କେନ୍ଦ୍ରାପଡ଼ା

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ୍‌ ପରି ଅନ୍ତର୍ଜାତୀୟ ମାନ୍ୟତା ମିଳିଛି।…

ଚାଷୀଙ୍କ ଅଜାଣତରେ ଟଙ୍କା ହଡ଼ପ ଘଟଣା:ରାଜକନିକାରୁ ରାଜଧାନୀକୁ ଚାଷୀଙ୍କ ପଦଯାତ୍ରା

ରାଜକନିକା,୧୯ା୯(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣା ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ରେ ଚାଷୀମାନଙ୍କ ଅଜାଣତରେ ଟଙ୍କା ହେରଫେର ହୋଇଛି। ଏହି ଘଟଣାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି କରାଯାଇଛି। ସେଥିପାଇଁ ସମବାୟ ସମିତିର ସମ୍ପାଦକ ଅସିତ କୁମାର…

ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୯: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି ନେଇଛି କୁମ୍ଭୀର। ନିଖୋଜ ବୃଦ୍ଧ ଜଣକ ହେଉଛନ୍ତି ଇଚ୍ଛାପୁର ଗାଁର ଅଜାମ୍ବର ନାୟକ। ଏହି…

କର୍ମଚାରୀ ଅଭାବ: ଯୋଜନା କାର୍ଯ୍ୟକାରୀରେ ଅନ୍ତରାୟ

ପଟ୍ଟାମୁଣ୍ଡାଇ,୧୬ା୯ (କଳ୍ପତରୁ ନାୟକ): ଭାଜପା ସରକାର ପ୍ରଶାସନକୁ ଲୋକାଭିମୁଖୀ କରି ଲୋକମାନଙ୍କ ହିତରେ ଯୋଜନା ପ୍ରଣୟନ କରୁଥିବା କୁହାଯାଉଛି। କିନ୍ତୁ ସରକାର ପ୍ରଣୟନ କରୁଥିବା ଯୋଜନାଗୁଡ଼ିକ ବାସ୍ତବରେ କର୍ମଚାରୀ ଅଭାବରୁ ତଳ ସ୍ତରରେ କେତେଦୂର କାର୍ଯ୍ୟକାରୀ ହେଉଛି ଏବଂ ଜନସାଧାରଣ କେତେଦୂର…

ସାଇକେଲ, ଚପଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଲେ ଅଧ୍ୟାପକ

ଡେରାବିଶ,୧୫।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା…

ଗାଁ ପୋଖରୀରେ କୁମ୍ଭୀର: ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୧୪।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ କୌଶଳ କ୍ରମେ ଗ୍ରାମବାସୀ କୁମ୍ଭୀରକୁ ଧରି ପୋଖରୀ କୂଳରେ ବାନ୍ଧି ରଖିଛନ୍ତି। ଖବର ପାଇଁ…

କ୍ୱାକ୍‌ଙ୍କ କବଳରେ ରୋଗୀ

ମହାକାଳପଡ଼ା,୧୨ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ନକଲି ଡାକ୍ତର ତଥା କ୍ୱାକ୍‌ଙ୍କ ପ୍ରଭାବ ବଢ଼ି ଚାଲିଛି। ରାଜ୍ୟ ବାହାରୁ ଆସୁଥିବା ଏପରି କ୍ୱାକ୍‌ ଅସ୍ଥାୟୀ ଭାବେ ଗାଁରେ ରହି ରୋଗୀଙ୍କ ଚିକିତ୍ସା କରିବା ସହିତ ନିମ୍ନମାନର…

