ବିଧାୟକଙ୍କ ବିରୋଧରେ ମିଥ୍ୟା ଆରୋପ
ପଟ୍ଟାମୁଣ୍ଡାଇ,୨ା୧୦ (କଳ୍ପତରୁ ନାୟକ):ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ହୋଟେଲ କରିଥିବା ନେଇ ପଟ୍ଟାମୁଣ୍ଡାଇ ମେଡିକାଲ ଛକ ଓ ରାଜନଗରରେ ସେପ୍ଟେମ୍ବର ୨୯ରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ, କୁଶପୁତ୍ତଳିକା ଦାହ, ଖବରଦାତା ସମ୍ମିଳନୀ କରାଯାଇଥିଲା। ରବିବାର ବରିଷ୍ଠ ବିଜେଡି...
ପାଟିରେ ତୂଳି ଧରି କାନ୍ଭାସ୍ରେ ଚିତ୍ର ଆଙ୍କି ଚର୍ଚ୍ଚାରେ ସୌମ୍ୟ
ରାଜନଗର,୨ା୧୦ (ଭାସ୍କର ରାଉତରାୟ):ସ୍ଥାନୀୟ ଶ୍ରୀ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର କୃତୀ ଛାତ୍ର ସୌମ୍ୟ ରଞ୍ଜନ ବଳ ପାଠ ପଢିବା ସହିତ ନିଆରା ପ୍ରୟାସରେ ପାଟିରେ ତୁଳି ଧରି କାନଭାସରେ ଦେଶର ବିଭିନ୍ନ ବରପୁତ୍ର, ପ୍ରକୃତି ଓ ପରିବେଶ ଏବଂ ଦେଶର ମାନଚିତ୍ର...
ପାର୍ବଣରେ ବଢୁଛି ଶବ୍ଦ, ଜଳ ପ୍ରଦୂଷଣ
କେନ୍ଦ୍ରାପଡ଼ା, ୧।୧୦ (ଜଗନ୍ନାଥ ଧଳ)ଗଣେଶ ପୂଜା ଠାରୁ ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ। ଏହି ପୂଜା ପାର୍ବଣରେ ଉଚ୍ଚ ସ୍ବରରେ ମାଇକ ବାଜିବା ଶବ୍ଦ ପ୍ରଦୂଷିତ କରୁଥିବା ବେଳେ ମୂର୍ତ୍ତି ନିର୍ମାଣରେ ବ୍ୟବହୃତ ରାସାୟନିକ ରଙ୍ଗ, ପ୍ଲାଷ୍ଟିକ ବ୍ୟବହାର, ଭସାଣି...
କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା
କେନ୍ଦ୍ରାପଡ଼ା,୩୦।୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ ଗୁରୁବାର ଏକ କୁମ୍ଭୀର ଉଦ୍ଧାର ହୋଇଛି। ବନ ବିଭାଗ ଏହାକୁ ଉଦ୍ଧାର...
ଜଙ୍ଗଲ ଜମିରେ ବିଧାୟକଙ୍କ ହୋଟେଲ ଅଭିଯୋଗ
ରାଜନଗର, ୩୦ା୯ (ଭାସ୍କର ରାଉତରାୟ): ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ବେଆଇନ ଭାବେ ନିଜସ୍ବ ହୋଟେଲ କରିଥିବା ଅଭିଯୋଗ ଆଣି ରାଜନଗର କଂଗ୍ରେସ ପକ୍ଷରୁ ବିଧାୟକଙ୍କ କୁଶ ପୁତଳିକା ଶୁକ୍ରବାର ଦାହ କରାଯିବା ସହ ରାଜନଗର ଡିଏଫ୍ଓଙ୍କୁ...
ବିନା ପ୍ରକଳ୍ପରେ ଟଙ୍କା ଆତ୍ମସାତ୍ ଅଭିଯୋଗ
ଆଳି,୩୦ା୯(ବନମାଳୀ ସେନାପତି): ରାଜ୍ୟ ସରକାର ପଞ୍ଚାୟତର ବିକାଶ ନିମନ୍ତେ ପଞ୍ଚାୟତିରାଜ ବ୍ୟବସ୍ଥାରେ ପଞ୍ଚାୟତଗୁଡିକୁ କୋଟି କୋଟି ଟଙ୍କା ଯୋଗାଇ ଦେଉଛନ୍ତି। ହେଲେ ସରକାରୀ ଅର୍ଥକୁ ବାଟମାରଣା କରବାରେ ଲାଗି ପଡିଛନ୍ତି ପଞ୍ଚାୟତ ପ୍ରତିନିଧି ଓ ସରକାରୀ କର୍ମଚାରୀ। ସାଧାରଣ ଲୋକଙ୍କ...
