳନ କରି ବେଆଇନ ଭାବେ ଡଙ୍ଗାରେ ଚାଲାଣ ହେଉଛି। ଅପରପକ୍ଷରେ ନଦୀ ମଧ୍ୟରେ ଥିବା ବାଲିକୁ କେତେଜଣ ବାଲି…

ବାର୍ଡ ଫ୍ଲୁ ପାଇଁ ନମୁନା ସଂଗ୍ରହ ହେଉଛି

କେନ୍ଦ୍ରାପଡ଼ା,୨୯ା୧୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗରସ୍ଥିତ ଜାତୀୟ ଉଦ୍ୟାନ ଭିତରକନିକାରେ ବହିରାଗତ ପକ୍ଷୀଙ୍କ ସମାବେଶ ହୋଇଛି। ଆସନ୍ତା ୬ ତାରିଖଠାରୁ ଏହି ବିଦେଶୀ ପକ୍ଷୀଙ୍କ ଗଣନା ଆରମ୍ଭ ହେବ। ଏହା ପୂର୍ବରୁ ରାଜନଗର ବ୍ଲକ ଅଞ୍ଚଳରେ କେତେକ କାଉ ମରୁଥିବା…

ଅଲୋଡ଼ା ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ

ମହାକାଳପଡ଼ା,୨୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଦେଇ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ଯାଇଛି। ଏହି କେନାଲରେ ନଅଙ୍କ ଦୁର୍ଭିକ୍ଷ ସମୟରେ ବ୍ରିଟିଶ ଶାସକ ବିଦେଶରୁ ଖାଦ୍ୟ ଶସ୍ୟ ନେଇ କଟକ ଯୋବ୍ରାରେ ପହଞ୍ଚାଇ ଗୋଦାମ ଘରେ ଗଚ୍ଛିତ ରଖୁଥିଲେ। ପରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri