କେନ୍ଦ୍ରାପଡ଼ା

କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା

ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ ତାଙ୍କର ୨୫ ଇଞ୍ଚର କେଶ ଦାନ କରିଛନ୍ତି। ସେ ଜଣେ ଗୃହିଣୀ। ସେ ତାଙ୍କ…

ପି.ଆର୍‌. ସର୍ବଜିତ ଆଇଏଫ୍‌ଏସ୍‌ ପରୀକ୍ଷାରେ ୧୦୪ ର଼୍ୟାଙ୍କ୍‌

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟନଗର ଗ୍ରାମର ମେଧାବୀ ଛାତ୍ର ପି.ଆର୍‌. ସର୍ବଜିତ ୨୦୨୩ରେ ସର୍ବଭାରତୀୟ ସ୍ତର ଭାରତୀୟ ବନ ସେବା ପରୀକ୍ଷାରେ ୧୦୪ତମ ସ୍ଥାନ ଅଧିକାର କରିଥିବା ପରିବାର ସୂତରୁ କୁହାଯାଇଛି। ମିଳିଥିବା ସୂଚନା ଅନୁସାରେ…

କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ

ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍‌ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଏଣ୍ଡର ପଞ୍ଚାୟତ ଏଣ୍ଡର ଗ୍ରାମ ନିକଟ ୪୦ହେକ୍ଟର ଚାଷ ଜମି ଜଳମଗ୍ନ…

ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ

ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିଥିଲେ। ଏହି ଆଇନ ବଳରେ ଓଡ଼ିଶାର ସାଢ଼େ ୪…

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି ଉପୁଜିଲାଣି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ କେଉଁଠି ପାଇପ ଜଳ ଯୋଗାଣ ଫେଲ୍‌ ମାରିଛି…

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି।…

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି ପୁଣି ଥରେ ପ୍ରାର୍ଥୀ କରିଛି। ଅପରପକ୍ଷରେ କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ ଓ ଭାଜପାରୁ…

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ…

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର ପ୍ରୟାସ ଜାରି ରଖିଥିବା ବେଳେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ଅଞ୍ଚଳର କୃଷି…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି। ସୂଚନାଯୋଗ୍ୟ, କେନ୍ଦ୍ରାପଡା…

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ରାଜନଗର ବନ ବିଭାଗ ପକ୍ଷରୁ ଚଳିତମାସ ୧ ତାରିଖଠାରୁ ଜୁଲାଇ ୩୧ ଦୀର୍ଘ ୩…

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା ହରାଇ ବସିଛି। ମାଟିରେ ତିଆରି ଜିନିଷଗୁଡିକର ଅତ୍ୟାଧିକ ଗୁଣବତା ଥିଲେ ବି ଏଗୁଡିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?