ନିପାଣିଆ ବିଜୁ ସେତୁ ଉଦ୍ଘାଟନ ପୂର୍ବରୁ ଫଳକ ଭାଙ୍ଗିଲେ ଦୁର୍ବୃତ୍ତ
ମହାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ବତିଘର ପଞ୍ଚାୟତର ଦକ୍ଷିଣ ବରକୋଳି ଖୋଳା-ନିପାଣିଆ ଖୋଳା ନଦୀ ଉପରେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ...
କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା
କେନ୍ଦ୍ରାପଡ଼ା, ୩୦ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ ଗୁରୁବାର ଏକ କୁମ୍ଭୀର ଉଦ୍ଧାର ହୋଇଛି। ବନ ବିଭାଗ ଏହାକୁ...
ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅଣହେଳା
କେନ୍ଦ୍ରାପଡ଼ା, ୨୮ା୯ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ, ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ଏହି କ୍ଷେତ୍ରର ରାଜନଗର ବଗପାଟିଆରେ ଅବସ୍ଥିତ ପଞ୍ଚୁବରାହୀ ମନ୍ଦିରରେ କେବଳ...
ପଟ୍ଟାମୁଣ୍ଡାଇ-ଇନ୍ଦୁପୁର ଗ୍ରାମ୍ୟ ଉନ୍ନୟନ ରାସ୍ତା ମରଣଯନ୍ତା
ପଟ୍ଟାମୁଣ୍ଡାଇ,୨୭୯(ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାଠାରୁ ଇନ୍ଦୁପୁର ଯାଇଥିବା ୧୭ କିମି ଗ୍ରାମ୍ୟ ଉନ୍ନୟନ ରାସ୍ତା ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ସ୍ଥାନେ ସ୍ଥାନେ ଏହି ରାସ୍ତା ଫାଟି ଭାଙ୍ଗି ଯାଇଛି। ଏହି ରାସ୍ତା ଉପରେ ପଟ୍ଟାମୁଣ୍ଡାଇ ବ୍ଲକର ୧୩ଟି ପଞ୍ଚାୟତ...
ଘର କରି ନ ଥିବା ହିତାଧିକାରୀଙ୍କ କାର୍ଯ୍ୟାଦେଶ ବାତିଲ କର
ପଟ୍ଟାମୁଣ୍ଡାଇ ୨୬ା୯ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଗରିବ ଲୋକଙ୍କୁ ମୁଣ୍ଡ ଗୁଞ୍ଜିବାକୁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଠିକଣା ଭାବେ କାର୍ଯ୍ୟକରିବା ସହ ତ୍ୱରାନ୍ବିତ କରିବାକୁ ଓଡିଶା ଅର୍ବାନ ହାଉସିଂ ମିଶନର ଏସଏଲଟିସି ପାର୍ଥସାରଥୀ ସାହୁ ପଟ୍ଟାମୁଣ୍ଡାଇ...
ସାଙ୍ଗଙ୍କ ଛୁରାମାଡ଼ରେ ସାଙ୍ଗ ମୃତ
କେନ୍ଦ୍ରାପଡ଼ା, ୨୬ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅଞ୍ଚଳରେ ନିଶା ସେବନ ସମୟରେ ସାଙ୍ଗଙ୍କ ଛୁରାମାଡରେ ସାଙ୍ଗ ତ୍ରିଲୋଚନ ମଲ୍ଲିକ (୩୦)ଙ୍କ ସୋମବାର ମୃତ୍ୟୁ ହୋଇଛି। ତ୍ରିଲୋଚନଙ୍କ ଘର ଥାନା ଅନ୍ତର୍ଗତ ଧୂମାତ ଶାସନସ୍ଥିତ ଚାରିଗାଁ ।...
Archives