ରାଜ୍ୟରେ ବ୍ୟାପିବାରେ ଲାଗିଛି ବାର୍ଡ଼ ଫ୍ଲୁ: କ୍ଵାରେଣ୍ଟାଇନରେ କୁକୁଡ଼ା ଚାଷୀ

ଭୁବନେଶ୍ୱର,୧୦।୯: ରାଜ୍ୟରେ ଏବେ ବାର୍ଡ଼ ଫ୍ଲୁ ରୋଗରେ କୁକୁଡ଼ା ଆକ୍ରାନ୍ତ ଖବର ମଧ୍ୟରେ କେନ୍ଦ୍ରାପଡା ଡେରାବିସି ଅଞ୍ଚଳରେ କିଛି ଚାଷୀଙ୍କଠାରେ ଲକ୍ଷଣ ଦେଖାଯିବାରୁ କିଛି କୁକୁଡ଼ା ଚାଷୀଙ୍କୁ ନିଜ ଘରେ କ୍ଵାରେନଣ୍ଟାଇନରେ ରହିବାକୁ କୁହାଯାଇଛି। ସୂଚନାନୁସାରେ, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଚାଷୀଙ୍କ…

ଫାଶ, ବିଷ, ବାଟୁଳିରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୧୦।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ମହାକାଳପଡ଼ା ରେଞ୍ଜ ଅଧୀନ ଜଙ୍ଗଲ ମଧ୍ୟରେ ପକ୍ଷୀମାନେ ବସା ବାନ୍ଧିଛନ୍ତି। ହେଲେ କେତେଜଣ ଅଭ୍ୟାସଗତ ଶିକାରୀ ଲୁଚି ଛପି ଚଲା ଫାଶ (ବାଉଁଶ କାଠି, ପ୍ଲାଷ୍ଟିକ ସୂତାରେ) ଓ…

ଆଜିଠାରୁ ଭିତରକନିକାରେ ଦେଶୀ ପକ୍ଷୀ ଗଣନା

ରାଜନଗର,୯ା୯(ଭାସ୍କର ରାଉତରାୟ): ଭିତରକନିକାରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏମାନଙ୍କ ଗଣନା ସୋମବାରଠାରୁ ଆରମ୍ଭ ହେବ। କନିକା ରେଞ୍ଜ ଅଧୀନ ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ମଠଆଡ଼ିଆ ସହ ରାଜନଗର ରେଞ୍ଜ ଅଧୀନ ଏକମାଣିଆ ବାଲିଡ଼ିଆ ଆଇଲ୍ୟାଣ୍ଡରେ ଦେଶୀୟ ପକ୍ଷୀ ବସା କରି…

ନୀଳରକ୍ତ କଙ୍କଡ଼ା ଜିଓ ଟ୍ୟାଗିଙ୍ଗ୍‌ ପାଇଁ ଅନୁମତି

ମହାକାଳପଡ଼ା,୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଓ ଭିତରକନିକା ନଦୀ ଅବବାହିକା ଅଞ୍ଚଳରେ ବହୁସଂଖ୍ୟାରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବା ହର୍ସୁକ୍ରାବ୍‌ଙ୍କ ପୂର୍ଣ୍ଣିମା, ଅମାବାସ୍ୟାରେ ମିଳନ ପ୍ରକ୍ରିୟା ଦେଖିବାକୁ ମିଳେ। ବିରଳ ପ୍ରଜାତିର ନୀଳରକ୍ତ କଙ୍କଡ଼ା ୪୫କୋଟି…

ଗଣେଶ୍ୱର ବେହେରାଙ୍କ ସତ୍ୟପାଠକୁ ଭୁଲ୍‌ ଦର୍ଶାଇଲେ କଂଗ୍ରେସର ଏହି ନେତ୍ରୀ, କହିଲେ ଜାତିଗତ କ୍ଷେତ୍ରରେ ତାଙ୍କର…

କେନ୍ଦ୍ରାପଡ଼ା,୯ା୯ (ଜଗନ୍ନାଥ ଧଳ): ୨୦୨୪ ନିର୍ବାଚନ ଫଳାଫଳର ୩ ମାସ ପରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରାଙ୍କ ସତ୍ୟପାଠ ଉପରେ କଂଗ୍ରେସ ପ୍ରାର୍ଥୀ ସିପ୍ରା ମଲ୍ଲିକ ପ୍ରଶ୍ନ ଉଠାଇଛନ୍ତି। ସହରର ବଉଳବିହାରସ୍ଥିତ ବାସଭବନରେ ମଲ୍ଲିକ ରବିବାର ଏକ ଖବରଦାତା ସମ୍ମିଳନୀ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?