କେନ୍ଦ୍ରାପଡ଼ା

ବାୟା ବାବା କଲେଜରେ ବିଜେଡିର ମହାବିଜୟ: ସୌମ୍ୟଜିତ ସଭାପତି, ସମ୍ପୂର୍ଣ୍ଣା ସମ୍ପାଦକ ଭାବେ ନିର୍ବାଚିତ

ମହାକାଳପଡ଼ା,୧୫।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ ଶାନ୍ତି ଶୃଙ୍ଖଳା ସହ ଶେଷ ହୋଇଛି। ଏହି ଅବସରରେ ୬୧୮ ଭୋଟର ମଧ୍ୟରେ ୫୭୫ ଭୋଟର ନିଜ ନିଜ ମନ…

ମାର୍ଶାଘାଇ-ଅନ୍ତେଇରେ ABVP ବିଜୟୀ: କରିଲୋପାଟଣା ମହାବିଦ୍ୟାଳୟରେ ମହାପ୍ରସାଦ ସଭାପତି

ମାର୍ଶାଘାଇ,୧୫।୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ ଅଞ୍ଚଳରେ ରହିଥିବା ମାର୍ଶାଘାଇ ଡିଗ୍ରୀ ମହାବିଦ୍ୟାଳୟ, ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଅନ୍ତେଇ ଓ କରିଲୋପାଟଣା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇ ଫଳାଫଳ ପ୍ରକାଶ ପାଇଛି l ମାର୍ଶାଘାଇ ମହାବିଦ୍ୟାଳୟରେ…

ବଦଳିଯିବ ବାୟାବାବା କଲେଜ ଛାତ୍ର ସଂସଦ ଭୋଟ୍‌ ସମୀକରଣ !, ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ

ମହାକାଳପଡ଼ା,୧୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ପ୍ରମୁଖ ଶିକ୍ଷନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ଭୋଟିଂ ଶାନ୍ତିଶୃଙ୍ଖଳା ଭାବେ ହେଉଛି। ମୋଟ୍‌ ୬୧୮ ଭୋଟରମାନଙ୍କର ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ ହୋଇଛି ବୋଲି କୁହାଯାଉଛି। ବିଶେଷ କରି ଅଖିଳ…

ଡେରାବିଶ ମହାବିଦ୍ୟାଳୟକୁ ସ୍ୱୟଂଶାସିତ ମାନ୍ୟତା ପ୍ରସ୍ତାବ,ସାଧାରଣରେ ଆନନ୍ଦର ଲହରୀ

ଡେରାବିଶ, ୧୪।୧୦ (ବେବର୍ତ୍ତା ଅଜୟ ଦାସ): ରାଜ୍ୟର ମୋଟ ୪୨ ଟି ମହାବିଦ୍ୟାଳୟକୁ ସ୍ୱୟଂଶାସିତ ମାନ୍ୟତା ପ୍ରଦାନ ପାଇଁ ରାଜ୍ୟ ସରକାର ଯୋଜନା ରଖିଛନ୍ତି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ରାଜ୍ୟ ସରକାରଙ୍କୁ ଏ ନେଇ ରିପୋର୍ଟ ମଗାଯାଇଥିବା ବେଳେ…

ମହାକାଳପଡ଼ା କଲେଜରେ ସରିଲା ହ୍ବାଏ ଆଇ ଷ୍ଟାଣ୍ଡ୍‌ ଫର୍‌ ମିଟିଂ, କାଲି ପିଲା ବାଛିବେ ମନ ପସନ୍ଦର ପ୍ରାର୍ଥୀ

ମହାକାଳପଡ଼ା,୧୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ବୁଧବାର ହ୍ବାଏ ଆଇ ଷ୍ଟାଣ୍ଡ୍‌ ଫର୍‌ ମିଟିଂରେ ପ୍ରାର୍ଥୀମାନେ ଉପସ୍ଥିତ ଥିବା ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରଣନୀତି ଅବଲମ୍ବନ…

ମଦନ ସାମନ୍ତଙ୍କ ବାଡ଼ିରେ ୧୫ ଫୁଟର ଅଜଗର: ଲୋକେ ଦେଖି ଛାନିଆ

ମହାକାଳପଡ଼ା, ୧୪।୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଉପକୂଳବର୍ତ୍ତୀ ବତୀଘର ସଂରକ୍ଷିତ ଜଙ୍ଗଲ ନିକଟ ଉତ୍ତର ଖୋଳା ଗାଁରୁ ଏକ ୧୫ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି। ମଙ୍ଗଳବାର ରାତିରେ ଗାଁର ମଦନ ସାମନ୍ତଙ୍କ ବାଡ଼ିରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି। କଲେଜରେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାରୁ କଲେଜ ଅଧ୍ୟକ୍ଷ ସାଇନ୍‌ ଡାଏ ଘୋଷଣା କରିଛନ୍ତି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ମୃତ ଚନ୍ଦନ ନିକିରେଇସ୍ଥିତ ବୀରହନୁମାନ ଜୀଉ କଲେଜରେ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଧାରଣା ଦିଆଯାଇଛି। ଛାତ୍ର ସଂଗଠନର ସଦସ୍ୟମାନେ ମଦନପୁର ଛକରୁ ଏକ ରାଲିରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା ବାକି ରହିଛି। ଏହାକୁ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଓ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର ଜନତା ଦଳ(ବିସିଜେଡି) ଓ ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?