କେନ୍ଦ୍ରାପଡ଼ା

୩୬ କୋଟି ଟଙ୍କା ବ୍ୟୟରେ କଣ୍ଠିଆନାଳ ସେତୁ ନିର୍ମାଣ ହେବ

ପଟ୍ଟାମୁଣ୍ଡାଇ,୩ା୧୧ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ  ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ତଳେ ଅରମ୍ଭ ହୋଇ ୨ଟି ପିଲର ଅଧା ଉଠି ଏ ପର୍ଯ୍ୟନ୍ତ ବନ୍ଦ ହୋଇ ପଡିରହିଛି। ଯାହାକୁ ନେଇ ୩ ରାଜସ୍ବ…

ସାତଭାୟାରେ ସୃଷ୍ଟି ହୋଇଛି ନୂଆ ବେଳାଭୂମି

କେନ୍ଦ୍ରାପଡ଼ା, ୨ା୧୧ (ଜଗନ୍ନାଥ ଧଳ) ବିଶ୍ୱ ପ୍ରସିଦ୍ଧ ଗହୀରମଥାର ସାମୁଦ୍ରିକ ଅଞ୍ଚଳରେ ଥିବା ପ୍ରଚୁର ଖାଦ୍ୟ ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କୁ ଆକର୍ଷିତ କରୁଛି। ପ୍ରତିବର୍ଷ ୪ରୁ ୫ଲକ୍ଷ କଇଁଛ ଏଠାକୁ ଆସି ଅଣ୍ଡାଦାନ କରୁଛନ୍ତି। ତେବେ ଇଣ୍ଟରନ୍ୟାଶନାଲ ୟୁନିୟନ ଫର କଞ୍ଜରଭେଶନ…

ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା କଟକଣା

ରାଜନଗର,୧।୧୧(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍‌ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି…

ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା ଉପରେ କଟକଣା

ରାଜନଗର,୩୧ା୧୦(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍‌ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି…

ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର କରି ୧୦ ବର୍ଷ ଜେଲ

କେନ୍ଦ୍ରାପଡ଼ା,୩୦ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଫାଷ୍ଟ ଟ୍ରାକ୍‌ କୋର୍ଟ ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ରାୟ ପ୍ରକାଶ କରିଛନ୍ତି। ଜଜ୍‌ ତ୍ରିବିକ୍ରମ କେଶରୀ ଚିନ୍ନରା ମାମଲାର ଶୁଣାଣି କରି ଅଭିଯୁକ୍ତ ଖୋର୍ଦ୍ଧା ଜିଲା ମଞ୍ଚେଶ୍ୱର ଥାନା ଓସ୍ତପଡ଼ା ଗ୍ରାମର ତପନ…

ପଟ୍ଟାମୁଣ୍ଡାଇ ବୋହୂଙ୍କୁ ମିଳିଲା ନର୍ମାନ ଇ ବୋର୍ଲାଗ ପୁରସ୍କାର

ପଟ୍ଟାମୁଣ୍ଡାଇ,୩୦ା୧୦(ଅକ୍ଷୟ ବିଶ୍ୱାଳ): ଓଡ଼ିଶାର ଯୁବ ବୌଜ୍ଞାନିକ ତଥା ପଟ୍ଟାମୁଣ୍ଡାଇର ବୋହୂ ଡ. ସ୍ବାତୀ ନାୟକଙ୍କୁ ମିଳିଛି ସମ୍ମାନଜନକ ନର୍ମାନ ଇ ବୋର୍ଲାଗ ପୁରସ୍କାର। ଡ. ସ୍ବାତୀ ପଟ୍ଟମୁଣ୍ଡାଇ ବ୍ଲକ ନସିପୁର ପଞ୍ଚାୟତ ଅନ୍ତର୍ଗତ ବଡମୂଳବସନ୍ତ ଗ୍ରାମର ପ୍ରିୟଦର୍ଶୀ ବଳଙ୍କ ସ୍ତ୍ରୀ ତଥା…

ଭୋକରେ ଡହଳବିକଳ ୨ ଯମଜ ଶିଶୁ

ମହାକାଳପଡ଼ା,୨୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟଚ୍ଛେଲା ପଞ୍ଚାୟତର ଶବରପଡ଼ା ଗ୍ରାମର ଜନଜାତି ବର୍ଗର ୨ ଯମଜ ଶିଶୁଙ୍କୁ ଖାଦ୍ୟ ଅଭାବ ଘଟଣା ଧରିତ୍ରୀରେ ଶୁକ୍ରବାର ଖବର ପ୍ରକାଶିତ ହୋଇଥିଲା। ପ୍ରଶାସନ ପହଞ୍ଚତ୍ବା ପାଇଁ ପ୍ରତିଶ୍ରୁତି…

