କେନ୍ଦ୍ରାପଡ଼ା

ତଣ୍ଡା ଅଞ୍ଚଳ ତଟକ୍ଷୟ ବଢ଼ିଚାଲିଛି

କେନ୍ଦ୍ରାପଡ଼ା,୧୦ା୬(ଜଗନ୍ନାଥ ଧଳ): ସାବିତ୍ରୀ ଅମାବାସ୍ୟାରେ ସମୁଦ୍ର କୂଳ ଲଘିଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଣ୍ଡା ଅଞ୍ଚଳକୁ ପାଣି ପଶିଥିଲା। ତଟକ୍ଷୟର ଏହି ପରିସ୍ଥିତି ତଟାଞ୍ଚଳବାସୀଙ୍କ ମନରେ ଭୟ ଆଣିଛି। ଜିଲାରେ ବଙ୍ଗୋପସାଗରର ୪୮ କିଲୋମିଟର ଲମ୍ବର ତଟରୁ ପ୍ରାୟ ୨୮…

ପ୍ରଶ୍ନବାଚୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର

କେନ୍ଦ୍ରାପଡ଼ା,୮ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି ସ୍ଥାନକୁ ପୂର୍ବତନ ୫-ଟି ସଚିବ…

ନବୀନଙ୍କୁ ଝୁରୁଛନ୍ତି ଆରତି ମା’

ରାଜନଗର,୭ା୬(ଭାସ୍କର ରାଉତରାୟ):ଚଳିତ ସାଧାରଣ ନିର୍ବାଚନରେ ଅପ୍ରତ୍ୟାଶିତ ଫଳାଫଳ ସମଗ୍ର ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଛି। ନିର୍ବାଚନ ଶେଷରେ ପୂର୍ବାନୁମାନ କରାଯାଇଥିବା ବିଭିନ୍ନ ଜାତୀୟସ୍ତରୀୟ ଏକ୍‌ଜିଟ୍‌ ପୋଲ୍‌ରେ ଆକଳନ କରାଯାଇଥିବା ଫଳାଫଳକୁ ସମ୍ପୂର୍ଣ୍ଣ ଭୁଲ ପ୍ରମାଣିତ କରିଛନ୍ତି ଓଡ଼ିଶାବାସୀ। ଦୀର୍ଘ ୨୪ବର୍ଷ ଧରି ମୁଖ୍ୟମନ୍ତ୍ରୀ…

ମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନ

ମହାକାଳପଡ଼ା,୪ା୬: ମହାକାଳପଡ଼ା ବିଧାନସଭା ଆସନରେ ଭାଜପା ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସନ୍ନ ନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ପୂର୍ବତନ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ୩୩,୪୫୧ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଛନ୍ତି।

ପାଟକୁରାରେ ଅରବିନ୍ଦ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ତେଜେଶ୍ୱର ପରିଡ଼ାଙ୍କୁ ୧୧,୪୨୫ ଖଣ୍ଡ ଭୋଟ୍‌ରେ ହରାଇ…

ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫା ପାଇଁ ଭୋଟ ଗଣତି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୧୯୫୫୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି।

କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ଆଗରେ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍‌ପି ଆସନରେ ଭାଜପା ପ୍ରାର୍ଥୀ ଆଗୁଆ ଅଛନ୍ତି। ତେବେ ଦ୍ୱାଦଶ ରାଉଣ୍ଡ…

ଆଳି ସଂସିଧାରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆଳି,୩ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଗତ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଥିଲା। ହେଲେ ରବିବାର ଆଳି ଥାନା ଅନ୍ତର୍ଗତ ସଂସିଧା ଠାକୁରପାଟଣା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଗୁରୁତର ରୂପ ନେଇଛି। ଗୋଟିଏ ପରିବାର ଏକ…

ମା’ ଭୋଟ ଦେବାକୁ ଯାଇଥିଲେ: ପାଣିରେ ବୁଡ଼ିଗଲା ଝିଅ

କେନ୍ଦ୍ରାପଡ଼ା,୧।୬: ୨୦୨୪ ଲୋକ ସଭା ନିର୍ବାଚନର ସପ୍ତମ ତଥା ଅନ୍ତମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ଏକ ଦୁଃଖଦ ଖବର ସାମ୍‌ନାକୁ ଆସିଛି । ମା’ ଭୋଟ ଦେବାକୁ ଯାଇଥିବା ବେଳେ ପାଣିରେ ବୁଡି ଜଣେ ଶିଶୁ କନ୍ୟାଙ୍କ…

ସାଲେପୁରରେ ନିର୍ବାଚନୀ ହିଂସା: ଭାଜପା ଏଜେଣ୍ଟଙ୍କୁ ପନିକିରେ ହାଣିଲେ

ଭୁବନେଶ୍ୱର,୧।୬: କେନ୍ଦ୍ରାପଡ଼ା ଲୋକସଭା ଅଧୀନ ସାଲେପୁର ମାଳଶାସନ ୧୮୪ ଏବଂ ୧୮୫ ନମ୍ବର ବୁଥରେ ନିର୍ବାଚନୀ ହିଂସା ଘଟିଛି। ଭାଜପା ବିଧାୟକ ପ୍ରାର୍ଥୀଙ୍କ ଏଜେଣ୍ଟ ଏବଂ ୩ଜଣ ସମର୍ଥକଙ୍କୁ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ବିଜେଡି ସମର୍ଥକ ସାମିଲ ଥିବା…

ଗୋଲରାହାଟ-ସବଳଙ୍ଗ ୯ନଂ. କେନାଲ ବନ୍ଧ ରାସ୍ତା ମରଣଯନ୍ତା

ଡେରାବିଶ, ୧ା୬ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଡେରାବିଶ ବ୍ଲ୍ଳକ ଅଧୀନ ଗୋଲରାହାଟଠାରୁ ସବଳଙ୍ଗ ଯାଏ ଯାଇଥିବା ୯ ନଂ. କେନାଲବନ୍ଧ ରାସ୍ତାଟି ଦୀର୍ଘଦିନ ହେବ ମରଣଯନ୍ତା ପାଲଟିଛି। ଏହି ରାସ୍ତାଟି ବ୍ଲକ…

ରେଶମ ଚାଷ ପାଇଁ ମିଳୁନି ପ୍ରୋତ୍ସାହନ

ପଟ୍ଟାମୁଣ୍ଡାଇ,୧ା୬(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ବ୍ରାହ୍ମଣୀ ନଦୀ ପାଶର୍‌ବ ଉର୍ବର ଚାଷଜମିରେ କ୍ରମଶଃ ବେଣାଗଛ ହୋଇ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ଫଳରେ ଚାଷକାର୍ଯ୍ୟ କରିବା ଆଉ ସମ୍ଭବ ହେଉନାହିଁ। ଏଥିଯୋଗୁ ଚାଷୀଙ୍କ ଏକର ଏକର ଚାଷଜମି ପଡ଼ିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?