ମରାମତି ଅଭାବ: କଚେରି ପୋଖରୀ କଚଡ଼ାପୂର୍ଣ୍ଣ
ପଟ୍ଟାମୁଣ୍ଡାଇ,୭ା୧୦ (ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇର ଐତିହାସିକ କଚେରି ପୋଖରୀ ପୁନର୍ନିର୍ମାଣ ଦାବିରେ ସହରବାସୀଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଛି। ଏ ନେଇ ପଟ୍ଟାମୁଣ୍ଡାଇ ପୌର କର୍ତ୍ତୃପକ୍ଷ, ତହସିଲଦାର, ବିଡିଓ ଓ ଜିଲା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ...
ଦୋଛକିରେ ବାଣ ନିର୍ମାଣକାରୀଙ୍କ ଜୀବିକା
କେନ୍ଦ୍ରାପଡ଼ା, ୭ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତସ୍ଥ ଖଣ୍ଡିଆବନ୍ଧ ଗ୍ରାମରେ ଗୁରୁବାର ବାଣ ବିସ୍ଫୋରଣ ହୋଇଥିଲା। ଏଥିରେ ଏହି ଗ୍ରାମର ଡା. ସୁଜିତ କୁମାର ସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଏବେବି...
ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା
କେନ୍ଦ୍ରାପଡ଼ା/ ପଟ୍ଟାମୁଣ୍ଡାଇ, ୫ା୧୦ (ଜଗନ୍ନାଥ ଧଳ/କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଞ୍ଚଳରେ ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା ବଢ଼ୁଛି। ଏପରି ରୋଗୀମାନଙ୍କ ମଧ୍ୟରୁ କେତେଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାବେଳେ ଆଉ କେତେକ ବାହାର ରାଜ୍ୟର ବୋଲି...
ପାର୍ବଣ ପାଇଁ ବାଦ୍ୟଯନ୍ତ୍ର ନିର୍ମାଣକାରୀ ଉତ୍ସାହିତ
କେନ୍ଦ୍ରାପଡା, ୪ା୧୦ (ଜଗନ୍ନାଥ ଧଳ)ଶ୍ରୀଗଣେଶ ପୂଜାଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହା ମଧ୍ୟରେ ଶ୍ରୀଜୀଉଙ୍କ ଭସାଣି ଉତ୍ସବ ସରିଥିବା ବେଳେ ମା’ ଖୁଦୁରୁକୁଣୀଙ୍କୁ ବିଦାୟ ଦିଆଯାଇଛି। ସେହିପରି ମା’ ଦୁର୍ଗାଙ୍କର ପୂଜା ଉତ୍ସବ ଆଗକୁ ଆସୁଛି। ଏହା ପରେ...
ସ୍ଲୋଗାନ୍ରେ ସୀମିତ ସ୍ବଚ୍ଛତା ଅଭିଯାନ
ପଟ୍ଟାମୁଣ୍ଡାଇ,୪ା୧୦ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ପକ୍ଷରୁ ସହରରେ ସ୍ବଚ୍ଛତା ଅଭିଯାନ ଜାରି ରହିଛି। ସୋମବାର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ବ୍ୟାପକ ସଫେଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ହେଲେ ସହରର ବିଭିନ୍ନ ସ୍ଥାନରେ ଅଳିଆ...
ମୂଳ ଖାତାକୁ ଫେରିଲା ୫. ୭୮ ଡିସିମିଲ ବିକ୍ରି ଜମି
ରାଜନଗର, ୪ା୧୦(ଭାସ୍କର ରାଉତରାୟ)ମୃତ ବ୍ୟକ୍ତିଙ୍କୁ ଜୀବତ ଦର୍ଶାଇ ଭୂତ ବିକିଥିବା ଜମି ଘଟଣାର ରହସ୍ୟ ଉପରୁ ପରଦା ହଟିଛି। କେନ୍ଦ୍ରାପଡ଼ା ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, କେନ୍ଦ୍ରାପଡ଼ା ଏସ୍ପିଙ୍କ ଜମି ମାଲିକ ମୃତ ଉପେନ୍ଦ୍ର ଖିଲାରଙ୍କ ଝିଅ ମଞ୍ଜୁଲତା ଖିଲାର...
କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍
କେନ୍ଦ୍ରାପଡ଼ା, ୪ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ରସାବଳିକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍ ମିଳିଛି। କେନ୍ଦ୍ରାପଡ଼ା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ ଓ ଅନ୍ୟ ସଙ୍ଗଠନ ପକ୍ଷରୁ ହୋଇଥିବା ଆବେଦନ (ନଂ. ୮୦୨/୨୩/୧୨/୨୦୨୧) ସଫଳ...
ଡେରାବିଶର ପ୍ରସିଦ୍ଧ ଭାଲୁକୁଣୀ ମେଳଣ
ଡେରାବିଶ,୩ା୧୦ (ବେବର୍ତ୍ତା ଅଜୟ ଦାସ): ଉତ୍କଳୀୟମାନଙ୍କ ପାଇଁ ତଅପୋଇ କାହାଣୀ ଏକ ଇତିହାସର ସ୍ମୃତି ସ୍ତମ୍ଭ ପାଲଟିଛି। ଏଥିସହ ଯୋଡ଼ିହୋଇ ରହିଛି ଅତୀତର ସାଧବ ପୁଅଙ୍କ ନୌବାଣିଜ୍ୟ ଯାତ୍ରା। ଏହି ନୌବାଣିଜ୍ୟ ଯାତ୍ରା ପରମ୍ପରା ସହ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାର...
ଲୋକେ ପିଉଛନ୍ତି ଖୋଳା ନଦୀ ଅପମିଶ୍ରିତ ଜଳ
ମହାକାଳପଡ଼ା,୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ଉପାନ୍ତ ବତିଘର ପଞ୍ଚାୟତ ଦକ୍ଷିଣ ଖୋଳା ନଦୀକୂଳ ବାସିନ୍ଦାଙ୍କ ପାଇଁ ପାନୀୟ ଜଳ ସମସ୍ୟା ଉପୁଜିଛି। ଏହି ଅଞ୍ଚଳରେ ସ୍ଥାପନ ହୋଇଥିବା ସୋଲାର ପାନୀୟ ଜଳ...
ସମସ୍ତ ସମ୍ପତ୍ତି ସରକାରଙ୍କୁ ଦାନ କରିବାକୁ ବୃଦ୍ଧା ଉଷାଙ୍କ ଘୋଷଣା
ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଣେ ବୃଦ୍ଧା ନିଜ କୋହଭରା କଣ୍ଠରେ କହିଛନ୍ତି, ନିଜର ଜନ୍ମକଲା ଝିଅପୁଅ ପଚାରିଲେ ନାହିଁ। ପରିଣତ ବୟସରେ ଜୀବନ ବଞ୍ଚାଇବା ଦୁର୍ବିଷହ ହୋଇପଡ଼ିଥିଲା। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀସ୍ଥିତ ବରିଷ୍ଠ ନାଗରିକ ନିବାସ...
ମାଟିଆଗୁଣ୍ଡି ପୋକ ପାଇଁ ଚାଷୀଙ୍କ ଚିନ୍ତା ବଢୁଛି
କେନ୍ଦ୍ରାପଡ଼ା, ୨ା୧୦(ଜଗନ୍ନାଥ ଧଳ):ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚାଷୀଙ୍କ ଚିନ୍ତାର କାରଣ ସାଜିଛି। ମାଟିଆଗୁଣ୍ଡି ପୋକ ଜିଲାର ସମସ୍ତ ବ୍ଲକ ଅଞ୍ଚଳର ଖରିଫ ଧାନ ଚାଷ ଉପରେ ପ୍ରଭାବ ପକାଇଥିବା ବେଳେ...
ବରିଷ୍ଠ ନାଗରିକ ନିବାସରେ କଟୁଛି ବୃଦ୍ଧାବୃଦ୍ଧଙ୍କ ଜୀବନ
ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀସ୍ଥିତ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ବରିଷ୍ଠ ନାଗରିକ ନିବାସରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ନିବାସରେ ଜନ୍ମ କଲା ଝିଅପୁଅମାନେ ପର କରିବା ପରେ ପରିଣତ ବୟସରେ ୨୫ଜଣ...
Archives