୧୩୯ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ପଟ୍ଟାମୁଣ୍ଡାଇ,୨୮ା୧୦(କଳ୍ପତରୁ ନାୟକ): ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ତତ୍ତ୍ୱାବଧାନରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ପରିଚାଳିତ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ପାଠପଢାର ମୂଳଦୁଆ ପଡୁଥିବା କୁହାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅଙ୍ଗନଓ୍ବାଡି କେନ୍ଦ୍ରର ଶିକ୍ଷା ବ୍ୟବସ୍ଥାର ନଗ୍ନଚିତ୍ର…

୨ ଜନଜାତି ଶିଶୁଙ୍କୁ ମିଳୁନି ଖାଦ୍ୟ

ମହାକାଳପଡ଼ା,୨୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତବର୍ଷରେ କୌଣସି ଶିଶୁ ଉପବାସରେ ନ ରହିବେ ସେଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ବ୍ୟୟ ହେଉଛି। ବିଶେଷ କରି ଜନଜାତି ବର୍ଗର ଲୋକମାନଙ୍କର ବିକାଶ ପାଇଁ ସରକାର…

ଦ ସି ଆଣ୍ଡ ସେଭେନ ଭିଲେଜେସ ସିନେମାକୁ ଆଉ ଏକ ସଫଳତା

ରାଜନଗର, ୨୭ା୧୦ (ଭାସ୍କର ରାଉତରାୟ): ବଙ୍ଗୋପସାଗର ତଟବର୍ତ୍ତୀ କିମ୍ବଦନ୍ତୀର ଅନନ୍ୟ ସ୍ବାକ୍ଷର ସାତଭାଇର ଗାଁ ସାତଭାୟାବାସୀଙ୍କ ଜୀବନ ଜୀବିକାକୁ ନେଇ ଓଡ଼ିଶାର ଅନ୍ୟତମ ଖ୍ୟାତାନାମା ଚଳଚିତ୍ର ନିର୍ଦ୍ଦେଶକ ହିମାଂଶୁ ଖଟୁଆଙ୍କ ନିର୍ଦ୍ଦେଶିତ ଓ କିଟ୍‌ ଏବଂ କିସ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ…

ସମବାୟ ସମିତି ସମ୍ପାଦକଙ୍କ ଏକଚାଟିଆ ନୀତି

ପଟ୍ଟାମୁଣ୍ଡାଇ, ୨୬ା୧୦ (କଳ୍ପତରୁ ନାୟକ)ପଟ୍ଟାମୁଣ୍ଡାଇ ଅଞ୍ଚଳର ପ୍ରାୟ ୮୦ ଭାଗ ଲୋକ କୃଷି ଉପରେ ନିର୍ଭର କରି ଚଳନ୍ତି। କୃଷିର ଉନ୍ନତି ହିଁ ଗ୍ରାମାଞ୍ଚଳ ଚାଷୀମାନଙ୍କ ଆର୍ଥତ୍କ ମାନଦଣ୍ଡ ସୁଦୃଢ କରି ପାରିବାକୁ ନେଇ କୃଷି ଉତ୍ପାଦନ ବୃଦ୍ଧି ପାଇଁ ରାଜ୍ୟ…

ବିଶ୍ୱାବସୁଙ୍କ ବଂଶଜ ପୂଜୁଛନ୍ତି ଶ୍ରୀନୀଳମାଧବ, ବନଦୁର୍ଗା

ମହାକାଳପଡ଼ା, ୨୩ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିଭିନ୍ନ ମଣ୍ଡପଗୁଡିକରେ ମା’ ଜଗତଜନନୀ ଦୁର୍ଗାପୂଜା, ପ୍ରଭୁ ନୀଳମାଧବ ଓ ବନଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ପଜା କରୁଛନ୍ତି। ବିଭିନ୍ନ ମା’ ପୀଠରେ ମହିଳା ଶ୍ରଦ୍ଧାଳୁମାନେ ମହାଷ୍ଟମୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri