୧ରୁ ଖୋଲିବ ଭିତରକନିକା
ରାଜନଗର, ୨୫ା୭(ଭାସ୍କର ରାଉତରାୟ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍ ବ୍ରିଜ୍ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ…
ବଜ୍ରପାତ ଯୋଗୁ ଚାଷ ଜମିରେ ଯାଉଛି ଜୀବନ
ମହାକାଳପଡ଼ା, ୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ପରିବେଶ ଅସନ୍ତୁଳିତ ହେବାରେ ଲାଗିଛି। ଏହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚିନ୍ତା ବଢାଇଛି। ବିଶେଷ କରି ବଜ୍ରପାତ ବଢ଼ିବା ଯୋଗୁ ପୂର୍ବ ଅପେକ୍ଷା ଅଧିକାଂଶ ଲୋକଙ୍କ ଜୀବନ ଚାଷ ଜମିରେ…
୨ ବର୍ଷର ଲୋକାର୍ପିତ କେନାଲକୁ ପାଣି ଆସିନି
କେନ୍ଦ୍ରାପଡ଼ା, ୨୪।୭ (ଜଗନ୍ନାଥ ଧଳ): ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପର କେନାଲ ୨୦୨୨ ମେ ୧୮ ରେ ଲୋକାର୍ପିତ ହୋଇଥିଲା। କେନ୍ଦ୍ରାପଡ଼ା ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବରେ ତତ୍କାଳୀନ ରାଜ୍ୟ ଜଳସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି…
ଚିତ୍ରୋତ୍ପଳା ନଦୀରେ ବୁଡ଼ି ବି-ଟେକ୍ ଛାତ୍ର ନିଖୋଜ
ପାଟକୁରା,୨୧ା୭(ରବୀନ୍ଦ୍ର ନାଥ ବାରିକ): ଶନିବାର କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ପାଟକୁରା ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି ା ଗ୍ରାମର ଧୀରେନ କୁମାର ବାରିକ ଓ କ୍ଷଣପ୍ରଭା ପରିଡ଼ାଙ୍କ ଏକମାତ୍ର ପୁଅ କୌଶିକ ବାରିକ(୧୮)ଚିତ୍ରୋତ୍ପଳା ନଦୀରେ…
ଚିତ୍ରତ୍ପୋଳାରେ ଭାସିଗଲେ ଛାତ୍ର
କେନ୍ଦ୍ରାପଡ଼ା,୨୦।୭: ଚିତ୍ରତ୍ପୋଳା ନଦୀରେ ଭାସିଗଲେ ଛାତ୍ର। ନଦୀରେ ଗାଧୋଇବାବେଳେ ଏପରି ଅଘଟଣ ଘଟିଛି। ଛାତ୍ର ଜଣକ ପାଟକୁରା ଜଗନ୍ନାଥପୁର ଗାଁର ବୋଲି ଜଣାପଡିଛି। ଛାତ୍ରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି।
ମାଛ ଧରୁଥିବାବେଳେ ସ୍ତ୍ରୀ ସମ୍ମୁଖରେ ବୁଡ଼ିଗଲେ ସ୍ବାମୀ
ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୁକ୍ରବାର ମହାନଦୀର ବନ୍ତନାଶିଠାରେ ମାଛ ଧରୁଥିବା ବେଳେ ଜଣେ ଯୁବକ ବୁଡିଯାଇଛନ୍ତି। ସ୍ତ୍ରୀ ଓ ଶାଳକଙ୍କ ଆଖି ସମ୍ମୁଖରେ ଏହି ଘଟଣା ଶୁକ୍ରବାର ମଧ୍ୟାହ୍ନରେ ଘଟିଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚତ୍ ଉଦ୍ଧାର…
ବଞ୍ଚିବା ପାଇଁ ରାହା ଖୋଜୁଛନ୍ତି ଭାଗ୍ୟଧର
ଡେରାବିଶ,୧୯ା୭ (ବେବର୍ତ୍ତା ଅଜୟ ଦାସ): ରାଜମିସ୍ତ୍ରି ଭାବେ କାର୍ଯ୍ୟ କରି ବିଭିନ୍ନ ଲୋକଙ୍କ ଘରକୁ ନିର୍ମାଣ କରିବା ସହ ନୂତନ ଘରେ ବସବାସ ପାଇଁ ସୁଯୋଗ ସୃଷ୍ଟି କରୁଥିଲେ। ମାତ୍ର ହଠାତ୍ ସ୍ବାସ୍ଥ୍ୟଗତ କାରଣରୁ ନିଜ ଘର ଏବେ ଉଜୁଡି ଯିବାକୁ…
