ଗୋଟିଏ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର
ପଟ୍ଟାମୁଣ୍ଡାଇ,୯ା୧୧(କଳ୍ପତରୁ ନାୟକ)ବିଦ୍ୟାଳୟ ରୂପାନ୍ତରୀକରଣ କରାଯାଉଛି। ଏଥିପାଇଁ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଯେଉଁ ଉଦ୍ଦେଶ୍ୟ ରଖି ସରକାର ଏଭଳି ବ୍ୟବସ୍ଥା କରୁଛନ୍ତି ତାହାର ବାସ୍ତବତାକୁ ନେଇ ପ୍ରଶ୍ନ ଉଠିଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀ ଗୃହ…
କେନ୍ଦରା ଗୀତରୁ ମିଳୁଛି ଓଡ଼ିଶାର ଲୋକକଳାର ଝଲକ
ମହାକାଳପଡ଼ା, ୯।୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ)ଧାର୍ମିକ ମାସ ହେଉଛି କାର୍ତ୍ତିକ। ଏହି ମାସରେ ଦାନ ଧର୍ମ କଲେ ପୁଣ୍ୟ ଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଦିନ ଥିଲା ଧର୍ମୀୟ କାର୍ତ୍ତିକ ମାସ ଆରମ୍ଭରୁ ଗାଁ ଗଣ୍ଡାରେ ପ୍ରାଚୀନ ସଂସ୍କୃତି…
ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ ଛାତ୍ରୀଛାତ୍ର
ଡେରାବିଶ, ୮।୧୧(ବେବର୍ତ୍ତା ଅଜୟ ଦାସ): ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ପ୍ରତ୍ୟେକ ବ୍ଲକ ଅଞ୍ଚଳରେ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ପାଇଁ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ଉଦ୍ୟମ କରାଯାଇଛି। ଏହି ବିଭାଗ ଅଧୀନରେ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପକ୍ଷରୁ ଖୋଲା…
୧୨ ବର୍ଷ ହେବ ଶଯ୍ୟାରେ କଟୁଛି ଜୟପ୍ରଦାଙ୍କ ଜୀବନ
ଆଳି,୪ା୧୧(ବନମାଳୀ ସେନାପତି): ଦୀର୍ଘ ୧୨ ବର୍ଷ ହେବ ଝିଅ ରୋଗ ବିଛଣାରେ ପଡ଼ିଥିବା ବେଳେ ଦିନରାତି ଏକ କରି ସେବାରେ ଲାଗିଛି ମା’। ଝିଅର ଅବସ୍ଥାକୁ ଦେଖି ମା’ ଆଖିରୁ ଲୁହ ଶୁଖୁ ନ ଥିବା ବେଳେ ବଢ଼ିଲା ଝିଅର ଭବିଷ୍ୟତକୁ…
୩୬ କୋଟି ଟଙ୍କା ବ୍ୟୟରେ କଣ୍ଠିଆନାଳ ସେତୁ ନିର୍ମାଣ ହେବ
ପଟ୍ଟାମୁଣ୍ଡାଇ,୩ା୧୧ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ତଳେ ଅରମ୍ଭ ହୋଇ ୨ଟି ପିଲର ଅଧା ଉଠି ଏ ପର୍ଯ୍ୟନ୍ତ ବନ୍ଦ ହୋଇ ପଡିରହିଛି। ଯାହାକୁ ନେଇ ୩ ରାଜସ୍ବ…
ସାତଭାୟାରେ ସୃଷ୍ଟି ହୋଇଛି ନୂଆ ବେଳାଭୂମି
କେନ୍ଦ୍ରାପଡ଼ା, ୨ା୧୧ (ଜଗନ୍ନାଥ ଧଳ) ବିଶ୍ୱ ପ୍ରସିଦ୍ଧ ଗହୀରମଥାର ସାମୁଦ୍ରିକ ଅଞ୍ଚଳରେ ଥିବା ପ୍ରଚୁର ଖାଦ୍ୟ ବିରଳ ଅଲିଭ୍ରିଡ୍ଲେ କଇଁଛଙ୍କୁ ଆକର୍ଷିତ କରୁଛି। ପ୍ରତିବର୍ଷ ୪ରୁ ୫ଲକ୍ଷ କଇଁଛ ଏଠାକୁ ଆସି ଅଣ୍ଡାଦାନ କରୁଛନ୍ତି। ତେବେ ଇଣ୍ଟରନ୍ୟାଶନାଲ ୟୁନିୟନ ଫର କଞ୍ଜରଭେଶନ…
ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା କଟକଣା
ରାଜନଗର,୧।୧୧(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି…
ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା ଉପରେ କଟକଣା
ରାଜନଗର,୩୧ା୧୦(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି…
ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର କରି ୧୦ ବର୍ଷ ଜେଲ
କେନ୍ଦ୍ରାପଡ଼ା,୩୦ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଫାଷ୍ଟ ଟ୍ରାକ୍ କୋର୍ଟ ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ରାୟ ପ୍ରକାଶ କରିଛନ୍ତି। ଜଜ୍ ତ୍ରିବିକ୍ରମ କେଶରୀ ଚିନ୍ନରା ମାମଲାର ଶୁଣାଣି କରି ଅଭିଯୁକ୍ତ ଖୋର୍ଦ୍ଧା ଜିଲା ମଞ୍ଚେଶ୍ୱର ଥାନା ଓସ୍ତପଡ଼ା ଗ୍ରାମର ତପନ…
ପଟ୍ଟାମୁଣ୍ଡାଇ ବୋହୂଙ୍କୁ ମିଳିଲା ନର୍ମାନ ଇ ବୋର୍ଲାଗ ପୁରସ୍କାର
ପଟ୍ଟାମୁଣ୍ଡାଇ,୩୦ା୧୦(ଅକ୍ଷୟ ବିଶ୍ୱାଳ): ଓଡ଼ିଶାର ଯୁବ ବୌଜ୍ଞାନିକ ତଥା ପଟ୍ଟାମୁଣ୍ଡାଇର ବୋହୂ ଡ. ସ୍ବାତୀ ନାୟକଙ୍କୁ ମିଳିଛି ସମ୍ମାନଜନକ ନର୍ମାନ ଇ ବୋର୍ଲାଗ ପୁରସ୍କାର। ଡ. ସ୍ବାତୀ ପଟ୍ଟମୁଣ୍ଡାଇ ବ୍ଲକ ନସିପୁର ପଞ୍ଚାୟତ ଅନ୍ତର୍ଗତ ବଡମୂଳବସନ୍ତ ଗ୍ରାମର ପ୍ରିୟଦର୍ଶୀ ବଳଙ୍କ ସ୍ତ୍ରୀ ତଥା…
ଭୋକରେ ଡହଳବିକଳ ୨ ଯମଜ ଶିଶୁ
ମହାକାଳପଡ଼ା,୨୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟଚ୍ଛେଲା ପଞ୍ଚାୟତର ଶବରପଡ଼ା ଗ୍ରାମର ଜନଜାତି ବର୍ଗର ୨ ଯମଜ ଶିଶୁଙ୍କୁ ଖାଦ୍ୟ ଅଭାବ ଘଟଣା ଧରିତ୍ରୀରେ ଶୁକ୍ରବାର ଖବର ପ୍ରକାଶିତ ହୋଇଥିଲା। ପ୍ରଶାସନ ପହଞ୍ଚତ୍ବା ପାଇଁ ପ୍ରତିଶ୍ରୁତି…
୧୩୯ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ
ପଟ୍ଟାମୁଣ୍ଡାଇ,୨୮ା୧୦(କଳ୍ପତରୁ ନାୟକ): ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ତତ୍ତ୍ୱାବଧାନରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ପରିଚାଳିତ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ପାଠପଢାର ମୂଳଦୁଆ ପଡୁଥିବା କୁହାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅଙ୍ଗନଓ୍ବାଡି କେନ୍ଦ୍ରର ଶିକ୍ଷା ବ୍ୟବସ୍ଥାର ନଗ୍ନଚିତ୍ର…
Archives