ଛାତ ଉପରେ ଖତ ଖାଉଛି ଟିଏମ୍ସି ସାମଗ୍ରୀ
ପଟ୍ଟାମୁଣ୍ଡାଇ,୧୭।୭ (କଳ୍ପତରୁ ନାୟକ): ୨୦୨୦ରେ ଆସିଥିବା ମହାମାରୀ କରୋନାର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରତି ପଞ୍ଚାୟତ ଓ ପୌରାଞ୍ଚଳରେ ଡେଡିକେଟେଡ୍ କୋଭିଡ୍ ହସ୍ପିଟାଲ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍ସି) ଖୋଲିଥିଲେ। ଏଥିନେଇ ଖଟିଆ, ଗଦି, ବେଡଶିଟ୍, ତକିଆ, ଫ୍ୟାନ୍, ଆକ୍ୱାଗାର୍ଡ, ବାଲ୍ଟି,…
ବିପଦରେ ପରିବେଶ ସମ୍ବେଦନଶୀଳ ୧୪୭ ଗାଁ
କେନ୍ଦ୍ରାପଡ଼ା,୧୭।୭(ଜଗନ୍ନାଥ ଧଳ): ଭାରତ ସରକାରଙ୍କ ପକ୍ଷରୁ ଜୁନ୍ ମାସରେ କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲାର ୨୦୫ ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଗ୍ରାମ ଭାବେ ଘୋଷଣା କରାଯାଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଗ୍ରାମଗୁଡିକ ବର୍ଦ୍ଧିତ ଚିଙ୍ଗୁଡ଼ି ଘେରି ପାଇଁ ବିପଦରେ ପଡ଼ିଛି।…
୨୫ ଫୁଟ ଲମ୍ବ ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର, ତା ପରେ…
କେନ୍ଦ୍ରାପଡ଼ା,୧୬।୭: ବିଦ୍ୟୁତ ଖୁଣ୍ଟ ଉପରକୁ ଚଢ଼ିଗଲା କୁମ୍ଭୀର। ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରଭାହିତ ପାଟଶାଳ ନଦୀରୁ କୁମ୍ଭୀର ଛୁଆ ଉଠିଆସି ବିଦ୍ୟୁତ ଖୁଣ୍ଟ ଉପରେ ଚଢିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏବେ କୁମ୍ଭୀର ପ୍ରଜନନ ଋତୁ…
କେନ୍ଦ୍ରାପଡ଼ାରେ ଆଜି ବାହୁଡ଼ା: ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ହେବ ରଥଟଣା
କେନ୍ଦ୍ରାପଡ଼ା,୧୬ା୭: ତୁଳସୀକ୍ଷେତ୍ରର କ୍ଷେତାଧିପତି ଶ୍ରୀବଳଦେବଜୀଉଙ୍କ ଆଜି ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳା ଖେଳା ସାରି ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉ। ଏନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏନେଇ ପୂର୍ବ ନୀତି ନିର୍ଘଣ୍ଟ ନେଇ…
ରାଶନ କାର୍ଡରୁ ବଞ୍ଚିତ ଶବର ପରିବାର
ମହାକାଳପଡ଼ା,୧୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଁର ଗରିବ, ଖଟିଖିଆ, ଜନଜାତିମାନଙ୍କୁ ମାଗଣାରେ ରାଶନ ସାମଗ୍ରୀ ଚାଉଳ, ଗହମ, କିରୋସିନ ଯୋଗାଇ ଦେବାକୁ ବ୍ୟବସ୍ଥା ରହିଛି। ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛଲା ପଞ୍ଚାୟତ ଲୁଣିମାଠିଆ…

